ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ନିଲମ୍ବିତ
ଭୁବନେଶ୍ଵର, ୧୯।୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ତହସିଲଦାର ଶ୍ରୀ ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ପତିଙ୍କ…
ଲକ୍ଷାଧିକ ଟଙ୍କାର ହେରୋଇନ୍ ଜବତ, ଅଭିଯୁକ୍ତ ଗିରଫ
ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ସୁନାପାଲିରୁ ଅବକାରୀ ବିଭାଗ ଲକ୍ଷାଧିକ ଟଙ୍କାର ହେରୋଇନ୍ ଜବତ କରିଛି। ଏ ସଂକ୍ରାନ୍ତରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ସୁନାପାଲିର ମହମ୍ମଦ ଅଲତାବ୍(୨୫)। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବୁଧବାର…
୬୦ ବୋତଲ କଫ୍ସିରପ ଜବତ, ଜଣେ ଗିରଫ
ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀ ଝୁପୁଡ଼ିପଡ଼ାରୁ ଅବକାରୀ ବିଭାଗ ମୋବାଇଲ୍ ୟୁନିଟ୍ ୬୦ ବୋତଲ ନିଶା କଫ ସିରପ୍ ଜବତ କରିଛି। ଏହାସହ ବେଆଇନ ଭାବେ କଫ୍ସିରପ ବିକ୍ରୟ କରୁଥିବା ଅଭିଯୁକ୍ତ ସେହିପଡ଼ାର କରନ୍ ବାଗ(୨୧)ଙ୍କୁ…
କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା: ଏବିଭିପିର ବିକ୍ଷୋଭ
ଭବାନୀପାଟଣା,୧୯ା୨(ଉତ୍ତମ କୁମାର ଦାଶ): ଭୁବନେଶ୍ୱରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ହଷ୍ଟେଲ ରୁମ୍ରେ ଗତ ରବିବାର ୨୦ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲାମ୍ସଲ୍ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ନେପାଳୀ ଛାତ୍ରମାନେ ବିରୋଧ କରିବା ପରେ ସେମାନଙ୍କୁ ମାଡ଼ମାରି ବିଶ୍ୱବିଦ୍ୟାଳୟ ପରିସରରୁ ବାହାର କରିଦିଆଯିବା…
ନାବାଳିକାଙ୍କ ସହ ହେଉଥିଲା ନାବାଳକଙ୍କ ବିବାହ, ପ୍ରଶାସନ ପହଞ୍ଚି ନେଲା ଏମିତି ପଦକ୍ଷେପ
ଝରିଗାଁ,୧୯ା୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଆଦିବାସୀ ବହୁଳ ଝରିଗାଁ ବ୍ଲକ୍ରେ ସଚେତନତାର ଘୋର ଅଭାବ ଦେଖାଦେଇଛି। ବିଶେଷ କରି ଏହି ବ୍ଲକରେ ସଚେତନତା ଅଭାବ ଯୋଗୁ ବାଲ୍ୟବିବାହ ପ୍ରଥା ଏବେ ମଧ୍ୟ ଚାଲୁରହିଛି। ଏହି ପ୍ରଥାକୁ ରୋକିବା ପାଇଁ ପ୍ରଶାସନ…
ବାଇକ୍କୁ ଧକ୍କା ଦେଲା ପିକ୍ଅପ୍: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ମୋହନା,୧୯ା୨(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ଗୋବୁରିଗୁଡା ଗାଁ ନିକଟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ବାଇକ୍ ଆରୋହୀ ନିଜ ଗାଁ ଗୋବରୀଗୁଡ଼ାକୁ ଯିବା ବେଳେ ଦ୍ରୁତଗତିରେ ଆସୁଥିବା ଏକ ପିକ୍ଅପ୍ ( ଓଡି ୨ବି ଜେଡ୍ ୭୦୯୬ )…
ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟକୁ ଲାଞ୍ଜିଗଡ଼ରେ ସ୍ଥାପନ ପାଇଁ ଜିଲାପାଳଙ୍କୁ ଦାବିପତ୍ର
ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ଼ ବ୍ଲକ ନାମରେ ନାମିତ ଥିବା ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟକୁ ଲାଞ୍ଜିଗଡ଼ଠାରେ ସ୍ଥାପନ କରିବା ପାଇଁ କଳାହାଣ୍ଡି ଜିଲାପାଳ ପାଓ୍ବାର ସଚିନ ପ୍ରକାଶଙ୍କ ଜରିଆରେ ଓଡ଼ିଶାର ମହାମହିମ ରାଜ୍ୟପାଳ, ମାନ୍ୟବର ଓଡ଼ିଶାର…
କୋଟିଆ ସୀମାନ୍ତ ଗ୍ରାମରେ ଆନ୍ଧ୍ରର ସିପିଆଇଏମ୍ ଦଳ, ଗ୍ରାମବାସୀଙ୍କୁ ନେଇ କରିଛି…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଗତ କିଛିଦିନ ହେଲା ପଡ଼ୋଶୀ ରାଜ୍ୟ ଆନ୍ଧ୍ରର ସିପିଆଇଏମ୍ ଦଳ ବାରମ୍ବାର ଅନୁପ୍ରବେଶ କରି ସୀମାନ୍ତ ଗ୍ରାମବାସୀଙ୍କୁ ବିଭିନ୍ନ ସ୍ଥାନରେ ଏକତ୍ରିତ କରି ବୈଠକ କରି…
ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା ଠାବ
ଜୟପାଟଣା,୧୯ା୨(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ରେ ବୁଧବାର ଏକ ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା ଠାବ କରିଛି ସ୍ଥାନୀୟ ଅବକାରୀ ବିଭାଗ। ଜିଲା ଅବକାରୀ ଅଧୀକ୍ଷକ ରଞ୍ଜନ କୁମାର ନାଏକଙ୍କ ନିର୍ଦ୍ଦେଶ କ୍ରମେ ଜୟପାଟଣା…
ପ୍ରଶଂସା ସାଉଁଟିଲେ କୃତୀ ପ୍ରତିଯୋଗୀ
ଦିଗପହଣ୍ଡି,୧୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ପଣ୍ଡା ସଭାପତିତ୍ୱ କରିଥିଲେ।…
ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍ଏଚ୍ଆର୍ସି
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ମାନବାଧିକାର ଉଲ୍ଲଂଘନ ନେଇ ଏକ ପିଟିଶନ ପାଇବା ପରେ ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆର୍ସି) ସୋମବାର ମୁଖ୍ୟ ଶାସନ ସଚିବଙ୍କୁ ଘଟଣାର ତଦନ୍ତ କରି ୧୫ଦିନ ମଧ୍ୟରେ ଶୀଘ୍ର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫…
୨୧ରେ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଇ କହିଲେ…
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କେନ୍ଦୁଝର ପୁରୁଣା ବଜାରରେ ନବର୍ନିମିତ ଆଶ୍ରମକୁ ଶନିବାର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲ କେନ୍ଦୁଝର କେନ୍ଦ୍ରର ସଞ୍ଚାଳିକା ବ୍ରହ୍ମକୁମାରୀ…

