ଛତିଶଗଡ଼-ପଶ୍ଚିମବଙ୍ଗକୁ ବଡ଼ ଧରଣର ଗଞ୍ଜେଇ ଚାଲାଣ ଯୋଜନା ଭଣ୍ଡୁର : ୩ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ବାଲିଗୁଡା, ୧୪।୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ଼ ସଫଳତା l ବାଲିଗୁଡା ବ୍ଲକ ପରମପାଙ୍ଗା ପଞ୍ଚାୟତରେ ବାଲିଗୁଡା ଥାନା ଏସଆଇ ପ୍ରମୋଦ କୁମାର ଜେନାଙ୍କ ସହ ପୋଲିସ ସଦଳବଳ ପାଟ୍ରୋଲିଂ କରୁଥିବା ବେଳେ…
ବଡ଼ ଘୋଷଣା: ରବିବାର ୯ ଘଣ୍ଟା ବିଦ୍ୟୁତ କାଟ୍
ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍(ଓପିଟିସିଏଲ୍) ପକ୍ଷରୁ 132/33 କେ.ଭି ପ୍ରଧାନପାଲି ଗ୍ରୀଡ୍ ସବଷ୍ଟେଶନର ବାର୍ଷିକ ରକ୍ଷଣାବେକ୍ଷଣ ଲାଗି ଆସନ୍ତା ୧୬ ତାରିଖରେ ୯ଘଣ୍ଟା power cut ବନ୍ଦ ରହିବ। ସକାଳ ୮ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ…
୨କାର ମୁହଁ।ମୁହିଁ ଧକ୍କା, ଆହତ ହେଲେ…
ପାଟଣା,୧୪।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପିପିଳୀଆ ରାସ୍ତାର ସୁଆମ ବାଙ୍କ ନିକଟରେ ଶୁକ୍ରବାର ଏକ ଫର୍ଚୁନର ସହ ବୋଲେରୋର ମୁହଁ।ମୁହିଁ ଧକ୍କା ଫଳରେ ଜଣେ ଗୁରୁତର ହୋଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଛନ୍ତି। ଗୁରୁତର ଜଣକ ହେଉଛନ୍ତି…
ଗୁଣି ସନ୍ଦେହରେ ହତ୍ୟା ଉଦ୍ୟମ; ଅଭିଯୁକ୍ତ ଦମ୍ପତ୍ତି ଗଲେ ଜେଲ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବି. ତୁରୁୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗାଁର ବଙ୍ଗାଳି ନାଇକଙ୍କୁ ଗୁଣିଆ ସନ୍ଦେହରେ ହତ୍ୟା ଉଦ୍ୟମ କରାଯାଛି। ବଙ୍ଗାଳିଙ୍କୁ ତାଙ୍କ ଭାଇ କୁରେଶୁ ନାଇକ ଏବଂ ଭାଇ ବୋହୂ ରୀତା ନାଇକ,ଝିଆରୀ ବର୍ଷା ନାଇକ ଗତ…
କରଙ୍ଗାଭଟା ଜଙ୍ଗଲରେ ଲାଗିଲା ନିଆଁ
କୋମନା,୧୪ା୨(ସୋବିନ ଛତ୍ରିଆ)- ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ କରଙ୍ଗାଭଟା ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ହଠାତ୍ ନିଆଁ ଲାଗିଥିଲା। ଗଛଲତା ପୋଡ଼ିଯାଉଥିବା ଦେଖି ଗାଁ ଲୋକେ ଜଙ୍ଗଲ ବିଭାଗର ତରବୋଡ଼ ଫରେଷ୍ଟ ବିଟକୁ ଖବର ଦେଇଥିଲେ। ତରବୋଡ଼ ଫରେଷ୍ଟ ବିଟ୍ କର୍ମଚାରୀ…
ଟ୍ରାକ୍ଟରକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍
ଲାଞ୍ଜିଗଡ଼,୧୪ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଯୋଡ଼ାବନ୍ଧ ନିକଟ ବେଦାନ୍ତ ରେଳ ଫାଟକରେ ଏକ ଟ୍ରାକ୍ଟରକୁ ମାଲବାହୀ ଟ୍ରେନ୍ ଧକ୍କା ଦେବାରୁ ଟ୍ରାକ୍ଟରରେ ବସି ଧାନ ଆଣିବାକୁ ଯାଉଥିବା ଶ୍ୟାମସୁନ୍ଦର ପଧାନ ଗୁରୁତର ହୋଇଛନ୍ତି। ସୂଚନାନୁସାରେ ଯୋଡ଼ାବନ୍ଧରୁ ଗୋପୀନାଥପୁରକୁ…
କର୍ତ୍ତବ୍ୟରେ ଅବହେଳା: ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବନ କଲେ ଏସ୍ପି
ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବିତ କଲେ ରାଉରକେଲା ଏସ୍ପି ନିତେଶ ୱାଧୱାନୀ । ନିଲମ୍ବିତ କନେଷ୍ଟବଳ ଦ୍ବୟ ହେଲେ ସୁରେନ୍ଦ୍ର କୁମାର କିଷାନ ଏବଂ ମହିଳା କନେଷ୍ଟବଳ ବୈଦେହୀ କୁମରା । ସୂଚନା…
ବାପା ଆଗରେ ଜଳଭଣ୍ଡାରକୁ ଡେଇଁପଡ଼ିଲେ ପୁଅ
ସୁନାବେଡ଼ା,୧୪ା୨(କୃତ୍ତିବାସ ପ୍ରଧାନ)-ସୁନାବେଡ଼ା ଥାନା ଅଧୀନ ୨୬ନଂ. ଜାତୀୟ ରାଜପଥ ଟିମ୍ବର ବ୍ରିଜ୍ ଉପରେ ସ୍କୁଟି ରଖି ବାପାଙ୍କ ଆଗରେ ନଦୀକୁ ଜଣେ ଯୁବକ ଡେଇଁ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଜାନୀଗୁଡ଼ା ଗ୍ରାମର ପାକୁଳୁ ଜାନୀଙ୍କ ପୁଅ ମଦନ ଜାନୀ(୨୨) ୨ ମାସ…
ଭାଲେଣ୍ଟାଇନ୍ସ ଡେ’ରେ ପ୍ରିୟତମାଙ୍କୁ ଗଳାକାଟି ହତ୍ୟା,ରକ୍ତ ଜୁଡୁବୁଡୁ…
କଟକ,୧୪।୨:ସିଲଭର ସିଟିରେ ଚାଞ୍ଚଲ୍ୟ, ମହିଳାଙ୍କୁ ଗଳାକାଟି ବୀଭତ୍ସ ହତ୍ୟା। କଟକ ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘର ଭିତରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି । ମୃତ ମହିଳା ଜଣକ…
ପରିତ୍ୟକ୍ତ ସ୍ଥାନରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କଲେ ମହିଳା, ସୁରକ୍ଷା ଓ ଯତ୍ନ ପାଇଁ …
ପାରଳାଖେମୁଣ୍ଡି,୧୪ା୨(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟ ଏକ ପରିତ୍ୟକ୍ତ ସ୍ଥାନରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଜଣେ ମହିଳା ଶିଶୁକନ୍ୟାକୁ ପାଇଥିଲେ। କେ. ସିରିଶା ନାମ୍ନୀ ମହିଳା ସେହି ଶିଶୁଟିକୁ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳଳୟରେ ଚିକିତ୍ସା ଲାଗି…
୧୧ ବର୍ଷ ପରେ ଆସିଲା ରାୟ, ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ
ବାଲିଗୁଡା,୧୪ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ରେ ଘଟିଥିବା ଏକ ଡକାୟତି ମାମଲାର ଶୁଣାଣି କରି ସହକାରୀ ଦୌରା ଜଜ ମୁଖ୍ୟ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଡକାୟତ ଗ୍ୟାଙ୍ଗ ଘର…
ଆତ୍ମନିର୍ଭରଶୀଳ କରି ଗଢ଼ି ତୋଳିବାକୁ ପ୍ରୟାସ
ଥୂଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ତି ଜିଲାରେ ସରକାରଙ୍କ ଦ୍ବାରା ଅନୁମୋଦନକାରୀ ବିଭିନ୍ନ ତାଲିମ ସଂସ୍ଥା ପକ୍ଷରୁ ୧୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ହୋଇଥିବା ସମସ୍ତ ପ୍ରାର୍ଥିନୀପ୍ରାର୍ଥୀମାନଙ୍କୁ ବିଭିନ୍ନ ସ୍ଥାନରେ ଥିବା ତାଲିମ କେନ୍ଦ୍ରରେ ତାଲିମ ପ୍ରଦାନ କରି ଆତ୍ମ ନିର୍ଭରଶୀଳ…

