ଆମ ଜିଲା ଖବର

ଭେଣ୍ଡିଆ ଯୁବକ, ନାବାଳକ ହାତେଇଥିଲେ ବାର୍ଦ୍ଧକ୍ୟ ଭତ୍ତା, ଏବେ ଫେରାଇବାକୁ ନୋଟିସ

ଯାଜପୁର, ୨୧।୨: ବାର୍ଦ୍ଧକ୍ୟ ଭତ୍ତା ନେଇଥିଲେ, ଏବେ ଫେରାଇବାକୁ ବିଡିଓ ପଠାଇଲେ ନୋଟିସ। ଏଭଳି ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ମାମଲା ଘଟଣା ଘଟିଛି ଯାଜପୁର ବିଞ୍ଝାରପୁରରେ। ଭତ୍ତା ହାତେଇ ନେଇ ଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ ପଠାଇଛନ୍ତି। ୨୯ଟି…

‘ମାତୃଭାଷା ହିଁ ମନୁଷ୍ୟର ପ୍ରାଣ’

କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶୁକ୍ରବାର ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟବକ୍ତା ଭାବେ ଡ. ବିମ୍ବାଧର ବେହେରା ଯୋଗଦେଇ ମାତୃଭାଷା ହିଁ ମନୁଷ୍ୟର ପ୍ରାଣ ବୋଲି କହିଥିଲେ।…

ଗାତ ଖୋଳି ରଖିଥିଲେ ୧୦ ହଜାର ୮୫୨ କେଜି ଗଞ୍ଜେଇ: ଧରିଲା ପୋଲିସ

ବାଲିଗୁଡ଼ା,୨୧।୨: କନ୍ଧମାଳ ଜିଲା ପୋଲିସ ଶୁକ୍ରବାର ୫ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପୋଲିସ ପ୍ରାୟ ୧୦ହଜାର ୮୫୨କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି…

ସହରକୁ ସରସ ସୁନ୍ଦର, ଭୟ ମୁକ୍ତ କରିବା ଆମ ଲକ୍ଷ୍ୟ: ଉପଜିଲାପାଳ

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ଓଡ଼ିଶାର ସର୍ବ ବୃହତ୍ତମ ଉପଖଣ୍ଡ ରୂପେ ପରିଗଣିତ ହେଉଥିବା କନ୍ଧମାଳ ଜିଲାର ବଡ଼ ବ୍ୟବସାୟିକ ପେଣ୍ଠସ୍ଥଳ ବାଲିଗୁଡ଼ା ସହର ଏବେ ଟ୍ରାଫିକ୍‌ ସମସ୍ୟା ସହ ଅପରାଧୀଙ୍କ ପେଣ୍ଠସ୍ଥଳୀ ପାଲଟିବାକୁ ଯାଉଛି। ଯାହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି…

ପ୍ରଥମ ଦିନରେ ସରିଲା ମାତୃଭାଷା ପରୀକ୍ଷା: ପାଟଣା ବ୍ଲକର ୧୨ ପରୀକ୍ଷା କେନ୍ଦ୍ରରେ ୫୭ ଅନୁପସ୍ଥିତ

ପାଟଣା,୨୦।୨(ବୀରକିଶୋର ଦାସ): ଶୁକ୍ରବାର ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। କେନ୍ଦୁଝର ଜିଲା ପାଟଣା ବ୍ଲକର ୧୨ଟି ପରୀକ୍ଷା କେନ୍ଦ୍ରରେ ଶାନ୍ତି ଶୃଙ୍ଖଳାର ସହ ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟାଳୟ ସ୍ଥିତ ଜିଏନ୍‌ ହାଇସ୍କୁଲ ସ୍ବାମ ପାଟଣା ନୋଡାଲ…

କଟକ ବାଲିଯାତ୍ରାରୁ ଆଦାୟ ହୋଇଛି ୬.୩୮ କୋଟି ଟଙ୍କା: ମନ୍ତ୍ରୀ

ଭୁବନେଶ୍ୱର,୨୧।୨: ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଶୁକ୍ରବାର ଅଧିବେଶନର ପ୍ରଶ୍ନକାଳରେ କଟକ ବାଲିଯାତ୍ରା ଉପରେ ଆଲୋଚନା ହୋଇଛି। ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ବାଲିଯାତ୍ରାରେ ଷ୍ଟଲ ନିଲାମ ପ୍ରକ୍ରିୟା ବନ୍ଦ ପାଇଁ ଦାବି କରିଥିଲେ। ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ସଂସ୍କୃତି…

ଧକ୍କା ଦେଇ କଟା ହାତକୁ ଘୋଷାଡ଼ିନେଲା ପିକ୍‌ଅପ୍‌ ଭ୍ୟାନ

ଜଳେଶ୍ବର,୨୧ା୨(ନବୀନ ସାହୁ): ପିକଅପ ଜଣେ ବ୍ୟକ୍ତି ଙ୍କୁ ଧକ୍କା ଦେଇ କଟା ହାତକୁ ଘୋଷଡି ନେଲା ୨୦ କି.ମି.। ଆହତ ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲ ପଠାଯାଇଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ- ଚାଫ୍‌ଲା ରୋଡରେ ଲକ୍ଷ୍ମଣ ନାଥ ସୁବର୍ଣ୍ଣରେଖା…

ବିୟୁଟି ପାର୍ଲରରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଜାଗମରା ଅଞ୍ଚଳରେ ଥିବା ଏକ ବିୟୁଟି ପାର୍ଲରରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…

ଜଗନ୍ନାଥ ମନ୍ଦିର ସିଂହାସନରୁ ନେଇଗଲେ ସୁନା, ରୁପା ଅଳଙ୍କାର

ନୟାଗଡ଼,୨୧।୨: ନୟାଗଡ଼ ପୁରୁଣା ସହରସ୍ଥିତ ଜଗନ୍ନାଥଙ୍କ ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୃତ୍ତ ମନ୍ଦିର ଦକ୍ଷିଣ ଦ୍ୱାର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ପଶି ସିଂହାସନ ଉପରୁ ଲକ୍ଷାଧିକ ଟଙ୍କାର ସୁନା ଏବଂ ରୁପା ଅଳଙ୍କାର…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ…

ବାଟବଣା ହୋଇ କୂଅରେ ପଡ଼ିଲା ଭାଲୁ

ଦିଗପହଣ୍ଡି,୨୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ସାଗର ସାହିର ବଳରାମ ପ୍ରଧାନଙ୍କ କୂଅରେ ଗଳି ପଡ଼ିଥିବା ଏକ ବିରଳ ପ୍ରଜାତିର ଗଡ଼ ଭାଲୁ ( ହନି ବ୍ରିଜଡେର)କୁ ଶୁକ୍ରବାର ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି।…

ଗୋଟିଏ କାନ୍ଥରେ ୩ ସୂଚନା ଫଳକ, ଅନ୍ୟ ପଞ୍ଚାୟତରେ ୨ ସୂଚନା ଫଳକର କାର୍ଯ୍ୟ

ଭବାନୀପାଟଣା,୨୧ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ହାବସପୁର ଗ୍ରାମରେ ଥିବା ଏକ ଘରର କାନ୍ଥରେ ୩ଟି ସୂଚନା ଫଳକ କରାଯାଇଥିବା ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୁଣି ୩ଟି ସୂଚନାଫଳକ ସ୍ଥାନୀୟ ୩ ପଞ୍ଚାୟତର କାର୍ଯ୍ୟ ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?