ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…
ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଡ୍ୟାମର ମୁଖ୍ୟ କେନାଲ ସଫା କରାଯାଇଥିଲେ ମଧ୍ୟ ଶାଖା କେନାଲଗୁଡ଼ିକ ସଠିକ୍…
ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର
ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଅଙ୍ଗ ନଦୀରେ ବନ୍ୟାଜଳ ଆସି ଦୁଇ କୂଳ ଉଛୁଳି…
ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…
ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସୃଜନଶୀଳ ଓଡ଼ିଶା ଏକ ସ୍ବତନ୍ତ୍ର…
୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ
ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଛି। ଗଞ୍ଜେଇ ଚୋରାଚାଲାଣ କରିଥିବା ଅଭିଯୋଗରେ ଦାରିଙ୍ଗବାଡି ଥାନା ଅଞ୍ଚଳରୁ ୨ଜଣଙ୍କୁ ମୁମ୍ବାଇ…
ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ
କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ ସାଜିଛି । ପ୍ରେମିକାକୁ ପାଇବା ପାଇଁ ଯୁବକ ଜଣକ ଏକ ନିର୍ମାଣଧୀନ ଜଗନ୍ନାଥ…
ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…
ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି ।କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଜିଲାର ସମସ୍ତ ସରକାରୀ…
ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା, ଅଧ୍ୟାପକ ମିଳିମିଶିକଲେ …
ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ ବୁଧବାର ସ୍ୱତନ୍ତ୍ର ବୃକ୍ଷ ଚାରା ରୋପଣ ଅଭିଯାନ ଓ ବନ ମହୋତ୍ସବ ଅନୁଷ୍ଠିତ…
ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ ରାତିରେ କ୍ରମାଗତ ଭାବେ ତିନୋଟି ଘରେ ଚୋରି ହୋଇଥିବା ନେଇ ହୁମା ଫାଣ୍ଡିରେ…
କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି । ବର୍ଷା ଏବଂ ଅପରିକଳ୍ପିତ ନିର୍ମାଣ କାର୍ଯ୍ୟ ଯୋଗୁଁ ହସ୍ପିଟାଲର ପ୍ରବେଶ ପଥ ସମ୍ପୂର୍ଣ୍ଣ…
ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ
ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍ ଦୁର୍ଘଟଣାରେ ଜଣେ ମହିଳା ଓ ଜଣେ ପୁରୁଷଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତ…
ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି । ଉକ୍ତ ନର୍ସିଂହୋମରେ ଚିକିତ୍ସାରେ ଅବହେଳା ଯୋଗୁଁ ଗର୍ଭସ୍ଥ…
ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ
ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସୋମବାର ମଧ୍ୟରାତ୍ରିରେ ଆନନ୍ଦପୁର ରିଙ୍ଗ ରୋଡ଼ର ଏକ ବଡ଼ ଅଂଶ ଭାଙ୍ଗିଯିବା ଫଳରେ…

