୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ
ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ ଧରି ଚାଲିଥିବା ସଂଯୁକ୍ତ ଭାରତୀୟ ଖେଳ ଫେଡେରେସନ ଏସବିକେଏଫ ଅନ୍ତର୍ଜାତୀୟ କ୍ରୀଡ଼ାରେ ତିନୋଟି…
ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…
ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ ପରୀକ୍ଷାର୍ଥୀ ଅକ୍ଲାନ୍ତ ପରିଶ୍ରମ ଏବଂ ଜ୍ଞାନକୌଶଳରେ ପରୀକ୍ଷା ଉତ୍ତୀର୍ଣ୍ଣ କରିଥାନ୍ତି। ପ୍ରଶାସନିକ ସେବା…
ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…
ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ ଯୋଗାଣ ପମ୍ପ ହାଉସର ବିଦ୍ୟୁତ ସଂଯୋଗ କାଟି ଦେଇଛି ବିଦ୍ୟୁତ ବିଭାଗ। ଗତ…
ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର
ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା ଫଳରେ ସହର ଓ ଗ୍ରାମର ଅନେକ ରାସ୍ତା ଜଳମଗ୍ନ ହୋଇପଡ଼ିଥିବା ବେଳେ ବହୁ…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ,୨୯ା୭(ଅଜିତ୍ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମହାପ୍ରଭୁଙ୍କ ଏହି ଗୁପ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ…
ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି । ଅନେକ ଘରକୁ ମଇଲା ଆବର୍ଜନା ସହିତ ବର୍ଷାଜଳ ପଶିଛି। ଚକରକେନ୍ଦ ପଞ୍ଚାୟତର ବିଭିନ୍ନ…
ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର
ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆନନ୍ଦପୁର ରିଙ୍ଗ ରୋଡରେ ବଡ଼ ଧରଣର ଘାଇ ସୃଷ୍ଟି…
କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…
ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି ଗ୍ରାମରେ ଥିବା ପ୍ରସିଦ୍ଧ କାଳୀ ମନ୍ଦିରରୁ ମା’ଙ୍କ ଆଭୂଷଣ ରୂପେ ଥିବା ୪୦୦…
ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…
ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଅଭିଯୁକ୍ତ ରିଆମାଳ ଥାନା ଅନ୍ତର୍ଗତ ଜାମୁନାଳି ଗ୍ରାମର ଗଣେଶ୍ୱର…
ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ କୃଷି ବିଭାଗ ମଧ୍ୟ ତପତ୍ର…
ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି
ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା ଓ ଝିଟିପିଟି ବାହାରି ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ମଙ୍ଗଳବାର ବିଦ୍ୟାଳୟରେ ପ୍ରଥମରୁ…
ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…
ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍ସାରୁ ଗଣ୍ଡଗୋଳ ସୃଷ୍ଟି ହୋଇଛି। ଛତ୍ରପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲଙ୍କ ସୂଚନା ଅନୁଯାୟୀ ବିଘ୍ନରାଜ ସାହୁ…

