ଶ୍ରେଣୀଗୃହରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଯୁବକଙ୍କ ଗୋଇଠା ମାଡ଼
କାଏମା,୧୩ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ଚୋରମୁହଁା ପ୍ରକଳ୍ପ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ସ୍ଥାନୀୟ ଗ୍ରାମର ଜଣେ ଯୁବକ ଗୋଇଠା ମାରିବା ସହ ହତ୍ୟା ଧମକ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତ ହେଲେ ଶଙ୍କର ମହାନ୍ତି। ବୁଧବାର ସ୍କୁଲରେ ପିଲାମାନେ ପାଠ…
ବେଆଇନ ଇଟାଭାଟି: ପରିବେଶ ପ୍ରଦୂଷଣ ସହ ତାପମାତ୍ରା ବୃଦ୍ଧି
ବାଣପୁର,୧୩।୨(ଦିଲ୍ଲୀପ କୁମାର ସ୍ବାଇଁ ): ବାଣପୁର ତହସିଲ ଅଞ୍ଚଳର ବିଭିନ୍ନ ରାଜସ୍ବ ଗ୍ରାମରେ ମାତିଛନ୍ତି ଇଟା ମାଫିଆ। ଲୁଟୁଛନ୍ତି ଶତାଧିକ ଏକର ଗୋଚର, ଅନାବାଦୀ ଜମି, ନଦୀପଠା ଓ ରାଜସ୍ବ ଜମି। କୁମାରାଙ୍ଗ, ବିଷ୍ଟୁଗାଲୁଆ, ନରେନ୍ଦ୍ରପୁର, ନନ୍ଦପୁର ପଞ୍ଚାୟତ ସମେତ ଗମ୍ଭାରୀମୁଣ୍ଡା…
ପରୀକ୍ଷା ଦେବା ପୂର୍ବରୁ କଲେଜ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ
ବାଲୁଗାଁ, ୧୨ା୨(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗାଁ କଲେଜର ଜଣେ ଛାତ୍ରୀ ବୁଧବାର ପରୀକ୍ଷା ଦେବା ପାଇଁ ଆସିଥିବା ବେଳେ ହଠାତ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କର ଅସ୍ବାଭାବିକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସସ୍ମିତା ସାମନ୍ତରାୟ (୧୯)…
ପ୍ରାପ୍ୟ ନ ପାଇ ବ୍ଲକ ସମ୍ମୁଖରେ ଠିକାଦାରଙ୍କ ଧାରଣା
ନିଶ୍ଚିନ୍ତକୋଇଲି,୧୩ା୨(ଅଶୋକ ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଦୀର୍ଘଦିନ ହେବ ଅଚଳାବସ୍ଥା ଦେଖିବାକୁ ମିଳିଛି। କେଉଁଠି କାମ ହେଉନି ତ ଆଉ କେଉଁଠାରେ କାମ ହୋଇ ବିଲ୍ ମିଳୁନି। ବହୁ ପଞ୍ଚାୟତରେ ପୂର୍ବ ବିଲ୍ ଉପରେ ରୋକ ଲଗାଯାଇଛି। ଏପରି କି…
ସିଏମ୍ସି କାଉନ୍ସିଲ ବୈଠକ: ୧୨୦୦ କୋଟିର ଚିଠା ବଜେଟ ଉପସ୍ଥାପିତ
କଟକ,୧୩ା୨(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ (ସିଏମ୍ସି)ର ୨୮ତମ କାଉନସିଲ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୧୨୦୦ କୋଟି ଟଙ୍କାର ଚିଠା ବଜେଟ ଉପସ୍ଥାପନ କରାଯାଇଛି। ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ସିଏମ୍ସି ବିଭିନ୍ନ କ୍ଷେତ୍ରରୁ ୧୨୧୬ କୋଟି ଟଙ୍କା…
ପପୁଲାର ନର୍ସିଂହୋମ୍ ସିଲ୍
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ):ମଙ୍ଗଳାବାଗ ଥାନା ଅଞ୍ଚଳରେ ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ପପୁଲାର ନର୍ସିଂହୋମ୍ ଆଣ୍ଡ୍ ହସ୍ପିଟାଲ୍କୁ ବୁଧବାର ସିଲ୍ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ ଅଫସିର (ଏଫ୍ଡବ୍ଲ୍ୟୁ) ଡା. ଚିନ୍ତାମଣି…
ରାତି ସାଢ଼େ ୧ଟାରେ ଉଠିବ ମହାଦୀପ
ଖୁଣ୍ଟୁଣୀ,୧୩ା୨(ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ଆସନ୍ତା ୨୬ ତାରିଖରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ପୀଠର ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ
କଟକ,୧୩ା୨(କାର୍ତ୍ତିକ ସାହୁ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ…
ଏସ୍ସିବିରେ ଆଖିବୁଜିଲେ ଯକୃତ ପ୍ରତିରୋପିତ ମାନସ
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦ୍ୱିତୀୟ ଯକୃତ ପ୍ରତିରୋପିତ ନୟାଗଡ଼ ଅଞ୍ଚଳର ମାନସ ମୁଦୁଲି (୩୯) ବୁଧବାର ଆଖି ବୁଜିଛନ୍ତି। ସେ ଗତ ଜାନୁଆରୀ ୨୨ ତାରିଖରେ ଅସୁସ୍ଥ ହେବାରୁ ତାଙ୍କୁ ଏସ୍ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ…
‘ମାନବ ଚାଲାଣ ମଧ୍ୟସ୍ଥଙ୍କ ମୂଳୋତ୍ପାଟନ ଜରୁରୀ’
ପୁରୀ,୧୩ା୨( ଅଜିତ୍ କୁମାର ମହାନ୍ତି): ମାନବ ଚାଲାଣ ଏକ ଘୃଣ୍ୟ ଓ ଜଘନ୍ୟ ଆପରାଧିକ କାର୍ଯ୍ୟ। ଏହାକୁ ସାମୂହିକ ଉଦ୍ୟମ ଓ ସହଯୋଗ ଦ୍ୱାରା ପ୍ରତିହତ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ବୁଧବାର ଅପରାହ୍ନରେ ପୁରୀ ଜିଲା ସଂସ୍କୃତି…
ବିଶ୍ଵଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପୂର୍ଣ୍ଣାହୁତି, ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଦିଗପହଣ୍ଡି,୧୨।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଡା ପଞ୍ଚାୟତ କମଳାପୁର ଗ୍ରାମ ସ୍ଥିତ ଶ୍ରୀ କାଶୀ ବିଶ୍ୱନାଥ ଶୈବପୀଠ ପରିସରରେ ଗତ ୫ ତାରିଖ ଠାରୁ ଚାଲିଥିବା ବିଶ୍ଵଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ବୁଧବାର ଅପରାହ୍ନ ରେ ପୂର୍ଣ୍ଣାହୁତି ହୋଇଛି। ପୂର୍ଣ୍ଣାହୁତି…
ପାଳକୁଡ଼ିଆରେ ନିଆଁ ଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣା, ତଦନ୍ତ କଲା ପୋଲିସ
ଲାଞ୍ଜିଗଡ଼, ୧୨ା୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ନିଆଁଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣାର ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନାକ୍ରମେ ତାଳବୋରା ଗାଁର କତାନା…

