ଆମ ଜିଲା ଖବର

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ : ରେମୁଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୧୧।୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରେମୁଣା ତହସିଲଦାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଏକ କାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ…

ଭାଜପା ନେତାଙ୍କୁ ଆକ୍ରମଣ: ବିଜେଡି ସରପଞ୍ଚ ତାଙ୍କ ସହଯୋଗୀ ଗିରଫ

ବ୍ରହ୍ମପୁର,୧୧।୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାରୁ ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଥିଲେ କିଛି ଜେଲ ଫେରନ୍ତା। ଏହି ଘଟଣାରେ ଆଉ ୨ ଜଣ ବିଜେଡି ନେତାଙ୍କୁ ଗିରଫ କରାଯାଇଛି। ଉଭୟ ରଣ୍ଢା ସରପଞ୍ଚ ଅଜିତ…

ବଡ଼ଧରଣ ଦୁର୍ଘଟଣା: ଡାଲା ଅଟୋକୁ ପଛରୁ ପିଟିଲା ସ୍କର୍ପିଓ, ୨ ମୃତ

ବାରିପଦା,୧୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ମଞ୍ଚାବନ୍ଧା ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଏକ ସ୍କର୍ପିଓ ମାଲ ବୋଝେଇ ଡାଲା…

ଶ୍ରମିକଙ୍କ ସମସ୍ୟା ସମାଧାନ ଦାବି: ଜ଼ିଲାପାଳଙ୍କୁ ମନରେଗା ଶ୍ରମିକ ୟୁନିଅନର ସ୍ମାରକପତ୍ର

ଛତ୍ରପୁର, ୧୧।୨(ସନ୍ତୋଷ ପାଢ଼ୀ): ଓଡିଶା ମନରେଗା ଶ୍ରମିକ ୟୁନିଅନ ଗଞ୍ଜାମ ଜିଲା କମିଟି ପକ୍ଷରୁ ମନରେଗା ଶ୍ରମିକଙ୍କ ହାତକୁ କାମ, ସର୍ବନିମ୍ନ ମଜୁରୀ ଏବଂ ସମସ୍ତ ଅଧିକାରକୁ ପ୍ରଦାନ କରିବା ସଂପର୍କରେ ଏକ ଦାବିପତ୍ର ଗଞ୍ଜାମ ଜ଼ିଲାପାଳଙ୍କୁ ମଙ୍ଗଳବାର ପ୍ରଦାନ କରାଯାଇଛି।…

୨ ଦିନ ହେବ ଥିଲେ ନିଖୋଜ: ଆଜି ପୋଖରୀରୁ ମିଳିଲା ମୃତଦେହ

ଅନୁଗୋଳ ଅଫିସ,୧୧।୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ବନ୍ତଳା ଗାଁର ଅଭୟ ପଟ୍ଟନାୟକଙ୍କ ପୁଅ ପ୍ରଶାନ୍ତ ପଟ୍ଟନାୟକଙ୍କର ମୃତଦେହ ବନ୍ତଳା ଗାଁ ମୁଣ୍ତ ହାଟ ପଡ଼ିଆରେ ଥିବା ପଖୋରୀରୁ ମଙ୍ଗଳବାର ଉଦ୍ଧାର ହୋଇଛି। ସୂଚନାଯୋଗ୍ୟ ଯେ, ପ୍ରଶାନ୍ତ ରବିବାର…

ଓମାନରେ ଫସିଛନ୍ତି ୧୨ ଓଡ଼ିଆ ଶ୍ରମିକ: ଉଦ୍ଧାର ପାଇଁ ନିବେଦନ

ଛତ୍ରପୁର, ୧୧।୨(ସନ୍ତୋଷ ପାଢ଼ୀ): ସୁଦୂର ଓମାନରେ ୧୨ ଜଣ ଓଡ଼ିଆ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରି ଭାରତ ପ୍ରତ୍ୟାବର୍ତ୍ତନ ଲାଗି ଏମାନେ ଭାରତ ସରକାର ଓ ରାଜ୍ୟ ସରକାରଙ୍କୁ ଏକ ଭିଡିଓ ବାର୍ତ୍ତା ଜାରି କରି ନିବେଦନ କରିଛନ୍ତି। ଏହି ଭିଡିଓ…

ସକାଳୁ ସକାଳୁ ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଭୁବନେଶ୍ବର,୧୧।୨: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍‌-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି…

ଦ୍ରୁତ ଗତିରେ ଆସି ଘରେ ପଶିଲା BMW କାର୍‌

ଭୁବନେଶ୍ବର,୧୧।୨: ଭୁବନେଶ୍ବର ୪ନମ୍ବର ହସ୍ପିଟାଲ ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ରେଡକ୍ରସ ଭବନ ଆଡୁ ଦ୍ରୁତ ଗତିରେ ମାଡ଼ିଆସି ଏକ BMW କାର୍‌ ରାସ୍ତା ବାରିକେଡ ଭାଙ୍ଗି ଜଣଙ୍କ ଘରେ ପଶି ଯାଇଥିଲା। ଦୁର୍ଘଟଣାରେ କାର୍‌ର ସମ୍ମୁଖ ଭାଗ ଭାଙ୍ଗି…

ଭାଲୁକୁ ଘଉଡାଇବାକୁ ୪ ଘଣ୍ଟା ବିଳମ୍ବରେ ପହଞ୍ଚିଲେ ଫରେଷ୍ଟର, ପଚାରିବାରୁ ଖବରତାଦାଙ୍କ ଉପରେ କଲେ ଆକ୍ରମଣ

କୋକସରା,୧୧।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦକ୍ଷିଣ ବନଖଣ୍ଡ ଧର୍ମଗଡ଼ ଫରେଷ୍ଟ ରେଞ୍ଜ ଆମପାଣି ଫରେଷ୍ଟ ସେକ୍ସନର ଫରେଷ୍ଟର ଚିତ୍ତରଞ୍ଜନ ବେହେରା ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଭାଲୁ ଘଉଡାଇବାକୁ ବିଲମ୍ବରେ ପହଞ୍ଚିବା ଘଟଣାକୁ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ…

ସରକାରଙ୍କ ଅପାରଗତା ଦେଖିଲା ବିଶ୍ୱ: କଂଗ୍ରେସ

ଭୁବନେଶ୍ୱର, ୧୧।୨(ଅନୁରାଧା ମହାରଣା): ବାରବାଟୀ ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ମ୍ୟାଚବେଳେ ଲାଇଟ୍‌ ବନ୍ଦ ହେବା ଘଟଣା ନେଇ ରାଜ୍ୟ ସରକାରଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ବାରବାଟୀରେ ଲାଇନ କଟିବା ଓଡ଼ିଆ…

ସ୍ଥାୟୀତ୍ୱକୁ ନେଇ ସନ୍ଦୀହାନ:ଇସି ସଂଘ ପକ୍ଷରୁ ଦାବିପତ୍ର

ଥୁଆମୂଳ ରାମପୁର,୧୧/୨ (ଦୁର୍ଗା କୀର୍ତ୍ତି)- ରାଜ୍ୟରେ ପ୍ରାଥମିକ ପର୍ଯ୍ୟାୟରେ ମନୋନୀତ ମିଶନ ଶକ୍ତି ଇସିମାନେ ୨୦୦୦ ଠାରୁ ୨୦୧୯ ମସିହା ପର୍ଯ୍ୟନ୍ତ କୌଣସି ଭତ୍ତା ନ ପାଇ ଅନବରତ ସେବା ଯୋଗାଇ ଆସିଥିଲେ। ଏବେ ଧାର୍ଯ୍ୟ ଗସ୍ତ ଭତ୍ତା ବ୍ୟବସ୍ଥା ଲାଗୁ…

ବାରବାଟୀରେ ପୂର୍ବ ସରକାର ଟଙ୍କାକର କାମ କରିନାହାନ୍ତି: ମନ୍ତ୍ରୀ ସୂରଜ

ଭୁବନେଶ୍ୱର,୧୧।୨(ବନ୍ଦନା ସେଠୀ): ବାରବାଟୀରେ ଅନୁଷ୍ଠିତ କ୍ରିକେଟ୍‌ ମ୍ୟାଚ୍‌ରେ ବିଭ୍ରାଟ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଏନେଇ ବିରୋଧୀ ଏବଂ ଶାସକ ଦଳ ପରସ୍ପରକୁ କାଦୁଅ ଫିଙ୍ଗିବାରେ ବ୍ୟସ୍ତ। ଘଟଣାକୁ ସବୁଆଡୁ ନିନ୍ଦା କରାଯାଉଥିବାବେଳେ, ଏନେଇ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?