ଆମ ଜିଲା ଖବର

ରାଇସ୍‌ମିଲ୍‌ରେ ଟଳିପଡିଲେ ଚାଷୀ

ସୋରଡା,୨୮।୧(ରଜନୀ ମହାପାତ୍ର): ଧାନ କଟନିଛଟନିକୁ ନେଇ ହୃଦଘାତରେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗହୋଇଛି। ଗଞ୍ଜାମ ଜିଲା ସୋରଡା ବ୍ଲକ ସରାବଡି ପଞ୍ଚାୟତ ଅନ୍ତର୍ଗତ ଚାକୁଣ୍ଡା ଗ୍ରାମର ଗଣେଶ ବିଷୋୟୀଙ୍କ ମୃତ୍ୟୁକୁ ନେଇ ସୋମବାର ରାତିରେ ଉତ୍ତେଜନା ଦେଖାଦେଇଛି। ଏ ନେଇ ତାଙ୍କ…

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୭।୧: ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡିଛନ୍ତି। ମଙ୍ଗଳବାର ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଳିଛି। ଅସୁସ୍ଥତା ସମ୍ପର୍କରେ ଆଇନ ମନ୍ତ୍ରୀ ତଥା ପୁଅ ପୃଥ୍ବୀରାଜ…

ଗୋଟିଏ ରାତିରେ ୭ ଘର ଭାଙ୍ଗିଲା ଦନ୍ତା

ପାଟଣା,୨୮।୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳ ରେ ଗୋଠ ଛଡା ଦନ୍ତା ଉତ୍ପାତ କରି ୭ରୁ ଉଦ୍ଧର୍‌ବ ଘର ଭାଙ୍ଗିବା ସହ ପନିପରିବା ଚାଷ ନଷ୍ଟ କରି ଘରେ ଥିବା ଧାନ ଚାଉଳ ଖାଇ ନଷ୍ଟ କରିଛି। ସୋମବାର…

ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ପ୍ରଧାନ ଶିକ୍ଷକ: ଥାନାର ଦ୍ୱାରସ୍ଥ ହେଲା ପରିଚାଳନା କମିଟି

ଲୋଇସିଂହା,୨୮।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ରେଙ୍ଗାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଛାତ୍ରୀମାନଙ୍କୁ ଆଶଳୀନ ବ୍ୟବହାର ପ୍ରଦର୍ଶନ କରୁଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରଧାନ ଶିକ୍ଷକଙ୍କ ଏପରି ଆଚରଣକୁ ନେଇ…

ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ: କେନ୍ଦୁଝରରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ

ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ…

ରାଇକିଆର ସାମଗ୍ରିକ ବିକାଶ ମୂଳ ଲକ୍ଷ୍ୟ: ଅନୁଦାନ ଘୋଷଣା କଲେ ବିଧାୟକ

ରାଇକିଆ,୨୮।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚର ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅତିଥି ଭାବେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ଯୋଗଦେଇ ରାଇକିଆ ଅଞ୍ଚଳର ବିକାଶରେ ନାଗରିକ ମଞ୍ଚର ଭୂମିକା ଓ ଆଭିମୁଖ୍ୟ ସମ୍ପର୍କରେ ଅବଗତ…

କୁହୁଡ଼ି ଯୋଗୁ ହାଇୱା ପଛକୁ ପିଟିଲା କ୍ଷୀର ଗାଡ଼ି

କଟକ,୨୮।୧: କଟକ ତେଲେଙ୍ଗାପେଣ୍ଠ ଛକରେ ମଙ୍ଗଳବାର ଏକ ଓମ୍‌ଫେଡ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ କ୍ଷୀର ଗାଡ଼ି ଭାରସାମ୍ୟ ହରାଇ ହାଇୱା ପଛରେ ପିଟି ହୋଇଯାଇଥିବା ଜଣାପଡିଛି। ଦୁର୍ଘଟଣାରେ ଗାଡ଼ି ହେଲପର୍‌ ଗୁରୁତର ଆହତ ହୋଇ କଟକ ମେଡିକାଲରେ…

୪ ଯୁବକଙ୍କୁ ଅପହରଣ ମାମଲା: ୨ ଗିରଫ

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ୪ ଯୁବକଙ୍କୁ ଅପହରଣ ମାମଲାରେ ୨ ଜଣଙ୍କୁ ଗିରଫ କରିଛି କେ.ନୂଆଗାଁ ଥାନା ପୋଲିସ। କାଲି ଅଟକ ଥିବା ଯୁବକ ସହ ମୁଖ୍ୟ ଅଭିଯୁକ୍ତଙ୍କ ସ୍ତ୍ରୀଙ୍କ ଗିରଫ କରାଯାଇଛି। ଅପହରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଏବେ ବି…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ୫୦ ଲକ୍ଷ ଟଙ୍କାର ଅଳଙ୍କାର, ଅଢ଼େଇ ଲକ୍ଷ ଟଙ୍କା ଲୁଟ ଅଭିଯୋଗ

ଭୁବନେଶ୍ୱର,୨୮।୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ଦିନକୁ ଦିନ ଚୋରଙ୍କ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ପୂରା ସହର କମିଶନରେଟ୍‌ ପୋଲିସର ସୁରକ୍ଷା ବଳୟରେ ଥିବାବେଳେ ଦୁର୍ବୃତ୍ତମାନେ ଏହାକୁ ଭୟ କରୁନାହାନ୍ତି। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଘରକୁ…

ପୋଷାହାତୀ ଭବାନୀର ମୃତ୍ୟୁ, ପ୍ରାଣୀପ୍ରେମୀଙ୍କୁ ଝଟ୍‌କା

ବାରିପଦା,୨୮।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷାହାତୀ ଭବାନୀର ମୃତ୍ୟୁ ଘଟିଛି । ମଙ୍ଗଳବାର ସକାଳ ୬ଟା ୧୦ରେ ମୃତ୍ୟୁ ହୋଇଥିବା ନେଇ ଜଣାପଡିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢେ ୭ଫୁଟରୁ…

ଆଜିଠୁ ‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭ : ଉଦ୍‌ଘାଟନ କରିବେ ମୋଦି

ଭୁବନେଶ୍ୱର,୨୮ା୧(ଅନିଲ ଦାସ): ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଉଦ୍‌ଘାଟନ କରିବେ। ଏହି…

କୁଢ଼ କୁଢ଼ ଅଳିଆ ଆବର୍ଜନା, ଦୁର୍ଗନ୍ଧରେ ନାକ ଫାଟୁଛି: ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡି,୨୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ମଧ୍ୟ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ପୂର୍ବ ଦିନ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସମ୍ପୂର୍ଣ୍ଣ ସଫେଇ କରାଯାଇଥିଲା। ଏଥିପାଇଁ ପ୍ରଶାସନ ସହ ଅଞ୍ଚଳବାସୀ ଛାତ୍ରୀଛାତ୍ର ସମସ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?