ଆମ ଜିଲା ଖବର

ଚିରସ୍ରୋତା ଗୋବରୀ ନଦୀ ଏବେ ବିଷମୟ

ମହାକାଳପଡ଼ା, ୬ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା-ଯାଜପୁର ଲଳିତଗିରି ଓଳାଶୁଣୀ ପାହାଡ଼ ପାଦଦେଶରୁ ପ୍ରବାହିତ ଚିରସ୍ରୋତା ଗୋବରୀ ନଦୀ କେନ୍ଦ୍ରାପଡ଼ା ମଧ୍ୟ ଦେଇ ଜମ୍ବୁ ସଂଲଗ୍ନ ବଙ୍ଗୋପସାଗର ଚଟକା ହ୍ରଦରେ ମିଶିଛି। ଏବେ ଏହା ଅବହେଳିତ ହୋଇ ବିଷାକ୍ତ ହେବାରେ ଲାଗିଛି। ପ୍ରାଚୀନ…

ଜନବସତିକୁ ମାଡ଼ିଗଲା ମାଲବାହୀ ଟ୍ରେନ୍‌

ରାଉରକେଲା, ୬ା୧(ସଙ୍ଗୀତା ଜେନା): ଦକ୍ଷିଣ-ପୂର୍ବ ରେଳପଥର ରାଉରକେଲା ଷ୍ଟେଶନ ନିକଟରେ ବୁଧବାର ସକାଳ ପ୍ରାୟ ୬ଟାରେ ଟ୍ରେନ ଦୁର୍ଘଟଣା ଘଟିଛି। ମାଲଗୋଦାମ ଏଫ୍‌ସିଆଇ ବସ୍ତି ନିକଟରେ ଏକ ମାଲବାହୀ ଟ୍ରେନ୍‌ ୟାର୍ଡ ଭିତରେ ପଛଉ ଥିବାବେଳେ ୟାର୍ଡ଼ ପାଚେରି ଭାଙ୍ଗି ୫ଟି…

ଭିନ୍ନ ପ୍ରଜାତିର ଉଡ଼ନ୍ତା ମାଛ ଚିହ୍ନଟ

ବ୍ରହ୍ମପୁର,୬ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଭାରତୀୟ ପ୍ରାଣୀ ସର୍ବେକ୍ଷଣ କେନ୍ଦ୍ର ଦ୍ୱାରା ଭାରତ ମହାସାଗରରୁ ପ୍ରଥମ ଥର ପାଇଁ ଏକ ଭିନ୍ନ ପ୍ରଜାତିର ଉଡ଼ନ୍ତା ମାଛ ‘ଚେଲିଓପୋଗୋନ୍‌ ଆକ୍ଟିସେପ୍ସ’ ଚିହ୍ନଟ କରାଯାଇଛି। ବୈଜ୍ଞାନିକ ଡ. ଅନିଲ ମହାପାତ୍ରଙ୍କ ମତରେ…

ଭାଇରାଲ୍ ହେଲା ଭିଡିଓ: ତାତିଲେ ଅଭିଭାବକ, ବଦଳି ହେଲେ ଖେଳ ଶିକ୍ଷକ

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତସ୍ଥିତ ବାଣୀପଙ୍ଗା ସରକାରୀ ଏସ୍ଏସ୍‌ଡି ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଛାତ୍ରୀମାନଙ୍କୁ ଚଲାଇ ଥାନାକୁ ଆଣିବା ଅଭିଯୋଗରେ ଶନିବାର ଛାତ୍ରୀଙ୍କ ଅଭିଭାବକ ସ୍କୁଲ ସାମ୍ନାରେ ଧାରଣା ଦେଇଥିବା ଘଟଣାରେ…

ବରଗଡ଼ରେ ଯୋଗଦେଲେ ନୂଆ ଜିଲା ଶିକ୍ଷାଧିକାରୀ

ବରଗଡ଼,୫ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ନୂଆ ଜିଲା ଶିକ୍ଷା ଅଧିକାରୀ ଭାବେ ବିଶ୍ୱନାଥ ସାହୁ ବୁଧବାର ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ମାଲକାନଗିରି ଜିଲା ଶିକ୍ଷା ଅଧିକାରୀଭାବେ ଅବସ୍ଥାପିତ ଥିଲେ। ବୁଧବାର ସେ ବରଗଡ଼ରେ ଯୋଗ ଦେବା ଅବସରରେ ଅତିରିକ୍ତ ଜିଲା…

ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଜିଲ୍ଲାସ୍ତରୀୟ ଶୁଭାରମ୍ଭ ସମାରୋହ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ୱିତ କରିବା ତଥା ଗ୍ରାମୀଣ ଜୀବନଧାରଣର ମାନ ବୃଦ୍ଧି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ “ବିକଶିତ ଗାଁ’ ବିକଶିତ ଓଡିଶା” ଯୋଜନାର ଶୁଭାରମ୍ଭ କରିଛନ୍ତି।…

ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ବିତ, ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ, ୫ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାବେଳେ ଡମି ଶିକ୍ଷକଙ୍କ ଭରସାରେ ସ୍କୁଲ ଚାଲିବା ଘଟଣାରେ ଉଚ୍ଚ କର୍ତ୍ତୃପକ୍ଷ…

ପଦ୍ମପୁରରେ ବଡ଼ଧରଣର ବାଇକ୍‌ ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ, ୭ ଗିରଫ

ପଦ୍ମପୁର,୫ା୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ବାଇକ ଚୋର ମାତିଥିବାରୁ ପୋଲିସ ପକ୍ଷରୁ ଏକ ବଡ଼ଧରଣର ପଦକ୍ଷେପ ନେବାକୁ ଆରକ୍ଷୀ ଅଧୀକ୍ଷକ ପିଏସ୍‌ ମୀନା ଆଦେଶ ଦେଇଥିଲେ। ପଦ୍ମପୁର ଉପଖଣ୍ଡ ପୋଲିସ ଅଧିକାରୀ ଅମ୍ରିତ ପାଳ କୌର ଓ ଥାନା…

ପ୍ରେମ ବିବାହ ପରେ ସ୍ତ୍ରୀଙ୍କୁ ନିର୍ଯାତନା ଦେଲେ ସ୍ବାମୀ, ଥାନାର ଦ୍ୱାରସ୍ଥ ହୋଇ ସ୍ତ୍ରୀ କହିଲେ…

ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମ କୁମ୍ଭାର ସାହିର ଜ୍ୟୋତ୍ସ୍ନାରାଣୀ ପ୍ରଧାନଙ୍କୁ ତାଙ୍କ ସ୍ବାମୀ କିଶୋର ପ୍ରଧାନ ଅଧିକ ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କ ବିରୋଧରେ…

ମନ୍ଦିର ଯାଇଥିବାବେଳେ ମହିଳାଙ୍କୁ ହତ୍ୟା ଧମକ, ଅଭିଯୁକ୍ତଙ୍କ ନାଁରେ ମାମଲା

ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଜଣେ ମହିଳାଙ୍କୁ ତାଙ୍କ ଗ୍ରାମର ପିଣ୍ଟୁ ପ୍ରଧାନ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ କେସ୍‌ ନଂ…

କୋକସରାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମ

କୋକସରା,୫ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ଗ୍ରାମାଞ୍ଚଳରେ ପଞ୍ଚାୟତ ସ୍ତରରେ ଭିତ୍ତିଭୂମିର ବିକାଶ ପାଇଁ ଏକ ନୂତନ ରୂପରେଖରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ’ର ଶୁଭ ଉଦ୍‌ଘାଟନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଧବାର ଖୋର୍ଦ୍ଧା ଜିଲାଠାରେ…

ମଦ୍ୟପ ବାପାଙ୍କ ଉନ୍ମତ୍ତ କାଣ୍ଡ: ନାବାଳକ ପୁଅଙ୍କୁ ଛୁରିରେ କଲେ ଆକ୍ରମଣ

ହିଞ୍ଜିଳିକାଟୁ,୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଡିଙ୍ଗି ଗାଁରେ ବୁଧବାର ମଦନିଶାରେ ନାବାଳକ ପୁଅଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି ବାପା। ଆକ୍ରମଣ ପରେ ଅଭିଯୁକ୍ତ ବାପା ଫେରାର ଅଛନ୍ତି। ହିଞ୍ଜିଳି ପୋଲିସ ଥାନାରେ ମାମଲା ରୁଜୁ କରି ଘଟଣାର ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?