ଆମ ଜିଲା ଖବର

ଠିକାଦାରଙ୍କୁ ଗୁଳିମାଡ଼

ରାଉରକେଲା,୨୨।୨(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ସେକ୍ଟର-୩ ଥାନା ଅଧୀନ ସେକ୍ଟର-୪ ପୋଷ୍ଟ ଅଫିସ ନିକଟରେ ଶନିବାର ଜଣେ ଠିକାଦାରଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ ବିଜୟ ଲାକ୍ରା। ବିଜୟଙ୍କ ବେକରେ ଗୁଳି ବାଜିଥିବାରୁ ତାଙ୍କୁ ଚିକିତ୍ସା ପାଇଁ ଇସ୍ପାତ ଜେନେରାଲ…

ମୋ ବସ୍‌ରେ ଲାଗିଲା ନିଆଁ: ଅଣନିଃଶ୍ୱାସୀ ହୋଇ ଝରକା ବାଟେ ବାହାରିଲେ ଯାତ୍ରୀ

କଟକ,୨୨।୨: ପୁଣି ମୋ ବସ୍‌ରେ ଘଟିଛି ଅଘଟଣ। କଟକ ଜିଲା ଜଗତପୁର ଥାନା ଅଧୀନ ବିରୂପା ବ୍ୟାରେଜ ନିକଟରେ ଶନିବାର ଏକ ମୋ ବସ୍‌ରେ ଅଚାନକ ନିଆଁ ଲାଗିଯାଇଥିଲା। ସେହି ସମୟରେ ବସ୍‌ର ସେନ୍ସର ଗେଟ୍‌ ଲକ୍‌ ପଡି ଆଉ ଖୋଲି…

ସରପଞ୍ଚ, ସମିତି ସଭ୍ୟ ଆଣିଲେ ସାଂଘାତିକ ଅଭିଯୋଗ

କେସିଙ୍ଗା,୨୨ା୨(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପୂର୍ବତନ ବିଡିଓ ମିଥ୍ୟା ବିଲ୍‌ କରି ଟଙ୍କା ଆତ୍ମସାତ୍‌ କରିଥିବା ନେଇ ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟାସଭ୍ୟ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରରେ ଦର୍ଶାଯାଇଛି, ଏହି ବ୍ଲକରେ ଆମ ଓଡ଼ିଶା…

ନଷ୍ଟ ହେଉଛି ଚାରା, ଦାୟିତ୍ୱ ତୁଲାଉନି ଜଙ୍ଗଲ ପରିବେଶ ବିଭାଗ

ରାଇକିଆ,୨୨ା୨(ପ୍ରଦୀପ ବେହେରା): ଚାରାରୋପଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି । ଏହାର ସୁରକ୍ଷା ପାଇଁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛି। ଏଥିପାଇଁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନ କରାଯାଉଛି।…

ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ ଦରକାର

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ସର୍ବୋଦୟ ସଂକଳ୍ପ ଶିବିର ଅନୁଷ୍ଠିତ ହୋଇଛି। ଏହି ଅବସରରେ ସଙ୍ଗଠନର ଜାତୀୟ ଉପାଧ୍ୟକ୍ଷ ସଚିନ ନାୟକ ଜାତୀୟ କଂଗ୍ରେସର ପତାକାକୁ ଉତ୍ତୋଳନ ସହିତ କାର୍ଯ୍ୟକ୍ରମର…

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟି ଅନ୍ୟ ଦୋକାନକୁ ବ୍ୟାପିଥିଲା ନିଆଁ

ବ୍ରହ୍ମପୁର,୨୨।୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ଲାଠି ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ୫ଟି ଦୋକାନ ଜଳିଯାଇଛି। ଜଳଖିଆ ଦୋକାନ ଭିତରେ ଥିବା ଦୁଇଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ପ୍ରାଥମିକ…

ଜାତୀୟସ୍ତରୀୟ କବାଡିରେ ବରଗଡ଼ର ଖେଳାଳି

ବରଗଡ଼,୨୨ା୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ବ୍ଲକ ଉତ୍ତମ ପଞ୍ଚାୟତ ଅନ୍ତର୍ଗତ ଲେଲେହେର ଗ୍ରାମର ଜୟନ୍ତ ସାହୁ(20) ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ବରଗଡ଼ ଟ୍ରଷ୍ଟଫଣ୍ଡ୍‌ କଲେଜରେ ଯୁକ୍ତତିନି ବିଜ୍ଞାନର ଦ୍ୱିତୀୟବର୍ଷ ଛାତ୍ରଭାବେ ରହିଛନ୍ତି।…

ମହିଳାଙ୍କ ରହସ୍ୟମୟ ନିଖୋଜ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଚାନ୍ଦପୁର ପଞ୍ଚାୟତ ବେଲପନ୍ଥି ଗ୍ରାମର ରଞ୍ଜନ କୁମାର ଗୌଡ଼ଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ଗୌଡ଼ ଗତ ୧୭ ଦିନ ହେଲା ନିଖୋଜ ଥିବା ଜଣାପଡିଛି। ନିଖୋଜ ଘଟଣା ସମ୍ପୂର୍ଣ୍ଣ ରହସ୍ୟମୟ ବୋଲି ତାଙ୍କ ସ୍ବାମୀ…

ଗଞ୍ଜାମରେ ପ୍ରତିଷ୍ଠା ହେବ ୩ ଶୀତଳଭଣ୍ଡାର

ଛତ୍ରପୁର,୨୨ା୨(ସନ୍ତୋଷ ପାଢୀ/ ଦିଲ୍ଲୀପ ସାମଲ): ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶନିବାର ଗଞ୍ଜାମ ଜିଲା ଗସ୍ତରେ ଆସି ଛତ୍ରପୁର ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ କରିଛନ୍ତି। ଧାନକିଣା ଓ ରାଶନକାର୍ଡ ପାଇଁ ଇ-କେୱାଇସିର ଅଗ୍ରଗତି,…

ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି/ଚିକିଟି,୨୨ା୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଜଗବନ୍ଧୁ ବାର୍ଲା ବ୍ରାହ୍ମଣ ନୂଆପଡ଼ା ଗ୍ରାମର ଚିକୁ ଓରଫ ଇ.କାଳିଆଙ୍କୁ ଶନିବାର ଗିରଫ କରି ବ୍ରହ୍ମପୁର ଜିଲା ଦୌରାଜଜ୍‌ କୋର୍ଟକୁ ଚାଲାଣ କରିଛନ୍ତି।…

ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି

ସୋର,୨୨।୨(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ…

KIIT ଘଟଣା: ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୨: KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି। ଆଲୋଚନା ବେଳେ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?