ଏସ୍ସିବିରେ ଶିଶୁ ବଦଳ ଅଭିଯୋଗ: ଅଭିଭାବକଙ୍କୁ ଧରାଇଦେଲେ ମୃତ ଶିଶୁ
କଟକ,୧୮।୨: ପୁଣି ଚର୍ଚ୍ଚାରେ ଏସ୍ସିବି। ଏସ୍ସିବି ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ଜନ୍ମିତ ସନ୍ତାନ ଏସ୍ଏନ୍ସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି। ନବଜାତ କନ୍ୟାକୁ କର୍ମଚାରୀମାନେ ବଦଳ କରି ଏକ ମୃତ ଶିଶୁ ଅଭିଭାବକଙ୍କୁ ଧରାଇ ଦେଇଥିବା…
ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ…
ଆଜିଠାରୁ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। ତେବେ ପ୍ରଥମ ଦିନ ବିଜ୍ଞାନ ବିଦ୍ୟାର୍ଥୀମାନେ…
ଜଗତ୍ସିଂହପୁର: କାଞ୍ଜିଆହୁଦା ପରିକଳ୍ପନା ଦିଗହରା
ଜଗତ୍ସିଂହପୁର, ୧୮।୨ (ପ୍ରମୋଦ କୁମାର ନାୟକ): ମାସେକି ବର୍ଷେ ନୁହେଁ, କେଉଁ ଆବାହନ କାଳରୁ କାଞ୍ଜିଆହୁଦାର ପରିକଳ୍ପନା କରାଯାଇଥିଲା। ଷଣ୍ଢ, ଗାଈ, ମଇଁଷି, ଛେଳି ଓ ମେଣ୍ଢା ଆଦି ପ୍ରାଣୀଙ୍କ ଯୋଗୁ ଲୋକଙ୍କ ଫସଲହାନୀ ରୋକିବା ଏହାର ମୂଳ ଲକ୍ଷ୍ୟ ଥିଲା।…
ଶିଳ୍ପ ପ୍ରତିଷ୍ଠା ଭାବାବେଗ ନିର୍ବାଚନ ପ୍ରତିଶ୍ରୁତି ପାଲଟିଛି
କେନ୍ଦ୍ରାପଡ଼ା, ୧୮। (ଜଗନ୍ନାଥ ଧଳ): ଭୁବନେଶ୍ୱରଠାରେ ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ମେକ୍ ଇନ୍ ଓଡ଼ିଶା ଷ୍ଟାମ୍ପରେ ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହା ଆୟୋଜିତ ହୋଇଥିଲା।…
ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…
ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା ନେଇ ବ୍ଲକ୍ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ସମ୍ପୃକ୍ତ ଶିକ୍ଷକ ଜଣଙ୍କ…
ବ୍ୟବସାୟୀଙ୍କୁ ଜିଏସ୍ଟି ଅଧିକାରୀଙ୍କ ଦୁର୍ବ୍ୟବହାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବିକଲା ସିଏଆଇଟି
ବରଗଡ଼,୧୭।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହରର ବ୍ୟବସାୟୀଙ୍କ ସଞ୍ଜୟ ଅଗ୍ରୱାଲଙ୍କ ବାସଭବନରେ ସିଜିଏସ୍ଟି ଏବଂ ଏସ୍ଜିଏସ୍ଟିର ଏକ ଟିମ୍ ଅତର୍କିତ ଚଢ଼ାଉ କରି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର କନଫେଡେରେଶନ ଅଫ୍ ଅଲ୍ ଇଣ୍ଟିଆ ଟ୍ରେଡର୍ସ(ସିଏଆଇଟି) ପକ୍ଷରୁ କେନ୍ଦ୍ର…
୧୦୧ ଅଭିଯୋଗ ଶୁଣିଲେ ଏଡିଏମ୍
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲାପାଳ ପ୍ରମୋଦ ପୃଷ୍ଟି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ ଦେ, ଉପଜିଲାପାଳ ଉମାଶଙ୍କର ବେହେରା ସୋମବାର ଭଞ୍ଜନଗର ଠାରେ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ମୋଟ ୧୦୧ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ବ୍ୟକ୍ତିଗତ…
ଜିଲାପାଳଙ୍କ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ
ନୂଆପଡ଼ା,୧୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ବିଜ୍ଞାପିତ ଅଞ୍ଚଳ ପରିଷଦ ଖରିଆର ରୋଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ଏକ କୋଟି ୮୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ମୁଣ୍ଡା ଗାଁ ପୋଖରୀ, ୭୫ ଲକ୍ଷର…
ଜାଣନ୍ତୁ କିଏ ହେଲେ ପ୍ରାଥମିକ ଶିକ୍ଷକ ସଂଘର ବ୍ଲକ ସଭାପତି
କର୍ଲାମୁଣ୍ଡା,୧୭ା୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ସଦର ରତନ ଭୋଇ ହାଇସ୍କୁଲଠାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, ହରିପୁର ରୋଡ୍ କଟକ ଦ୍ୱାରା ପରିଚାଳିତ କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କମିଟି ଗଠିତ ହୋଇଯାଇଛି।…
ଦୁର୍ଗମ ଅଞ୍ଚଳରେ ବାଧକ ସାଜୁଛି ନେଟୱାର୍କ: ଅନଲାଇନ ସର୍ଭେ ପାଇଁ ପାହାଡ ଉପରେ ପ୍ରବଳ ଭିଡ଼
ଲାଞ୍ଜିଗଡ, ୧୭।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟ୍ୟଷିତ ଦୁର୍ଗମ ଅଞ୍ଚଳରେ ଆବାସ ଗୃହ ସର୍ଭେ ପାଇଁ ନେଟୱାର୍କ ବାଧକ ସାଜିଥିବାବେଳେ ପାହାଡ ଚଢି ଅନଲାଇନ ସର୍ଭେ କରୁଛନ୍ତି ଅଧିକାରୀ। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ପଞ୍ଚାୟତର ପ୍ରତ୍ୟେକ…
ଜଳିଲା ଜଙ୍ଗଲ: ନିଆଁ ଲଗାଇ ଦେଇଥିବା ଅଭିଯୋଗ
କୋରୁକୋଣ୍ଡା,୧୭।୨(ଶିବଦତ୍ତ ସାହୁ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅଧୀନ ପୋଟ୍ରେଲ ପଞ୍ଚାୟତ ଅନ୍ତର୍ଗତ କ୍ରସର ନିକଟରେ ଥିବା ପାହାଡ଼ରେ ସାରେ କୌଣସି ଦୁର୍ବୃତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେବା କାରଣରୁ ନିଆଁ ଚାରି ଆଡେ ବ୍ୟାପି ଯାଇଥିଲା। ବହୁ ଜୋରରେ ନିଆଁ…

