ଆମ ଜିଲା ଖବର

ଅଦରକାରୀ କାଗଜ ନଦୀକୁ ପକାଇବାକୁ ଯାଇଥିଲେ, ଖସିଗଲା ଗୋଡ: ଆଉ ତା’ପରେ…

ଧୂଷୁରୀ, ୬।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଅଧୀନ ପଙ୍ଗଟା ଗ୍ରାମର ଶକ୍ତିମୟୀ ଦାସ(୮) କୋଚିଳା ନଦୀରେ ବୁଡି ମୃତ୍ୟୁବରଣ କରିଥିବା ଜଣାପଡିଛି। ପରିବାର ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ, ବୁଧବାର ଅପରାହ୍ନ ୫ଟାରେ କିଛି ଅଦରକାରୀ କାଗଜ ନଦୀକୁ ପକାଇବାକୁ…

କଟନି-ଛଟନିକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ନବନିର୍ମାଣ କୃଷକ ସଙ୍ଗଠନ

ଖୋର୍ଦ୍ଧା,୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାାପକ ଅବ୍ୟବସ୍ଥା ଲାଗି ରହିଛି। ଧାନର ଏଫଏକ୍ୟୁ ମାନ ନ ଥିବା ଦର୍ଶାଇ ମନଇଚ୍ଛା କଟନିଛଟନି କରାଯାଉଛି। ଏହାର ପ୍ରତିବାଦରେ ନବ ନିର୍ମାଣ କୃଷକ ସଙ୍ଗଠନ ରାଜ୍ୟ ସଭାପତି ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଖୋର୍ଦ୍ଧା,…

ପର୍ଯ୍ୟଟନ କ୍ଷେତ୍ରର ବଦଳିବ ପଟ୍ଟଚିତ୍ର: ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ

ଦାରିଙ୍ଗବାଡି, ୬।୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଓଡିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ ପ୍ରତିନିଧି…

ବିଭିନ୍ନ ଦାବି ନେଇ ସ୍କୁଲ ଗେଟ୍‌ରେ ତାଲା: ଧାରଣାରେ ବସିଲେ ଛାତ୍ରୀଛାତ୍ର

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହରପଡା ବ୍ଲକ କୁଣ୍ଡଳା ପଞ୍ଚାୟତ ମୁଖ୍ୟାଳୟ ଏମ କେ(ମିରିଖୋଜୀ କୁଣ୍ଡଳାଉଚ୍ଚ ବିଦ୍ୟାଳୟ) ହାଇସ୍କୁଲ କୁଣ୍ଡଳା ଗେଟ ସମ୍ମୁଖରେ ଗୁରୁବାର ସକାଳୁ ନବମ ଦଶମ ଶ୍ରେଣୀର ୬୮ ଛାତ୍ରୀଛାତ୍ର ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି।…

ଛାତ୍ରୀଛାତ୍ରଙ୍କୁ ମାଡ଼ମାରିବା ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା: ନିଲମ୍ବନ କଲେ ବିଇଓ

ଝାରବନ୍ଧ, ୬।୨(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଠାକୁରଦିଆ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିଥିବା ଅଭିଯୋଗ ପାଇବା ପରେ ଝାରବନ୍ଧ ବ୍ଳକ ଶିକ୍ଷା ଅଧିକାରୀ(ବିଇଓ) ଶୁଭମ କୁମାର…

ଡିଜେ ଗାଡ଼ି ଚକାତଳେ ଅପରେଟରଙ୍କ ଜୀବନ ଗଲା

ତିହିଡି଼, ୬।୧(ସଞ୍ଜିତ ବଳ): ସରସ୍ବତୀ ମେଢ଼ ଭସାଣି ବେଳେ ଡିଜେରୁ ତଳକୁ ଖସିପଡ଼ିଲେ ଅପରେଟର। ତାଙ୍କ ଉପରେ ଗାଡ଼ି ଚକା ଚଢିଯିବାରୁ ଅପରେଟରଙ୍କ ଜୀବନ ଯାଇଥିବା ଜଣାପଡିଛି। ମୃତ ଅପରେଟରଙ୍କ ନାଁ ସିଦ୍ଧାନ୍ତ କୁମାର ଗୁପ୍ତା (୨୨) ଏବଂ ତାଙ୍କ ଘର…

ବରଗଡ଼ରେ ଚାଞ୍ଚଲ୍ୟ: ହାତୁଡିରେ ପିଟିପିଟି ମହିଳାଙ୍କୁ ହତ୍ୟା

ବରଗଡ଼, ୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ମହାରାଜା ଗଳି ନିକଟରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି। ହାତୁଡିରେ ପିଟିପିଟି ଜଣେ ମହିଳାଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ, ସୁବାଷିନୀ ସେଠ(୫୪)। ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ…

ଘର ଘର ବୁଲି ପ୍ରଧାନମନ୍ତ୍ରୀ ଆବାସ ପାଇଁ ଚାଲିଛି ସର୍ଭେ: ଯୋଗ୍ୟ ହିତାଧିକାରୀ ଖୋଜିବା ଲକ୍ଷ୍ୟ

ରାଇକିଆ,୫।୨-(ପ୍ରଦୀପ ବେହେରା): ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧୀକାରୀଙ୍କୁ ବାସଗୃହ ନିର୍ମାଣ ପାଇଁ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକର ୧୨ଟି ପଞ୍ଚାୟତରେ ନୂତନ ମାର୍ଗଦର୍ଶିକା ଅନୁଯାୟୀ, ଘର ଘର ବୁଲି ପୂର୍ବବର୍ଷ ଗୁଡିକରେ ବାଦ…

ସମସ୍ୟା ନେଇ ତାତିଲେ ଚାଷୀ, ୨୧ରେ ଆନ୍ଦୋଳନ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବଜାର ପ୍ରାଙ୍ଗଣରେ ବୁଧବାର ଚାଷୀ ସଙ୍ଗଠନ ଜୟ କିସାନ ଆନ୍ଦୋଳନର ବ୍ଲକସ୍ତରୀୟ କର୍ମୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟୁତ ସମସ୍ୟା, ଧାନ ମଣ୍ଡି ବ୍ୟବସ୍ଥାରେ ମିଲର୍ସଙ୍କ ଭୂମିକା ଏବଂ ସାର କଳାବଜାର ଉପରେ ଆଲୋଚନା…

ଥିଲାବାଲାଙ୍କୁ ଅନୁକମ୍ପା, ଗରିବଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ):ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବରଗଡ଼ ସବୁବେଳେ ଚର୍ଚ୍ଚାର ବିଷୟ ହୋଇ ପଡିଛି। ଏଠାରେ ଉଚ୍ଚ ନ୍ୟାୟାଳୟର ବାରମ୍ବାର ଆଦେଶ ସତ୍ତ୍ୱେ ରାସ୍ତାପାର୍ଶ୍ୱ ଜବରଦଖଲକାରୀଙ୍କୁ ହଟାଯାଉ ନାହିଁ, ଅନ୍ୟପଟେ ଗରିବ ଠେଲା ଦୋକାନୀଙ୍କୁ ଉଚ୍ଛେଦ ପାଇଁ ପ୍ରଶାସନ ଆଗଭର ହୋଇ…

ପଞ୍ଚାୟତରୁ ନଳକୂପ ମରାମତି କ୍ଷମତା କାଢି ନେବାରୁ ଆପତ୍ତି ଉଠାଇଲେ ସରପଞ୍ଚ

ପାଟଣା,୬।୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ପିଆରଆଇ ମେମ୍ବରମାନଙ୍କୁ ନେଇ ବର୍ଷ ୨୦୨୫ ନିମନ୍ତେ ସ୍ବତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇଛି। ତେବେ ୨୦ଟି ପଞ୍ଚାୟତର ପାନୀୟ ଜଳ ବ୍ୟବସ୍ଥାକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ…

କୋଇଲା ଖଣି ସାଇଲୋରେ ଲାଗିଲା ନିଆଁ: ବିଭିନ୍ନ ଯନ୍ତ୍ରାଂଶ ପୋଡ଼ି ଛାରଖାର୍‌

ତାଳଚେର, ୬।୨(ମନୋଜ ନନ୍ଦ): ଅନୁଗୋଳ ଜିଲାର ତାଳଚେରସ୍ଥିତ ଏମସିଲ ଅଧିନସ୍ଥ ଭରତପୁର କୋଇଲା ଖଣି ସାଇଲୋରେ ସର୍ଟସର୍କିଟ ଯୋଗୁ ସାଇଲୋ ବେଲ୍ଟରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଥିଲା। ଏଥିରେ କାହାର କୌଣସି ଅଘଟଣ ଘଟି ନ ଥିବାବେଳେ ବେଲ୍ଟ ଓ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?