ସାକ୍ଷୀଙ୍କୁ ଜେଲ୍ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ
ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ ଜେଲରେ ଥିବା ଅଭିଯୁକ୍ତ ୨୦୨୨ରେ ଧମକ ଦେଇଥିଲେ। ଉକ୍ତ ମାମଲାର ବିଚାର କରି ଅତିରିକ୍ତ…
ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ
ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ ଦେଲେ। ହେଲେ ସେଠାରେ ଅଧଘଣ୍ଟା ପର୍ଯ୍ୟନ୍ତ ନର୍ସ କିମ୍ବା କାହାରି ଦେଖା ମିଳିଲାନି। ମା’ବାପା…
ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ
ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ପଦରୁ ବରଖାସ୍ତ କରିଛନ୍ତି। ଏଥିସହିତ ସିଭିଲ୍ ଜଜ୍-କମ-ନିର୍ବାଚନ ଟ୍ରିବ୍ୟୁନାଲ୍ ମଧ୍ୟ…
ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ
ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ ଦିନକ ପୂର୍ବରୁ ଡକାଯିବାକୁ ବିରୋଧ କରି ଗୁରୁବାର ଗଞ୍ଜାମ ଜିଲାର ସମସ୍ତ ବିଜେଡ଼ି ଜିଲା…
ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର
ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ ନେତୃତ୍ୱରେ ବହୁ ଯୁବ ନେତୃତ୍ୱ ଭାଜପାରେ ସାମିଲ ହେଉଥିବା ଦେଖାଯାଉଛି। ଏହି କ୍ରମରେ ଗୁରୁବାର…
ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ
ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତ ଖଲିଆପାଲି ଗ୍ରାମରେ। ଗ୍ରାମର ସମ୍ପତ୍ତି ସାହୁଙ୍କ ପରିବାର ଗରିବ…
ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ
କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ ବୁଲୁଥିବା ଦେଖି ସ୍ଥାନୀୟ ଚାଷୀ ଭୟଭିତ ହୋଇପଡିଛନ୍ତି। କିଛି ଦିନ ତଳେ କନ୍ଦାବୁଟ୍ରା ଗାଁର…
ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ
କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି। ଘରେ ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହକୁ ଆଣି ରାସ୍ତାକଡ଼ରେ ଫିଙ୍ଗିଥିବା…
ଧାମନଗରରେ ୧୬୩ ଲାଗୁ
ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍ଏସ୍ଏସ୍ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍ଏସ୍ଏସ୍ ୧୬୩ ଲାଗୁ ହୋଇଛି। ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ ଗୋଟିଏ…
ବି.ଫଟକରା ଗାଁରେ ଗୁଳିକାଣ୍ଡ: ଏସ୍ପିଙ୍କୁ ଭେଟିଲେ ଗ୍ରାମବାସୀ
ବଲାଙ୍ଗୀର,୧୯ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ବି. ଫଟକରା ଗାଁରେ ଗତ ୧୧ ତାରିଖ ବିଳମ୍ବିତ ରାତିରେ କିଛି ଯୁବକ ମାରଣାସ୍ତ୍ର ଧରି ଧମକ ଚମକ ଦେଇଥିଲେ। ସେହି ଗାଁର ନିତେଇ ନନ୍ଦ ନାମକ ଜଣେ ଯୁବକଙ୍କୁ…
ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ…
ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍ ଧକ୍କା ଦେଇଛି। ପିଲାଟିକୁ ଗୁରୁତର ଅବସ୍ଥାରେ ପ୍ରଥମେ ଧରାକୋଟ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।…
ବ୍ରିଜ୍ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର
ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ ନିଖୋଜ ଅଛନ୍ତି। ଗୁରୁବାର ସକାଳେ ମନ୍ଦାକିନୀ ନିଜ ସ୍କୁଟି ଯୋଗେ ଆସି ବ୍ରିଜ୍ ଉପରେ…
Archives


