କ୍ଲାସ ସାରି ଘରକୁ ଫେରୁଥିଲେ, ଅଧ୍ୟାପକଙ୍କୁ ହାଣି ଲୁଟିନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୨୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୁରିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ପାଟପୁର ଥାନା ସିଙ୍ଗପୁର ଗ୍ରାମର କାଳୁ ଚରଣ ସାହୁଙ୍କୁ କେତେଜଣ ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କ ମୋବାଇଲ ଫୋନ,ମନିପର୍ସ ଲୁଟି ନେଇଥିବା ଜଣାପଡିଛି। ମଙ୍ଗଳବାର…
ବରଗଡ଼ ଜିଲାପାଳଙ୍କୁ ଭିନ୍ନକ୍ଷମମାନଙ୍କ ୮ଦଫା ଦାବିପତ୍ର ପ୍ରଦାନ,୧୧ରେ ରାସ୍ତା ଅବରୋଧ ଚେତାବନୀ
ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ଭିନ୍ନକ୍ଷମମାନଙ୍କୁ ନେଇ ଗଠିତ ପେରେଣ୍ଟସ୍ ଆସୋସିଏଶନ ମଙ୍ଗଳବାର ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ୮ଦଫା ସମ୍ମିଳିତ ଦାବିପତ୍ର ପ୍ରଦାନ କରିଛି। ତୁରନ୍ତ ସେମାନଙ୍କ ଦାବି ପୂରଣ କରିବା ପାଇଁ ଆସୋସିଏଶନ ଦାବି କରିଛି। ଦାବି ସମୂହ ପୂରଣ…
ଅସଲି ବ୍ରାଣ୍ଡ୍ର ଛାପା ବ୍ୟବହାର କରି ବିକୁଥିଲେ ନକଲୀ ଲୁହାଛଡ଼, ବ୍ୟବସାୟୀଙ୍କୁ ବାନ୍ଧିଲା…
ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ)-ଏକ ଅସଲି କମ୍ପାନୀର ବ୍ରାଣ୍ଡ୍ ଛାପା ବ୍ୟବହାର କରି ନକଲୀ ଲୁହାଛଡ଼ ବିକ୍ରି କରୁଥିବା ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ସହରର ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି। ଗିରଫ ବ୍ୟବସାୟୀ ଜଣକ ସ୍ଥାନୀୟ ବାବା ଷ୍ଟିଲର ମାଲିକ ରାମ…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ
ଫୁଲବାଣୀ,୨୫ା୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ ଏବଂ ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାସ ମାମଲାର ବିଚାର କରି ଅଭିଯୁକ୍ତ ଟିକାବାଲି ଥାନା ଅଞ୍ଚଳର…
ଘରେ ପଶି ହାଣିଲେ: ବଡ଼ବୋହୂ ମୃତ, ଶାଶୁ ଓ ସାନବୋହୂ ଗୁରୁତର
ଭଣ୍ଡାରିପୋଖରୀ,୨୫।୨(ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦେଓପଦା(ମେଘା) ଗ୍ରାମରେ ମଙ୍ଗଳବାର ଏକ ବର୍ବର କାଣ୍ଡ ଘଟିଛି। ଘରେ ପଶି ଜଣେ ଦୁର୍ବୃତ୍ତ ମାରଣାସ୍ତ୍ରରେ ଶାଶୁ ଓ ଦୁଇ ବୋହୂଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣରେ ବଡ଼ ବୋହୂଙ୍କ ମୃତ୍ୟୁ…
ଶିକ୍ଷା ମନ୍ତ୍ରଣାଳୟର ବଡ଼ ପଦକ୍ଷେପ: ବର୍ଷକୁ ୨ ଥର CBSE ମାଟ୍ରିକ ପରୀକ୍ଷା କରିବାକୁ ସୁପାରିସ
ଭୁବନେଶ୍ୱର,୨୫।୨: ବର୍ଷକୁ ୨ ଥର CBSE ମାଟ୍ରିକ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୁପାରିସ କରାଯାଇଛି। ଏନେଇ ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ପଦକ୍ଷେପ ନିଆଯାଇଛି। ଏପରିକି ମନ୍ତ୍ରଣାଳୟ ପକ୍ଷରୁ ଏକ ଚିଠା ନୀତି ପ୍ରସ୍ତୁତ…
ମହିଳା ହୋମ୍ଗାର୍ଡଙ୍କୁ ପ୍ରେମ: ଶାରୀରିକ ସମ୍ପର୍କ ପରେ ପ୍ରତାରଣା କଲେ ଆଇଆଇସି
ଜଗତ୍ସିଂହପୁର,୨୫ା୨(ପ୍ରମୋଦ କୁମାର ନାୟକ): ଜଣେ ମହିଳା ଗୃହରକ୍ଷୀ(ହୋମଗାର୍ଡ)ଙ୍କୁ ପ୍ରେମ ପରେ ପ୍ରତାରଣା କରାଯାଇଛି। ଏନେଇ ଜଗତ୍ସିଂହପୁର ଥାନାର ପୂର୍ବତନ ଅତିରିକ୍ତ ଆଇଆଇସି ତଥା ବର୍ତ୍ତମାନର କୁଜଙ୍ଗ ଆଇଆଇସି ତପନ ନାହାକଙ୍କ ନାମରେ ଲିଖିତ ଅଭିଯୋଗ ହୋଇଛି। ସମ୍ପୃକ୍ତା ହୋମଗାର୍ଡ ଜଗତ୍ସିଂହପୁର ଥାନାରେ…
ଟ୍ରକ-ବାଇକ୍ ଧକ୍କା: ଜିଅନ୍ତା ଜଳିଗଲେ ଯୁବକ, ୨ଜଣ ଅର୍ଦ୍ଧଦଗ୍ଧ
ଦିଗପହଣ୍ଡି/ଚିକିଟି,୨୫।୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ମା’ ରତ୍ନେଶ୍ୱରୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାରେ ଏକ ଟ୍ରକ-ବାଇକ୍ ମଧ୍ୟରେ ଧକ୍କା ଦେବାରୁ ବାଇକ୍…
ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି: ୧୦ଟାରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୨୫।୨: ରାତି ପାହିଲେ ମହାଶିବରାତ୍ରୀ। ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଶୈବପୀଠ। ଏହି ପରିପ୍ରେକ୍ଷୀରେ ମହାଶିବରାତ୍ରୀରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି କିପରି ସୁଚାରୁରୁପେ ସମ୍ପାଦନ ହେବ ସେନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକର ନିଷ୍ପତ୍ତି କ୍ରମେ ବୁଧବାର…
ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଉଠାଇନେଲା ହରିୟାଣା ପୋଲିସ: କନ୍ଧମାଳ ପୋଲିସ ପାଇଁ ବଢିଲା ଚିନ୍ତା
ଦାରିଙ୍ଗବାଡି, ୨୫।୨ (ଅରୁଣ ସାହୁ): ମାତ୍ର ୧୦ କିଲୋ ଗଞ୍ଜେଇ ପାଇଁ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପହଞ୍ଚିଲା ହରିୟାଣା ପୋଲିସ। ଆଉ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଉଠାଇନେଲା ହରିୟାଣା ପୋଲିସ। ଅଭିଯୁକ୍ତ ହେଲେ ଦାରିଙ୍ଗବାଡି ଥାନା ସୋନପୁର ପଞ୍ଚାୟତ ବେଲାଳସେନ ରୂପାମାଝୀ…
ରାଜ୍ୟ ବାହାରେ କନ୍ଧମାଳ ହଳଦୀ-ମସଲାର ବଢୁଛି ଚାହିଦା: ଲକ୍ଷପତି ଦିଦିଙ୍କଠାରୁ ଜିନିଷ କିଣି ଉତ୍ସାହିତ କଲେ କେନ୍ଦ୍ରମନ୍ତ୍ରୀ
ଦାରିଙ୍ଗବାଡି, ୨୫।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ଲକ୍ଷପତି ଦିଦି ଝରଣା ସାହୁଙ୍କଠାରୁ ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ବିଶ୍ୱବିଖ୍ୟାତ କନ୍ଧମାଳ ହଳଦୀ ଗୁଣ୍ଡ ଓ କିଛି ମସଲା କିଣିଛନ୍ତି । ପ୍ରକାଶ ଯେ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ…
କାମ କରିବା ବେଳେ ଧସିଲା ମାଟି ଅତଡ଼ା, ଚାପି ହୋଇଗଲେ ୩ ଶ୍ରମିକ
ବଣାଇଁ,୨୫ା୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଖଣି ନିଗମ କୁର୍ମିତାର ଲୌହ ଖଣିରେ ଖଣି ଖନନ ପାଇଁ ନୂଆ ଠିକା ପାଇଥିବା କମ୍ପାନୀ ଏବେ ଖଣି ଖନନ ପରେ ଉତ୍ତୋଳିତ ଲୁହାପଥରକୁ କନଭେୟର ବେଲ୍ଟ ସାହାଯ୍ୟରେ ରପ୍ତାନୀ ପାଇଁ କାମ ଚଳାଇଛି। ଏହି କାମ…

