ଆମ ଜିଲା ଖବର

ରୋହିତ ଶର୍ମାଙ୍କ ପାଇଁ ଶୁଭ ବାରବାଟୀ ଷ୍ଟାଡିୟମ: ମାତ୍ର ୨୪ ରନ୍‌ କଲେ ଭାଙ୍ଗିବେ ରେକର୍ଡ

କଟକ,୮।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ସମସ୍ତ ପ୍ରଶଂସକଙ୍କ ନଜର ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନ ଉପରେ ରହିବ। ଏହି ସିରିଜର ପ୍ରଥମ ମ୍ୟାଚ୍‌ରେ ରୋହିତ ବ୍ୟାଟ୍‌ରେ କିଛି ବିଶେଷ…

ଅଧ୍ୟକ୍ଷଙ୍କ ସହ ଶାରୀରୀକ ସମ୍ପର୍କ ନ ରଖିଲେ ପରୀକ୍ଷାରେ କରିଦେବେ ଫେଲ ଏଭଳି ସାଙ୍ଘାତିକ ଅଭିଯୋଗ ଆଣିଲା ପରେ…

ସୋର,୮ା୨(ଜନ୍ମେଜୟ ମିଶ୍ର): ସୋର ଥାନା ବାଗୁଡ଼ି ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟ(ସିଟି ସ୍କୁଲ)ର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ବିଦ୍ୟାଳୟର ଅଧ୍ୟକ୍ଷ ସୁଶାନ୍ତ କୁମାର ସେଠୀଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ଅଧ୍ୟକ୍ଷ ସେଠୀ ଉକ୍ତ ଛାତ୍ରୀଙ୍କୁ ବିଭିନ୍ନ…

ପାର୍କରେ ତାଲା: ନଷ୍ଟ ହେଲାଣି ଓପନ ଜିମ୍‌ ସରଞ୍ଜାମ

ରାଇକିଆ,୮।୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ତହସିଲ ଅଫିସ ନିକଟରେ ଥିବା ଚିଲ୍ଡଡ୍ରେନ୍ସ ପାର୍କରେ ତାଲା ଝୁଲୁଛି। ନିୟମିତ ଖୋଲା ଯାଉ ନ ଥିବା ଯୋଗୁ ଏହା ଦିନକୁ ଦିନ ନଷ୍ଟ ହେବାକୁ ବସିଲାଣି । ୨୦୨୩ରେ ଏହି ପାର୍କକୁ ଉଦଘାଟନ…

ଗ୍ୟାସ ସିଲିଣ୍ଡର ଟ୍ରାଜେଡି: ୫ ଆହତଙ୍କ ମଧ୍ୟରୁ ଜଣେ ମୃତ

ଚିକିଟି/ଦିଗପହଣ୍ଡି,୮।୨(ପ୍ରକାଶ ଚନ୍ଦ୍ର ସାହୁ/ଅଶେଷ ନାଥ ମିଶ୍ର): ବେଙ୍ଗାଲୁରୁ ଗ୍ୟାସ ସିଲିଣ୍ଡର ଟ୍ରାଜେଡି ଘଟଣାରେ ଗୁରୁତର ଆହାତ ଗଞ୍ଜାମ ଜିଲା ଚିକିଟି ଏନଏସି ଅନ୍ତର୍ଗତ ଜେନାପୁର ଗ୍ରାମର ଦାଦନ ଶ୍ରମିକ ସନ୍ତୋଷ କୁମାର ବେହେରା ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ…

ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ

ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍‌। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ…

ଚେକିଂ ବେଳେ ପୋଲିସକୁ ସଂଘବଦ୍ଧ ଆକ୍ରମଣ

ଲୋଇସିଂହା,୮।୨(ସୁଶାନ୍ତ ବାରିକ):ଗୁରୁବାର ରାତିରେ ବଲାଙ୍ଗୀର ଜିଲା ଆଗଲପୁର ପୋଲିସ ପକ୍ଷରୁ ଏମଭିଆଇ ଚେକିଂ ବେଳେ କେତେଜଣ ବ୍ୟକ୍ତି ପୋଲିସକୁ ସଂଘବଦ୍ଧ ଆକ୍ରମଣ କରିଥିବା ଜଣାଯାଇଛି। ଏଥିରେ ୨ ଜଣ ପୋଲିସ କର୍ମଚାରୀ ମୁନା ନାଏକ ଓ ବନବିହାରୀ ପଟେଲ ଗୁରୁତର ହୋଇଛନ୍ତି।…

ଇଥାନଲ ପ୍ଲାଣ୍ଟରେ ଶ୍ରମିକ ଅଶାନ୍ତି:ସ୍ଥାନୀୟ ଶ୍ରମିକଙ୍କୁ ଛଟେଇ କରିବାକୁ ମସୁଧା

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାସ୍ଥିତ ଇଥାନଲ ପ୍ଳାଣ୍ଟରେ ପୁଣି ଶ୍ରମିକ ଅଶାନ୍ତି ଦେଖାଯାଇଛି। ଉକ୍ତ ପ୍ଲାଣ୍ଟରେ ସ୍ଥାନୀୟ ଶ୍ରମିକଙ୍କୁ ଛଟେଇ କରିବାକୁ ମସୁଧା ଚାଲିଥିବାବେଳେ ବାହ୍ୟ ଶ୍ରମିକଙ୍କୁ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଉକ୍ତ ପ୍ଲାଣ୍ଟରେ…

ଗରିବଙ୍କର ହଟିଲା, ଆଗକୁ ଥିଲାବାଲାଙ୍କ ପାଳି

ବରଗଡ଼, ୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଦୀର୍ଘଦିନର ବ୍ୟବଧାନରେ ପୁଣି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ବଡ଼ବଡ଼ିଆ ନୁହେଁ, ଗରିବଙ୍କଠାରୁ ପ୍ରଶାସନ ଏହି ପ୍ରକ୍ରିୟାକୁ ଆରମ୍ଭ କରିଛି। ଶୁକ୍ରବାର ସ୍ଥାନୀୟ ଅମ୍ବାପାଲି ଛକରେ ଚା, ହୋଟେଲ, କିରାନା ଦୋକାନ କରି…

ବିଶ୍ୱଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି: ପହଞ୍ଚିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ କେଦାରପୁର ଗ୍ରାମର ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠରେ ଦୀର୍ଘ ୫ଦିନ ଧରି ଚାଲିଥିବା ଶ୍ରୀରାମତାରକ ବିଶ୍ୱଶାନ୍ତି ମହାଯଜ୍ଞ ଶୁକ୍ରବାର ପୂର୍ଣ୍ଣାହୁତି ହୋଇଛି। ପଣ୍ଡିତ ସମ୍ଭବ ତ୍ରିପାଠୀ ଏବଂ ମହାଯଜ୍ଞ ପରିଚାଳନା କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଦାବିପତ୍ର

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ନାଏବ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ଶୁକ୍ରବାର ଉପଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଉଲ୍ଲେଖ ରହିଛି, ଲଖନା…

ସରଗୁଲଠାରେ କ୍ଷୁଦ୍ରଶସ୍ୟ ଖାଦ୍ୟମେଳା

କର୍ଲାମୁଣ୍ଡା,୭ା୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ. ମାଲପଡା ପଞ୍ଚାୟତ ସରଗୁଲ ଉଚ୍ଚ ବିଦ୍ୟାଳୟଠାରେ ଶୁକ୍ରବାର ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଦୁଇଦିନିଆ ଖାଦ୍ୟମେଳା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ସିଡିପିଓ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ: ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଲେ

ବ୍ରହ୍ମପୁର,୭।୨: ବ୍ରହ୍ମପୁରରେ ଚାଞ୍ଜଲ୍ୟ। ପୂର୍ବ ଶତ୍ରୁତାରୁ ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି କିଛି ଜେଲ ଫେରନ୍ତା। ଗୋଳନ୍ଥରା ଥାନା ଅଞ୍ଚଳରେ ଏପରି ଗୁଣ୍ଡାରାଜ ଦେଖିବାକୁ ମିଳିଛି। ଗାଁରେ ପଶି ଖଣ୍ଡାଧରି ଆତଙ୍କ ଖେଳାଇବା ସହ ଆକ୍ରମଣ କରିଛନ୍ତି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?