ଆମ ଜିଲା ଖବର

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ୫୫ରୁ ୬୦ ବର୍ଷ ହେବ ବୋଲି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଶିମିଳିପାଳ ଅଭୟାରଣ୍ୟ ଉପର ମୁଣ୍ଡରେ ଲଗାଣ ପ୍ରବଳ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ ୫ ଫୁଟର ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ପାଲଲହଡ଼ା-ତେଲକୋଇ ରାସ୍ତାରେ ଯାତାୟାତ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।ସୂଚନା ଅନୁସାରେ ଜି.ଉଦୟଗିରି ବ୍ଲକ ରଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ କଲିନାଯୁ ଗ୍ରାମର…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର ଟାଙ୍ଗିଆ ବେଣ୍ଟ ମାଡ଼ରେ ବାପା ଧନେଶ୍ୱର ଭୋଇ(୬୫)ଙ୍କ ମୃତ୍ୟୁ ଘଟିଛି। କୁଚିଣ୍ଡା ପୋଲିସ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା ଥାନା ଦିବ୍ୟସିଂପୁର ଗ୍ରାମରେ ଘଟିଛି ଏଭଳି ଘଟଣା। ଆଜି ଦିବ୍ୟସିଂପୁର ଗ୍ରାମ ଅନ୍‌ବଷୋ…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ ସଙ୍ଗୀନ ପରିସ୍ଥିତି ଦେଖାଦେଇଛି। କପ୍ତିପଦା ବ୍ଲକ ବନ୍ଧମାଳ ଗାଁ ଏବେ ସମ୍ପୂର୍ଣ୍ଣ ବାହ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି। ପଞ୍ଚାୟତରେ ଚାଲିଥିବା SIR-୨୦୨୬ ଅନ୍ତର୍ଗତ ଦାବି ଓ ଆପତ୍ତି ଗ୍ରହଣ ପର୍ଯ୍ୟାୟର କାର୍ଯ୍ୟକ୍ରମର…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଅଶ୍ୱିନୀ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି । ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କୀୟମାନେ ମୃତଦେହକୁ କାନ୍ଧ ଦେଲେନାହିଁ। ମୁହଁମୋଡି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ଆଜି ସକାଳ ୧୦ ଟାରେ ବୈତରଣୀ ବ୍ୟାରେଜ ଆନନ୍ଦପୁରରେ ଜଳ ସ୍ତର…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌ ଧକ୍କାରେ ଜଣେ ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡିଛି । ବାଇକ ଚାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?