କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ
କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ ହୋଇଥିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖା ଦେଇଛି। ଜୁଲାଇ ମାସର ଶେଷ…
ରିଙ୍ଗ୍ ରୋଡ଼ ଘାଇରେ ଭାସିଯାଇଥିଲେ କାର୍ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା
ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ ମୃତଦେହ ପ୍ରାୟ ୩୦ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗ ଓ…
ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍ ଉଚ୍ଚର ବନ୍ୟାଜଳ
ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି ଚାରି ଗୋଟି ହେଲା ପଥରଚକଡା, କେନ୍ଦୁପଲ୍ଲୀ, ପଦ୍ମାବତୀ ଓ କରବର। ମହାନଦୀରେ ବନ୍ୟାଜଳ…
ସୁଦାମଙ୍କୁ ଧକ୍କା ଦେଲା ପିକ୍ଅପ୍ ଭ୍ୟାନ୍: ଆଉ ତା’ପରେ ଘଟିଲା..
ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସୁଦାମ ଭୋଇ (୩୫)। ସୂଚନା ଅନୁସାରେ, ପଦ୍ମପୁରରୁ ପାଟଣାଗଡ଼ ଅଭିମୁଖେ ଯାଉଥିବା ଏକ…
ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର
ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ ବର୍ଷା ବୋଲି ଜଣାପଡିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଦେଇ ଯାଇଥିବା ଅଙ୍ଗନଦୀର…
ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…
କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢ଼ି ଯାଇଥିଲେ। ଯୁବତୀଙ୍କୁ ନ ଆଣିଲେ ଏବଂ…
ବକ୍ସ କଣ୍ଡୁଇଟ୍ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ରାତିରୁ ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜଳସ୍ରୋତରେ ଏହି କେନାଲ କୂଳ ଲଙ୍ଘିବା…
ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ
ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍. ପତ୍ରାପାଲି ଓ ବୀରମହାରାଜପୁର ଥାନା ରକ୍ସା ଛକଠାରେ ମଙ୍ଗଳବାର ଚଢ଼ାଉ କରାଯାଇଥିଲା। ୨ ପୃଥକ୍ ମାମଲାରେ ୪…
ସାନ ମାଈଁ-ଭଣଜାଙ୍କ ପ୍ରେମ ସମ୍ପର୍କ ଧରାପଡ଼ିବାରୁ ଡବର୍ଲ ମର୍ଡର, ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…
ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳରେ ୨୦୨୪ରେ ମା’ ଓ ୭ ବର୍ଷୀୟ ପୁଅଙ୍କୁ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଓପିଆଇଡି କୋର୍ଟ ଜଜ୍ ସଙ୍ଗୀତା ପାଣି ଏହି ମାମଲାର ୨ ଅଭିଯୁକ୍ତ ତଥା…
କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର
ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ ଏକ ୨୦ ଟିକିଆ ହାତୀପଲ ସେହି ଅଞ୍ଚଳରେ ଚଳାଚଳ କରୁଥିବା ସମୟରେ ଏକ…
ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୫ କେଜି ଓଜନର ବିଶାଳ ମାଛ
ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର ମାଛ ଧରାପଡ଼ିଛି। ଗ୍ରାମର ତପନ କୁମାର ମହାନ୍ତ ନଦୀରେ ଟେକା ଜାଲ ପକାଇ…
ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି
କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଏବଂ କାଦୁଅ ଜମି ରହିଥିବା ବେଳେ ଛାତରୁ ଅବିରାମ…

