ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ‘ବିଷ ମଣିଷ’ ନାଟକ ମଞ୍ଚସ୍ଥ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବ୍ଲକ ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ…
ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲେ ୬ ଅଧିକାରୀ
ବୌଦ୍ଧ,୧୬।୨(ଅଜିତ କୁମାର ବାରିକ): ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୌଦ୍ଧ ଜିଲାର ୬ଜଣ ଅଧିକାରୀଙ୍କ ବଦଳି ହୋଇଥିବା ଜଣାଯାଇଛି। ଅଳ୍ପଦିନ ତଳେ ବୌଦ୍ଧରେ ତହସିଲଦାର ଭାବେ ଯୋଗ ଦେଇଥିବା ଲଗ୍ନଜିତ ବେହେରାଙ୍କୁ ବଲାଙ୍ଗୀର ତହସିଲଦାର ଭାବେ ବଦଳି ହୋଇଛି।…
ଓଏସ୍ଆର୍ଟିସି ହାଇଟେକ୍ ବସ୍ରେ ଲାଗିଲା ନିଆଁ
ହିଞ୍ଜିଳିକାଟୁ,୧୬।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଲକ୍ଷ୍ମୀ ବଜାର ଚନ୍ଦ୍ରକଳ୍ପେଶ୍ୱର ମନ୍ଦିର ନିକଟରେ ଏକ ଓଏସ୍ଆର୍ଟିସି ହାଇଟେକ୍ ଯାତ୍ରୀବାହୀ ବସ୍ରେ ହଠାତ୍ ନିଆଁ ଲାଗିଯାଇଥିଲା। ବସ୍ରେ ନିଆଁ ଲାଗିବା ଦେଖି ଡ୍ରାଇଭର ଗାଡ଼ିକୁ ତୁରନ୍ତ ଅଟକାଇ ଦେଇଥିଲେ। ପରେ ବସ୍ରେ ଥିବା…
୪ ଛେଳିକୁ ଦଳିଦେଲା ଦନ୍ତାହାତୀ
ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ) ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ରେଞ୍ଜର ଢଉମୁଣ୍ଡିଆରେ ଦନ୍ତାହାତୀ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ଏକ ଦନ୍ତାହାତୀ ଆକ୍ରମଣରେ ବୁଧିଆ ଗୌଡ ଓ ଦଣ୍ଡାସି ପାତ୍ରଙ୍କ ଘରେ ବନ୍ଧା ହୋଇଥିବା ୪ଟି ଛେଳିର ମୃତ୍ୟୁ…
ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍ରିଡ୍ଲେ
ଗଞ୍ଜାମ:୧୬।୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ।…
ପାଣିକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା DSPଙ୍କ ଜୀବନ
ଯାଜପୁର,୧୬।୨: ଯାଜପୁର ଜିଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଭାରସାମ୍ୟ ହରାଇ କାର୍କୁ ଧକ୍କା ଦେଇଛି। ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ଜିଲାରେ…
ଗୋଟିଏ ରାତିରେ ୩ ଚୋରି: ଦୋକାନ ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ
ବାଲିଗୁଡ଼ା,୧୬ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନରେ ଗୋଟିଏ ରାତିରେ ତିନୋଟି ସ୍ଥାନରୁ ସିରିଜ ଚୋରି ହୋଇଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଶନିବାର ରାତିରେ ବାଲିଗୁଡ଼ା ଟାଉନର ତହସିଲଦାରଙ୍କ କ୍ୱାର୍ଟର ସମ୍ମୁଖରେ ଥିବା ଗିରିଜା ମେଡିସିନ ଷ୍ଟୋରର ତାଲା…
ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ୨ ନାବାଳକଙ୍କ ଜୀବନ ଗଲା
ବାସୁଦେବପୁର,୧୬ା୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି। ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର ପୂର୍ବାହ୍ନରେ ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବା ପାଇଁ ଯାଇ…
ଅଙ୍ଗନଓ୍ବାଡି ଦିଦିଙ୍କୁ ହାଣିପକାଇଲେ, ଅବସ୍ଥା ସଙ୍କଟାପନ୍ନ
ସିମୁଳିଆ,୧୬।୨(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବରି ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ସୁକାନ୍ତି ସାହୁ(୪୮) ନାମକ ଜଣେ ଅଙ୍ଗନଓ୍ବାଡ଼ି ଦିଦି ଦୁର୍ବୃତଙ୍କ ଆକ୍ରମଣର ଶିକାର ହୋଇଛନ୍ତି । ତାଙ୍କୁ ପ୍ରଥମେ ସିମୁଳିଆ ଡାକ୍ତରଖାନା ଓ ପରେ ଭୁବନେଶ୍ୱରର ଏକ…
ଶିକ୍ଷକଙ୍କ ସହ ୪ ୟୁଟ୍ୟୁବରଙ୍କୁ ବାନ୍ଧିଲା ପୋଲିସ
କଟକ,୧୬।୨: ଶିକ୍ଷକଙ୍କ ସହ ୪ ୟୁଟ୍ୟୁବର ଗିରଫ। ସେମାନଙ୍କୁ କଟକ ସାଇବର ଥାନା ପୋଲିସ ଗିରଫ କରିଛି। ଗତ ନଭେମ୍ବରରେ ‘ଓଷ୍ଟା’ ପକ୍ଷରୁ ଏ ନେଇ ଅଭିଯୋଗ ହୋଇଥିଲା। ୟୁଟ୍ୟୁବ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ…
୧୫ ଜଣଙ୍କ ଠାରେ ମୋତିଆବିନ୍ଦୁ ଚିହ୍ନଟ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ କୁମରଡା ଗ୍ରାମରେ ମାଗଣା ଚକ୍ଷୁପରଳ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ସମରଝୋଳସ୍ଥିତ ଶଙ୍କର ଚକ୍ଷୁ ଚିକିତ୍ସାଳୟ ସହଯୋଗରେ ଆୟୋଜିତ ଶିବିରକୁ ଗ୍ରାମର ସାମାଜିକକର୍ମୀ ରବିନ୍ଦ୍ର ପ୍ରଧାନ ଓ ଅଜ୍ଞାନ ପ୍ରଧାନ…
ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ହେଲା ନାଟକ‘ସତ୍ୟ ମାଷ୍ଟ୍ରଙ୍କ ନୂଆ କାହାଣୀ’
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଠାଗ୍ରାମସ୍ଥିତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବରଦାକାନ୍ତ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ସରପଞ୍ଚ ସଂଘ…

