ଆମ ଜିଲା ଖବର

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଛି ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗ, ଜାଣନ୍ତୁ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ବିଭାଗ ମିଳିଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ହାତରେ ମହିଳା ଓ ଶିଶୁ…

ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍‌ ଜବତ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍‌ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍‌ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର ଯବାନମାନେ ଶନିବାର କୋମ୍ବିଂ ସମୟରେ ମାଓବାଦୀଙ୍କ ସହ ମୁହାଁମୁହିଁ ହେବା ସହ ଗୁଳି ବିନିମୟ…

ମୃତ ଦିଲୀପଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ ଗୋକୁଳାନନ୍ଦ

ଖଲ୍ଲିକୋଟ,୧୫।୬(ପ୍ରଶାନ୍ତ କୁମାର ମିଶ୍ର): ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ ବିଭାଗ ମିଳିଛି। ଏହି ପରିପ୍ରେକ୍ଷୀରେ…

ପାରଳାଖେମୁଣ୍ଡିରେ ବର୍ଷା, ପବନ, ବଜ୍ରପାତର ତାଣ୍ଡବ

ପାରଳାଖେମୁଣ୍ଡି,୧୫।୬(ଗିରିଧାରୀ ପରିଛା): ମାଡ଼ି ଆସିଲା ପବନ, ଘଡଘଡି ସହ ବର୍ଷା। କିଛିକ୍ଷଣ ପାଇଁ ରଚିଲା ତାଣ୍ଡବ। କାଳ ବୈଶାଖୀ ପ୍ରଭାବରେ ପବନ, ଘଡଘଡି ସାଙ୍ଗକୁ ବର୍ଷାରେ ବେହାଲ ହୋଇପଡିଛି ପାରଳାଖେମୁଣ୍ଡି ସହର। ସହରର ମୁଖ୍ୟ ରାଜୁଗୁରୁ ସାହି ଛକ ନିକଟରେ ବଜ୍ରପାତ…

ଘର ବାରଣ୍ଡାରେ ବସିଥିବା ବେଳେ ହେଲା ବଜ୍ରପାତ: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର

ଦିଗପହଣ୍ଡି,୧୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଝାଟିପିଟିଆ ଗ୍ରାମ ଦଳିତ ସାହିରେ ବଜ୍ରପାତ ଘଟିବାରୁ ଜାନକୀ ନାଇକ ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଏବଂ ତାଙ୍କ ଜ୍ବାଇଁ ଟୁକୁନା ନାଇକ ଗୁରୁତର ଅବସ୍ଥାରେ ଚିକିତ୍ସିତ…

ପାଣ୍ଡିଆନଙ୍କୁ ଟାର୍ଗେଟ୍‌ କରି ପ୍ରଦୀପଙ୍କ ବିସ୍ଫୋରକ ବୟାନ: ସନ୍ନ୍ୟାସ ନୁହେଁ, ଗୋଟିଗୋଟି କରି ହିସାବ ଦେବ, ନଚେତ୍‌…

ବରଗଡ଼,୧୫ା୬(ପ୍ରେମାନନ୍ଦ ଖମାରୀ): ସନ୍ନ୍ୟାସ ନୁହେଁ, ଯେଉଁମାନେ ବିଜେଡି ସରକାରଙ୍କ ୫-ଟି ଯୋଜନା ଜରିଆରେ ରାଜ୍ୟର ଖଣି, ଖାଦାନର ଶହଶହ କୋଟି ସମ୍ପତ୍ତି ହରିଲୁଟ୍‌ କରିଛନ୍ତି, ରାଜକୋଷରେ ରହିଥିବା ପଇସା ଲୁଟିଛନ୍ତି, ଭାଜପା ସରକାର ସେସବୁର ଗୋଟିଗୋଟି କରି ହିସାବ କରିବ ଏବଂ…

ବସ୍‌କୁ ପିଟିଲା ଲୁହାପଥର ବୋଝେଇ ଟ୍ରକ

କେନ୍ଦୁଝର,୧୫।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବଡ଼ବିଲରୁ ଭୁବନେଶ୍ୱର ଆସିଥିବା ଏକ ଘରୋଇ ବସ୍‌ ଘଟଗାଁ ଥାନା ପିପିଳିଆ ଗ୍ରାମ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମଳିଥିବା ସୂଚନା ବୁତାବକ, ବସ୍‌ଟି ରାସ୍ତାରେ ଅଟକି ରହିଥିଲା। ସେତିକିବେଳେ…

ଧର୍ମାନୁଷ୍ଠାନରେ ଆକ୍ରମଣ: ଲୁଟିନେଲେ ୧୦ ଲକ୍ଷ ଟଙ୍କା

ରାଉରକେଲା,୧୫।୬: ସୁନ୍ଦରଗଡ଼ ଜଗିଲା ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅଧୀନ ଝରାବାହାଲ ସ୍ଥିତ ଏକ ଧର୍ମାନୁଷ୍ଠାନରେ ଶନିବାର ଏକ ବଡ଼ ଧରଣର ଲୁଟ ହୋଇଛି। ଲୁଟେରାମାନେ ସଶସ୍ତ୍ର ଆକ୍ରମଣ କରି ୧୦ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଆକ୍ରମଣରେ ଧର୍ମାନୁଷ୍ଠାନର ୨ଜଣ ଗୁରୁତର…

ମାଟି ଅତଡ଼ା ଧସି ୩ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୫ା୬(ଅମିତାଭ ବେହେରା): କୋଲାବ ଡ୍ୟାମ୍‌ କୂଳରେ ୩ ଜଣ ମହିଳା ମୋରମ ଖୋଲୁଥିବା ବେଳେ ମାଟି ଅତଡ଼ା ଧସି ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂତ୍ରରୁ ପ୍ରକାଶ ଯେ, କୋରାପୁଟ ବ୍ଲକ ଅନ୍ତର୍ଗତ କେରଙ୍ଗା ପଞ୍ଚାୟତର କୋଲାବ ଡ୍ୟାମ୍‌…

ଜନ୍ମମାଟିରେ ପହଞ୍ଚିଲା କୁଏଟ୍‌ରେ ପ୍ରାଣ ହରାଇଥିବା ସନ୍ତୋଷଙ୍କ ମୃତଦେହ

ପୁରୁଷୋତ୍ତମପୁର,୧୫ା୬(ସିମାଞ୍ଚଳ ମିଶ୍ର): ରାଜ୍ୟରେ କାମଧନ୍ଦା ଅଭାବରୁ ନିଜେ ବଞ୍ଚିବା ସହ ପରିବାରକୁ ବଞ୍ଚାଇବା ଲାଗି ଦାଦନ ଖଟିବାକୁ କୁଏଟ୍‌ ଯାଇଥିବା ବେଳେ ସେଠାରେ ଜଳିଯାଇ ପ୍ରାଣ ହରାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲିର ସନ୍ତୋଷ ଗୌଡ଼ (୩୫) ଶ୍ରମିକଙ୍କ ମରଶରୀର…

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ…

ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ

ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ କରି ଦୁର୍ବୃତ୍ତମାନେ କଳା କନା ବୁଲେଇ ବାରେ ସଫଳ ହୋଉଛନ୍ତି l ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri