ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର ଡାକ୍ତର ଓ କର୍ମଚାରୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନା ଅନୁସାରେ ସକାଳ ୮…
ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ
ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ)-ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳରେ ଚୋରି ଓ ଲୁଟପାଟ ବଢ଼ିବାରେ ଲାଗିଛି। ଆମ୍ୱପୁଆସ୍ଥିତ ପୋଲିସ କଲୋନୀ ଗଜାନନ ବିହାର ଦ୍ୱିତୀୟ ଗଳିର ଏକ ତାଲାବନ୍ଦ ଘରୁ ଦୁବୃର୍ତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ…
ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି
ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ମଧ୍ୟ ଉତ୍ସବ ମୁଖର ହୋଇପଡ଼ିଛି। ଗାଁ…
ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ…
ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୯୬ଟି ଆବେଦନର ଶୁଣାଣି କରାଯାଇଥିବା ବେଳେ ଏକ ସ୍ପର୍ଶକାତର ଘଟଣା ସମସ୍ତଙ୍କୁ…
ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ
ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ବଲାଙ୍ଗିର ସଦର ବ୍ଲକ ଅଞ୍ଚଳରେ ଥିବା ଏକ ଘରୋଇ କଲେଜର…
ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ ଛତ୍ରପୁରର ଅପର ବସଷ୍ଟାଣ୍ଡରେ ଥିବା…
ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍କୁ ଧକ୍କା ଦେଲା କାର୍,ପରେ…
ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି ଦୁଇଟି ବାଇକ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଅନ୍ୟ…
ଆଉ ୨ ଦିନ ପରେ କ୍ରିସ୍ମାସ
ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ ଯିଶୁଙ୍କ ଧରାବତରଣକୁ ସ୍ୱାଗତ କରିବେ। ଏବେଠୁ ପ୍ରଭୁ ଯୀଶୁଙ୍କ ଉପାସନା ପାଇଁ ରାଜଧାନୀରେ ରହୁଥିବା…
ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍ ଲୁଟିନେଲେ ଯୁବକ, ଆଉ ତା’ପରେ…
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି। ମହିଳାଙ୍କ ଘରକୁ ପଶି ଦୁଇ ଯୁବକ ସୁନା ଚେନ୍ ସଫେଇ କରିବାକୁ ମହିଳାଙ୍କୁ କହିଥିଲେ।…
ହୋଟେଲ ଭମର୍ସ ସିଲ୍ କଲା ପୌର ପ୍ରଶାସନ
ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଓ ମାଜିଷ୍ଟ୍ରେଟ ଅଶୋକ ମିଶ୍ରଙ୍କ ଉପସ୍ଥିତିରେ ଏହି ହୋଟେଲକୁ ସିଲ୍ କରାଯାଇଛି। ପୌର…
ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି
ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ ଭାଜପାରେ ଯୋଗଦେବା ପରେ ଏହାକୁ ନେଇ ଭୁବନେଶ୍ୱରରେ ଏକ ଖବରଦାତା ସମ୍ମିଳନୀରେ ବୁଲୁ କହିଥିଲେ,…
Archives


