୭ ମାସରେ ୫ଥର: ଆଜି ପୁଣି ଓଡ଼ିଶା ଆସୁଛନ୍ତି ମୋଦି
ଭୁବନେଶ୍ୱର,୨୬ା୧(ସୁନିତ୍ ମିଶ୍ର): ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ-୨୦୨୫ରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଗସ୍ତରେ ଆସୁଛନ୍ତି। ସକାଳ ୮.୩୫ ମିନିଟ୍ରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ବାୟୁସେନା ବିମାନ ଯୋଗେ ବାହାରି ପୂର୍ବାହ୍ନ ୧୦.୩୫…
ଖୋଲିଲା ମଝିଘରିଆଣୀଙ୍କ ୯ ହୁଣ୍ଡି: ମିଳିଲା ୯୪.୪୯ ଲକ୍ଷ, ୫ ବିଦେଶୀ ନୋଟ ସହ ୯୩ ଗ୍ରାମ୍ ସୁନା
ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ସୋମବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩.୧୦ ଗ୍ରାମ ସୁନା ଓ…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ
ମାଲକାନଗିରି, ୨୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଓ ଦୌରା ଜଜ୍ ଡାକ୍ତର ପ୍ରସନ୍ନ କୁମାର ପଣ୍ଡା ସୋମବାର ଏକ ହତ୍ୟା ମାମଲାର ଶୁଣାଣି କରି ସ୍ତ୍ରୀ ହତ୍ୟାକରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ମାଲକାନଗିରି ଥାନା ପାଣ୍ଡ୍ରିପାଣି…
ବାଇକ୍ ଧକ୍କାରେ ବୃଦ୍ଧା ମୃତ
ବରଗଡ଼,୨୭।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଲୁଦୁପାଲି ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ବାଇକ୍(ନଂ.ଓଡ଼ି୧୭ଜି ୨୦୬୧) ଧକ୍କା ଦେବା ଯୋଗୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତ ବୃଦ୍ଧା ଜଣଙ୍କ ହେଲେ ଲୁଦୁପାଲି ଗ୍ରାମର ହୀରା ପାତିକାର(୮୨)। ସୂଚନା ଅନୁଯାୟୀ,…
ପାଠପଢ଼ି ଭଲ ମଣିଷ ହେବାକୁ ପରାମର୍ଶ
ନିରାକାରପୁର,୨୭ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ପଞ୍ଚାୟତରେ ଥିବା କ୍ଷେତ୍ରବାସୀ ସରକାରୀ ହାଇସ୍କୁଲର ୭୭ତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ସ୍ନିଗ୍ଧାରାଣୀ ଛୋଟରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଅତିଥିଭାବେ ଆଲୁମ୍ନି ଆସୋସିଏଶନର ସଭାପତି ରବୀନ୍ଦ୍ର କୁମାର ରାଉତରାୟ,…
ନାଗସାପ ଦେଖାଇ ଭୟଭୀତ କରୁଥିଲେ ଅଭିଯୁକ୍ତ:୪ ଅପହୃତଙ୍କୁ ଉଦ୍ଧାର କଲା ପୋଲିସ, ଜଣେ ଗିରଫ
ବ୍ରହ୍ମପୁର/ଦିଗପହଣ୍ଡି/ଚିକିଟି,୨୭ା୧(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଦୁଇ କୋଟି ଟଙ୍କା ପାଇଁ ଗତ ୪ ଦିନ ହେଲା ଗଞ୍ଜାମ ଜିଲାରେ ଅପହରଣକାରୀଙ୍କ କବଳରେ ଥିବା ଏକ ଫାଇନାନ୍ସ ସଂସ୍ଥାର ୪ କର୍ମଚାରୀ ସୋମବାର ଉଦ୍ଧାର ହୋଇଛନ୍ତି। ଅପହରଣକାରୀଙ୍କ କବଳରୁ…
ଦାରିଙ୍ଗବାଡିରେ କଫି ଚାଷ କରିବା ପାଇଁ ଚାଷୀଙ୍କୁ ପରାମର୍ଶ, ହଳଦୀ ପରି ଦେଶ ବିଦେଶରେ…
ଦାରିଙ୍ଗବାଡି, ୨୭।୧ (ଅରୁଣ ସାହୁ): ସୋମବାର ଦାରିଙ୍ଗବାଡିଠାରେ ଅନନ୍ୟା ଓ ପିଟୁସି କମ୍ୟୁନିକେଶନ ତରଫରୁ ଜାତୀୟ ସ୍ତରୀୟ ଦିନିକିଆ ମସଲା ଜାତୀୟ ଓ କଫି ଚାଷ ନେଇ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କନ୍ଧମାଳ ଏମ୍ପି…
ଥଇଥାନ କେନ୍ଦ୍ର ଅନ୍ତେବାସୀଙ୍କୁ ତାଲିବାନୀ ନିର୍ଯାତନା: ଭିଡିଓ ଭାଇରାଲ ପରେ ଜିଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
ସମ୍ବଲପୁର,୨୭ା୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ନେତାଜୀ କଲୋନୀରେ ଥିବା ସମର୍ଥ ମାନସିକ ଅନଗ୍ରସର ଥାଇଥାନ କେନ୍ଦ୍ର ଅନ୍ତେବାସୀଙ୍କୁ ମାତ୍ରାଧିକ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ନିର୍ଯାତନାର ଭିଡିଓ ଭାଇରାଲ ହେବା ପରେ ସହରରେ ଆଲୋଡନ…
ଗଞ୍ଜେଇ ବୋଝେଇ ଅଟୋ ଜବତ, ଜେଲ ଗଲେ ୨ ଅଭିଯୁକ୍ତ
ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ଏସ.ଆଇ ଅନୀତା ପ୍ରଧାନ ସୋମବାର ସଦଳବଳେ ପିଛା କରି ଏକ ଗଞ୍ଜେଇ ବୋଝେଇ ଅଟୋ ନଂ. (ଓଡି୦୭ ଏଏସ ୩୬୨୯) ଜବତ କରିଛନ୍ତି। ଅଟୋଟି ଗଜପତି ଜିଲା ମୋହନା ଗ୍ରାମରୁ ଦିଗପହଣ୍ଡି ପୁଞ୍ଜିକୟାଁ…
ଦାରିଙ୍ଗବାଡି ଦେଇ ଯାଉଥିଲା ଗଞ୍ଜେଇ ଭର୍ତ୍ତି କାର୍, ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦାରିଙ୍ଗବାଡି, ୨୭। ୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଗଞ୍ଜେଇ ଭର୍ତ୍ତି କାର୍ ଯାଉଥିବାବେଳେ ମାଡ଼ିବସିଲା ପୋଲିସ। ଏଥିରେ ଜଣକୁ ଗିରଫ କରିବା ସହ ଏକ ସୁଇଫ୍ଟ କାର୍ ସହ ୨ ବସ୍ତା ଗଞ୍ଜେଇ ପୋଲିସ ଜବତ କରିଛି।…
ସିରିଜ୍ ଦୁର୍ଘଟଣା: ୧୦ ଉଠାଦୋକାନୀଙ୍କୁ ଧକ୍କା ଦେଇ ପୋଲରେ ପିଟିହେଲା ବୋଲେରୋ
ପାରାଦୀପ,୨୭।୧: ଜଗତସିଂହପୁର ଜିଲା ପାରାଦୀପ ସମୁଦ୍ର କୂଳରେ ସୋମବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ୧୦ଉଠା ଦୋକାନୀଙ୍କୁ ଧକ୍କା ଦେବା ସହ ଏକ କାଠ ପୋଲରେ ପିଟିହୋଇ ଯାଇଥିଲା। ଦୁର୍ଘଟଣାରେ ୨ଜଣ ଦୋକାନୀ ଗୁରୁତର ହୋଇଛନ୍ତି।…
ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କ ଗାଡ଼ି, ନର୍ସିଂହୋମ ଭଙ୍ଗାରୁଜା
ଭଦ୍ରକ,୨୭।୧(ସନାତନ ରାଉତ): ଭଦ୍ରକ ସହର ଗାନ୍ଧୀପଡ଼ିଆରେ ଥିବା ଏକ ନର୍ସିଂହୋମରେ ଜଣେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ସମ୍ପର୍କୀୟ ନର୍ସିଂହୋମ ଭଙ୍ଗାରୁଜା କରିବା ସହ ଡାକ୍ତରଙ୍କ ଗାଡ଼ି ଭାଙ୍ଗି ଦେଇଛନ୍ତି। ଅନ୍ୟପକ୍ଷେ ମେଡିକାଲ କର୍ତ୍ତୃପକ୍ଷ ଘଟଣାସ୍ଥଳକୁ ନ…

