ଆମ ଜିଲା ଖବର

ହଠାତ୍‌ ଘର ଭିତରକୁ ପଶିଆସିଲା ହରିଣ, ପରେ ଯାହା ହେଲା…

ପାଟଣା,୧୯।୨(ବୀର କିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ ଡୁମୁରିଆ ଗାଁ ଭିତରକୁ ଖାଦ୍ୟ ଅନେୱଷଣରେ ଆସିଥିବା ଏକ ମାଈ ହରିଣକୁ ବୁଧବାର ବନ ବିଭାଗ ଉଦ୍ଧାର କରିଛି। ପରେ ହରିଣଟିକୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡଦିଆଯାଇଛି। ସୂଚନା…

ଧରିତ୍ରୀ ପ୍ରଭାବ: ଡାଳିମ୍ବ ଦିଗାଳଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା

ରାଇକିଆ,୧୦।୨(ପ୍ରଦୀପ ବେହେରା): ରାଇକିଆ ବ୍ଲକ ଗମାଣ୍ଡି ଗ୍ରାମର ଡାଳିମ୍ବ ଦିଗାଲଙ୍କ ବୟସ ୯୧ ହୋଇଥିଲେ ମଧ୍ୟ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚିତ ହୋଇଥିଲେ। ବର୍ଦ୍ଧିତ ଭତ୍ତା ପାଇବା ପାଇଁ ଆବଶ୍ୟକୀୟ ପରିଚୟ ପତ୍ର ଦାଖଲ କରି ନ ପାରିବା ଯୋଗୁ…

Forest Safety: ତାତି ବଢ଼ିଲେ ବଢ଼େ ଜଙ୍ଗଲରେ ନିଆଁ ସମ୍ଭାବନା: ଜୀବଜନ୍ତୁ, ଜଙ୍ଗଲଯାତ ଦ୍ରବ୍ୟ କ୍ଷୟକ୍ଷତି ନେଇ…

ରାଇକିଆ,୧୯।୨(ପ୍ରଦୀପ ବେହେରା): ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ ବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବୁଧବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

ଗିରଫ ହେଲେ ବ୍ଲକ ଉପାଧ୍ୟକ୍ଷ

ଯାଜପୁର ଟାଉନ,୧୯।୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ସଦର ଥାନା ସାହାସପୁର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଚାଓମିନ ଦୋକାନୀଙ୍କ ଆକ୍ରମଣରେ ଗୁରୁତର ଜଣେ ନାବାଳକଙ୍କ ମୃତ୍ୟୁ ଘଟଣାରେ ପୋଲିସ ମଙ୍ଗଳବାର ଯାଜପୁର ବ୍ଲକ ଉପାଧ୍ୟକ୍ଷ କମଳ ମଲ୍ଲିକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

Vigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ) ୧୯।୨: ଭିଜିଲାନ୍ସ ଜାଲରେ ପଡିଲେ ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି। ୫୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ଆଗରେ ଧରାପଡିଯାଇଛନ୍ତି। ଜମିଜମା ମାମଲାରେ ଡେପୁଟି କଲେକ୍ଟର ଟଙ୍କା ନେଉଥିଲେ ବୋଲି ଜଣାପଡିଛି। ସୂଚନାନୁସାରେ,…

ମାସିକ ଭତ୍ତା ୩ ହଜାର ଦାବିରେ ବ୍ଲକ ଘେରିଲେ, ଭାଜପା ସରକାରକୁ କଲେ ସମାଲୋଚନା, ନିର୍ବାଚନ ସରିଲା କିନ୍ତୁ ଏଯାଏ…

ଦାରିଙ୍ଗବାଡ଼ି,୧୯।୨(ଅରୁଣ ସାହୁ): ସମସ୍ତ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମାସିକ ୩ ହଜାର ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯିବା ଦାବିରେ ଓଡ଼ିଶା ଭତ୍ତାପ୍ରଦାନ ସଂଘର୍ଷ ସମିତି ପକ୍ଷରୁ ଦାବି କରାଯାଇଛି। ମଙ୍ଗଳବାର ଦାରିଙ୍ଗବାଡିଠାରେ ବିରାଟ ସଭା ଓ ଶୋଭାଯାତ୍ରା ମାଧ୍ୟମରେ ପ୍ରତିବାଦ…

ସନାତନ ଧର୍ମର ସୁରକ୍ଷା ଜରୁରୀ

ଛତ୍ରପୁର,୧୯।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ରାମଚଣ୍ଡୀଠାରେ ୩ ଦିନ ଧରି ଚାଲିଥିବା ମା’ ରାମଚଣ୍ଡୀ ମହୋତ୍ସବ-୨୦୨୫ ଉଦଯାପିତ ହୋଇଯାଇଛି। ଏହି ଅବସରରେ ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ପ୍ରୟାଗରାଜକୁ ତୀର୍ଥ କରିବାକୁ ଯାଇ ମହାକୁମ୍ଭ ମେଳାରେ ବୁଡ଼ ପକାଇ…

ସମ୍ପରିକୀୟଙ୍କ ବାହାଘର ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଜଗିବସିଥିଲା …

ଜୟପୁର,୧୯।୨(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ବିସିଂହପୁର ଥାନା କେରାପୁଟ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତାଉପରେ ଅଟକିଥିବା ଏକ ଟ୍ରକ୍‌କୁ ବାଇକ୍‌ ପଛରୁ ପିଟି ଘଟଣାସ୍ଥଳରେ ହିଁ ବାଇକ୍‌ରେ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ…

କନିଷ୍ଠ ଶିକ୍ଷକଙ୍କୁ training

କର୍ଲାମୁଣ୍ଡା,୧୯।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ ବ୍ଲକ୍‌ସ୍ତରୀୟ ପଞ୍ଚଦିବସୀୟ ନବନିଯୁକ୍ତ ଯୋଜନାଭିତ୍ତିକ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ ଶିବିର ପ୍ରେରଣା ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି।…

ଥାନାର ଦ୍ବାରସ୍ଥ ହେଲେ ଏସ୍‌ଏଚ୍‌ଜି ମହିଳା

ଥୁଆମୂଳ ରାମପୁର,୧୯ା୨ (ଦୁର୍ଗା କୀର୍ତ୍ତି): ସାମଗ୍ରୀ ଚୋରି ନେଇ ଥୁଆମୂଳ ରାମପୁର ବ୍ଲକର ୪ ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୋଗକ୍ରମେ ବ୍ଲକର ନବରନ୍ନ ଏସ୍‌ଏଚ୍‌ଜି, ମା’ ବନଦୁର୍ଗା, ବିଶ୍ବ ଆଦିଶକ୍ତି, ବିଶ୍ବ ମା’ ମାଣିଶ୍ବରୀ ଗୋଷ୍ଠୀର ମହିଳା ମିଳିତ…

ହଠାତ ମଣ୍ଡିରେ ପହଞ୍ଚିଗଲେ ତହସିଲଦାର: ସ୍ଥତି ଅନୁଧ୍ୟାନ କରି…

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଧାନ ମଣ୍ଡିଗୁଡିକୁ ବୁଲି ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଅନୁଧ୍ୟାନ କରିଛନ୍ତି। ପୂର୍ବାହ୍ନରେ ସନ୍ତୋଷପୁର ଓ଼ ହୁମ୍ମା ଏବଂ ଅପରାହ୍ନରେ ଗୋଖରକୁଦା ମଣ୍ଡିକୁ ଯାଇ ତହସିଲଦାର ବୁଲି ଦେଖିଥିଲେ। ଏହି ସମୟରେ…

ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଛି। ଅସୁସ୍ଥତା କାରଣରୁ ସେ ଗତ କିଛିଦିନ ହେଲା ବ୍ରହ୍ମପୁର ମେଡିକାଲ, ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?