ଆମ ଜିଲା ଖବର

ମନ୍ଦିରରେ ପୂଜା ପାଉଛନ୍ତି କବି କାଳିଦାସ

ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ବବକରପୁର ଗାଁରେ ରହିଛି କବି କାଳିଦାସଙ୍କ ମନ୍ଦିର ା ସେଠାରେ ରହିଛି କବିଙ୍କ ପଥର ନିର୍ମିତ ମୂର୍ତ୍ତି ା ଭାରତର ଅନ୍ୟ କୌଣସି ସ୍ଥାନରେ କବିଙ୍କ ମନ୍ଦିର ନାହିଁ ା ଏହି ମନ୍ଦିର…

ମିଳନ ସରିଲା, ଏବେ ଭାସୁଛନ୍ତି ଅଲିଭ ରିଡ୍‌ଲେ

ବ୍ରହ୍ମପୁର,୧ା୨(ଅଶୋକ କୁମାର ସାହୁ):ଗତ ୩ ମାସ ହେଲା ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେଙ୍କ ସମୁଦ୍ରରେ ମିଳନ ପ୍ରକ୍ରିୟା ଚାଲିଥିଲା। ମିଳନ ପ୍ରକ୍ରିୟା ସରିଥିବା ଶୁକ୍ରବାର ସ୍ପଷ୍ଟ ହୋଇଛି। କାରଣ ମାଈ କଇଁଛମାନେ ଭାସମାନ ଅବସ୍ଥାକୁ ଆସିଯାଇଥିବା ଋଷିକୁଲ୍ୟା କଇଁଛ ସୁରକ୍ଷା ସମିତିର…

ସାର କଳାବଜାରକୁ ନେଇ ତେଜିଲା ଆନ୍ଦୋଳନ:କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ବରଗଡ଼,୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବର୍ତ୍ତମାନ ରବି ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନେକ ସ୍ଥାନରେ ଧାନପହ୍ଲା ରୁଆ ସରିଯାଇ ଥିବାବେଳେ ବିଭିନ୍ନ ଜାଗାରେ ଚାଷୀମାନେ ରୁଆକାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। କିନ୍ତୁ ଚାଷକାର୍ଯ୍ୟ ଆରମ୍ଭରୁ ଜମିରେ ଡିଏପି, ୟୁରିଆ ସାରର ଆବଶ୍ୟକତା ଥିବାବେଳେ ସାରବିକ୍ରିରେ…

ଆଜିଠୁ ସବୁ ଟୋଲ୍‌ଗେଟ୍‌ରେ ନିୟମ: ଗାଡ଼ିର ବୀମା ନ ଥିଲେ…

କଟକ,୧ା୨(କାର୍ତ୍ତିକ ସାହୁ):ଓଡ଼ିଶା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ମୋଟର ଯାନର ବୀମାକୁ କଡ଼ାକଡ଼ି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ଇ-ଡିଟେକ୍ସନରେ ଯୋଡ଼ିହେବାକୁ ଯାଉଛି ବୀମା। ମୋଟର ଯାନରେ ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲ୍‌ଗେଟ୍‌। ଇ-ଡିଟେକ୍ସନ ପ୍ରକ୍ରିୟାରେ ଗାଡ଼ି ମାଲିକଙ୍କୁ…

ରାଧାକୃଷ୍ଣ ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ

ଦିଗପହଣ୍ଡି,୩୧ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କୋଡିନଡ଼ା ଗ୍ରାମ ସ୍ଥିତ ରାଧାକୃଷ୍ଣ ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ପ୍ରଭାକର ବିଷୋୟୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ସହକାରୀ ଶିକ୍ଷକ ବି.ବନମାଳୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର, କହିଲେ ସରକାରଙ୍କ…

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୧: ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ…

ରୌପ୍ୟ ଜୟନ୍ତୀ ସମାରୋହରେ ଯୋଗଦେଲେ ମନ୍ତ୍ରୀ

ତୁଣ୍ଡଲା,୩୧ା୧(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟର ଦୁଇ ଦିନିଆ ରୌପ୍ୟ ଜୟନ୍ତୀ ସମାରୋହ ଆରମ୍ଭ ହୋଇଯାଇଛି। ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ସ୍ବତନ୍ତ୍ର ଶାସନ ସଚିବ ନିହାର ରଞ୍ଜନ…

Ganjam: ୧୦୮୦ ଚାଷୀଙ୍କ ଟୋକନ ଅବଧି ବଢ଼ିଲା, ଗୁଜବକୁ ବିଶ୍ବାସ କରନ୍ତୁନି କହିଲେ ଜିଲାପାଳ

ଛତ୍ରପୁର,୩୧।୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର କୌଣସି ଚାଷୀଙ୍କ ଟୋକେନ କ୍ଷତି ହେବାକୁ ଦିଆଯିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ଚାଷୀଙ୍କ ଟୋକେନ ଅବଧି ବୃଦ୍ଧି କରିବା ନେଇ ରଜ୍ୟ ସରକାର ଜିଲାପାଳମାନଙ୍କୁ କ୍ଷମତା ପ୍ରଦାନ କରିଛନ୍ତି।…

‘ଛାତ୍ରୀମାନେ ଆଗେଇଲେ ଦେଶ ଆଗେଇବ’

କେସିଙ୍ଗା,୩୧ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରର ୫୦ତମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନଶିକ୍ଷକ ସମୀର କୁମାର ବେହେରାଙ୍କ ନେତୃତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧକାରୀ ଆନନ୍ଦ କୁମାର…

Gajapati: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ମୋହନା,୩୧।୧(ମନ୍ମଥ ମିଶ୍ର): ଗଜପତି ଜିଲା ଚାନ୍ଦିପୁଟ ଥାନା ଯୋଡ଼ାପଦର ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଯାଇଥିବା ୧୧କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ ଗ୍ରାମବାସୀ…

ବାଇକ୍‌ରେ ଯାଉଥିଲେ ଓକିଲ, ଉପରେ ପଡ଼ିଲା ଶୁଖିଲା ଗଛ, ଆଉ ତା’ ପରେ…

ବାଲିଗୁଡ଼ା,୩୧ା୧((ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସହର ମଧ୍ୟରେ ରହିଥିବା କୋର୍ଟ ମାର୍କେଟରେ ଶୁଖିଲା ଆମ୍ବ ଗଛ ପଡ଼ି ଜଣେ ବରିଷ୍ଠ ଓକିଲ ଗୁରୁତର ହେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ଘଟଣାରୁ ପ୍ରକାଶ ଯେ, ପଣସପଡ଼ି ସାହିରୁ…

ବନ୍ଧୁକ ଦେଖାଇ ମଦଭାଟିରୁ ଦୁର୍ବୃତ୍ତ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା

ଧର୍ମଗଡ଼,୩୧ା୧(ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଭୀମଖୋଜପଡ଼ାସ୍ଥିତ ଦେଶୀ ମଦଭାଟିରୁ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତ ହୋଇଛି। ୧୦ରୁ ଊର୍ଦ୍ଧ୍ୱ ଡକାୟତ ଭାଟି କର୍ମଚାରୀଙ୍କୁ ପିସ୍ତଲ ଦେଖାଇ ପ୍ରାୟ ୭ ଲକ୍ଷଙ୍ରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?