ଆମ ଜିଲା ଖବର

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ ଗାଡି ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇଗାଡ଼ିର ସାମ୍ନାପଟ ଭାଙ୍ଗିରୁଜି ଚୁରମାର ହୋଇଯାଇଛି…

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ବ୍ରହ୍ମପୁର ସଦର ଥାନା ବାଇଗଣବାଡ଼ି ଗାଁର ଅମର…

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ ନିଜ ଫଟୋ ନଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହାସହିତ ଜିଲ୍ଲାପାଳଙ୍କୁ ତାଗିଦ…

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ ଯୋଗଦେଇ କ୍ରୀଡା ଉତ୍ସବକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ…

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ କରାଯିବ ବୋଲି ଭକ୍ତ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଟାଟା ପାୱାରର ମନମାନି ବିରୋଧରେ…

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା। ଡ଼ୁଲୁରୀ ପାଇନ ବଣ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତରେ…

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରା…

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ବାଘମୁଣ୍ଡା କୂଳରୁ ମତଦେହ…

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର…

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଅକ୍ଷୟ ସୁନା…

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ ସାରି ଫେରିବା ଘାଟି ବାଟରେ ଓହ୍ଲାଉଥିବା ସମୟରେ କୌଣସି କାରଣରୁ ପ୍ରଥମ ଗାଡ଼ିଟି ଘାଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri