ଆମ ଜିଲା ଖବର

ଗଞ୍ଜାମ ସମୁଦ୍ର ତଟରେ ଲାଗିଲା ବିରାଟକାୟ ଲୌହ ପିଣ୍ଡ, ଦେଖିବାକୁ ଲୋକଙ୍କ ଭିଡ଼

ଗଞ୍ଜାମ,୨୪।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଟେଶ୍ଵର-ପୋଡମପେଟା ସମୁଦ୍ର କୂଳରେ ଏକ ଲୌହ ପିଣ୍ଡ ପଡିଥିବା ଦେଖିବାକୁ ମିଳିଥିଲା l ଏହାକୁନେଇ ଭିନ୍ନ ମତ ପ୍ରକାଶ ପାଇଛି l ଖବରପାଇ ନୌସେନା ପଦାଧିକାରୀ ପହଞ୍ଚି ଏହା ସମୁଦ୍ର ମଧ୍ୟରେ ବିଭିନ୍ନ ଦେଶର…

ନୂତନ ବ୍ଳକ ମାନ୍ୟତା ଦାବିରେ ଏକାଠି ହେଲେ ୧୪ ପଞ୍ଚାୟତବାସୀ

ସୋନପୁର,୨୪।୨(ମୃତ୍ୟୁଞ୍ଜୟ ଶତପଥୀ): ରାଜ୍ୟରେ ବ୍ଲକ ସଂଖ୍ୟା ବୃଦ୍ଧି ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରାବି ନାରାୟଣ ନାଏକ ଗତ ବିଧାନସଭାରେ ଘୋଷଣା କରିଥିଲେ। ମନ୍ତ୍ରୀଙ୍କ ଏହି ଘୋଷଣା ପରେ ସୋନପୁର ବ୍ଲକ ନାରାୟଣପୁରକୁ ବ୍ଲକ ମାନ୍ୟତା ଦାବି ଜୋର ଧରିଛି। ଏନେଇ ନାରାୟଣପୁର…

ଜଳଯୋଗାଣ ବନ୍ଦ: ୧୫ ଦିନ ହେଲା ଲୋକଙ୍କୁ ମିଳୁନି ପିଇବା ପାଣି

ବୋଡ଼େନ,୨୪।୨(ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡ଼େନ ବ୍ଲକର ଖଇରା ଗ୍ରାମକୁ ବାଗବାହାଲରୁ ବସୁଧା ଯୋଜନାରେ ଜଳଯୋଗାଣ ହେଉଥିଲା। ହେଲେ ୧୫ ଦିନରୁ ଅଧିକ ହେଲା ଠିକାଦାର ଡ୍ରେନ ନିର୍ମାଣ ସମୟରେ ଅବହେଳା ଯୋଗୁ ମନ୍ଦିର ପାଖରେ ମୁଖ୍ୟ ପାଇପ୍‌ ଫାଟି ଯିବାରୁ…

ଗାଡି ଡିକିରୁ ଦେଢ଼ ଲକ୍ଷ ଟଙ୍କା ଲୁଟ ଅଭିଯୋଗ: ପୋଲିସ ତଦନ୍ତ ଜାରି, ସିସିଟିଭି ଫୁଟେଜ ଯାଞ୍ଚ

ଛତ୍ରପୁର,୨୪।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଲାଇନ ସାହିସ୍ଥିତ ବନ୍ଧ ନିକଟରେ ଏକ ଗାଡି ଡିକିରୁ ଦେଢ଼ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି l ଛତ୍ରପୁର ବ୍ଲକ ଅନ୍ତର୍ଗତ ସାମନ୍ତରା ପୁର ଗ୍ରାମର ପ୍ରତାପ କୁମାର ମିଶ୍ର…

ଦିନକ ପରେ ମହାଶିବରାତ୍ରୀ: ଦୀପ ପ୍ରସ୍ତୁତିରେ କୁମ୍ଭକାର

କୋରୁକୋଣ୍ଡା,୨୪ା୨(ଶିବଦତ୍ତ ସାହୁ): ଆସନ୍ତା ୨୬ରେ ମହା ଶିବରାତ୍ରୀ (ଜାଗର )। ଏହି ଉପଲକ୍ଷେ ବାଲିମେଳା ସହର ସମେତେ କୋରୁକୋଣ୍ଡା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠରେ ଭକ୍ତମାନେ ନିଜ ନିଜର ମନସ୍କାମନା ପୂର୍ଣ୍ଣ ଲକ୍ଷ୍ୟରେ ମହାଦେବ ଏବଂ ମାତା ପାର୍ବତୀଙ୍କୁ ରୀତିନୀତି…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର,୨୪ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ତେଲକୋଇ ଥାନା ଅନ୍ତର୍ଗତ ଧନୁର୍ଜୟପୁର ଗ୍ରାମର ଅଭିଯୁକ୍ତ ସମ୍ବାରି ଜୁଆଙ୍ଗ(୩୦)ଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବା…

ସାଙ୍ଗ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୨୪ା୨(ସୁବାସ ଚନ୍ଦ୍ର ପାଢ଼ୀ): ବନ୍ଧା ରଖିଥିବା ମୋବାଇଲ ଫୋନ୍‌ ନ ଫେରାଇବାରୁ ଛୁରି ଭୁସି ସାଙ୍ଗଙ୍କୁ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ବ୍ର୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି…

ଛତ୍ରପୁର ଥାନାର ନୂତନ ଅଧିକାରୀ ହେଲେ ଦେବାଶିଷ ମହାନ୍ତି

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନାର ନୂତନ ଅଧିକାରୀ ଭାବେ ଦେବାଶିଷ ମହାନ୍ତି ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୁରୀ ଜିଲା ଡେଲାଙ୍ଗ ଥାନାରୁ ଏଠାକୁ ତାଙ୍କର ବଦଳି ହୋଇଛି। ଏହାପୂର୍ବରୁ ସେ ଗଞ୍ଜାମ ଜ଼ିଲାର ଭଞ୍ଜନଗର, ଦିଗପହଣ୍ଡି, କୋଦଳା…

ସ୍ତ୍ରୀଙ୍କୁ ଚିକେନ ତରକାରୀ ମାଗିଲେ ସ୍ବାମୀ; ନ ଦେବାରୁ କାନ ମୂଳକୁ ଦେଲେ ଶକ୍ତ ଚାପୁଡ଼ା…ଆଉ ତା’ପରେ

ଢେଙ୍କାନାଳ,୨୪।୨: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଷଢ଼ଙ୍ଗୀ ଧନିଆନାଳୀ ମୁଣ୍ଡା ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀ ଚିକେନ ତରକାରୀ ନ ଦେବାରୁ ଜଘନ୍ୟ କାଣ୍ଡ ଘଟାଇଛନ୍ତି ସ୍ବାମୀ। ଜେନା ପିଙ୍ଗୁଆ ନାମକ ଜଣେ ବ୍ୟକ୍ତି ଏକ ଶକ୍ତ ଚାପୁଡାରେ…

ଏପ୍ରିଲ ୭ରୁ କୋରାପୁଟରେ ନାଟ୍ୟ ମହୋତ୍ସବ: ଯୋଗଦେବେ ୬ ଜିଲାର ବିଭିନ୍ନ ନାଟ୍ୟ ସଂଗଠନ

କୋରାପୁଟ,୨୪।୨(ଅମିତାଭ ବେହେରା): କୋରାପୁଟ ସାଂସ୍କୃତିକ ପରିଷଦ ପରିସରରେ ଓଡ଼ିଶା ନାଟ୍ୟ ସଂଘ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୭ରୁ ୧୪ ଯାଏ କୋରାପୁଟ ସାଂସ୍କୃତିକ ପରିଷଦ ମଞ୍ଚ ପରିସରରେ ଦକ୍ଷିଣାଞ୍ଚଳ ନାଟ୍ୟ ମହୋତ୍ସବ କରାଯିବ ବୋଲି ସଂଘ…

ଭବାନୀପାଟଣାରୁ ବ୍ରହ୍ମପୁରକୁ ଚାଲୁଥିବା ସରକାରୀ ବସକୁ ଭାୟା କେସିଙ୍ଗା-ଅମାଠ ଛକ-ମ.ରାମପୁର ଦେଇ ଚଳାଇବାକୁ ମନ୍ତ୍ରୀଙ୍କ ନିକଟରେ ଦାବି

କେସିଙ୍ଗା ତା ୨୪.୨(ତୁମେଶ୍ଵର ସାହୁ): କଳାହାଣ୍ଡି ଗଞ୍ଜାମ ଜିଲା ସହିତ ଏକ ବ୍ୟବସାୟିକ ସଂପର୍କ ରହିଆସିଛି । ବ୍ୟବସାୟ ବାଣିଜ୍ୟ ସହିତ ପାଠପଢା ଓ ଅନ୍ୟାନ୍ୟ କାର୍ଯ୍ୟରେ ପ୍ରାୟ ପ୍ରତ୍ୟହ ଅନେକ ଯାତ୍ରୀ, ଛାତ୍ରଛାତ୍ରୀ ବ୍ରହ୍ମପୁରକୁ ଯିବାଆସିବା କରିଥାନ୍ତି ।ଏହି ପରିପ୍ରେକ୍ଷୀରେ…

ଚାଷୀଙ୍କ ଆକାଉଣ୍ଟକୁ ଗଲା ପିଏମ କିଷାନ ଟଙ୍କା: ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଶୁଣିଲେ ଚାଷୀ

ଛତ୍ରପୁର,୨୪।୨(ସନ୍ତୋଷ ପାଢ଼ୀ): ବିହାରର ଭାଗଲପୁର ଠାରେ ପିଏମ କିଷାନ ସମ୍ମାନ ନିଧି ୬ ବର୍ଷ ପୂର୍ତ୍ତି ଅବସରରେ କିଷାନ ସମ୍ମାନ ସମାରୋହ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କିଷାନ ସମ୍ମାନନିଧିର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ସୁଇଚ ମାରି ଅର୍ଥ ପ୍ରେରଣ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?