ଆମ ଜିଲା ଖବର

ନିରାକାରପୁରରେ ୭୬ତମ ସାଧାରଣତନ୍ତ୍ର ଦିବସ

ନିରାକାରପୁର,୨୬ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ତଥା ଏହାର ଆଖ ପାଖ ଅଞ୍ଚଳରେ ୭୬ତମ ଜିଲାସ୍ତରୀୟ ଗଣତନ୍ତ୍ର ଦିବସ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ,…

ବିକଶିତ ରାଷ୍ଟ୍ର ଗଠନରେ ଭାଗିଦାରୀ ହେବାକୁ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଆହ୍ବାନ

ପାଟଣା,୨୬।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ରବିବାର ମୁଖ୍ୟାଳୟ ଷ୍ଟାଡିୟମରେ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ…

ଖୋର୍ଦ୍ଧାରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୨୬ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୬ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ଆୟୋଜିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମ୍ମିଳିତ ପରେଡ୍‌ରେ ଅଭିଭାଦନ ଗ୍ରହଣ…

ପତାକା ଉତ୍ତୋଳନ କରିବାକୁ ଆସି ଓଲଟିଲା ସ୍କୁଲ୍‌ ଭ୍ୟାନ୍‌: ଛାତ୍ର ମୃତ ୨୩ ଆହତ

ଆଠଗଡ଼,୨୬।୧: ସାଧାରଣତନ୍ତ୍ର ଦିବସରେ ବଡ଼ ଅଘଟଣ ଘଟିଛି। ପତାକା ଉତ୍ତୋଳନ କରିବା ପାଇଁ ବିଦ୍ୟାଳୟ ଆସୁଥିବା ବେଳେ ଭ୍ୟାନ୍‌ ଓଲଟି ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି ୨୩ଜଣ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି କଟକ ଜିଲା ଉତ୍ତର ବାଙ୍କୀ…

ବାଲେଶ୍ୱରରେ ପତାକା ଉତ୍ତୋଳନ କଲେ ନଗର ଉନ୍ନୟନ ମନ୍ତ୍ରୀ

ବାଲେଶ୍ୱର,୨୬ା୧(ବାଞ୍ଚାନିଧି ଦେ): ବାଲେଶ୍ୱର ରିଜର୍ଭ ପୋଲିସ ପଡ଼ିଆରେ ରବିବାର ଜିଲା ପ୍ରଶାସନ ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଭାରତର…

ଦିଗପହଣ୍ଡିରେ ୭୬ ତମ ସାଧାରଣତନ୍ତ୍ର ଦିବସ: ଜାଣନ୍ତୁ କିଏ କେଉଁଠିକ କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୨୬।୧(ଅଶେଷନାଥ ମିଶ୍ର): ଗଞ୍ଜାଜିଲା ଦିଗପହଣ୍ଡି ବିଜ୍ଞାପିତଅଞ୍ଚଳ ପରିଷଦ ସମେତ ବ୍ଳକର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ରବିବାର ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଦିଗପହଣ୍ଡି ଜେଏମ୍‌ଏଫ୍‌ସି କୋର୍ଟରେ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଜାତୀୟ ପତାକା ଉତ୍ତୋଳନ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ: କନ୍ଧମାଳ ଏମ୍‌ପି ଛାତ୍ରୀଛାତ୍ରଙ୍କୁ ଦେଲେ ଏମିତି ପରାମର୍ଶ

ଦାରିଙ୍ଗବାଡ଼ି,୨୬ ।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ ପଡିଆଠାରେ ବ୍ଲକ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ…

ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦିନ ଖାତାକୁ ଆସିବ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି

କଟକ,୨୬ା୧: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କଟକସ୍ଥିତ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି…

କଟକରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକ,୨୬ା୧: ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ…

ଟୁବି ଫେରିଘାଟରେ ତହସିଲଦାରଙ୍କ ଚଢ଼ାଉ

ମହାକାଳପଡ଼ା,୨୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର-ଖରିନାଶି ଟୁବି ଫେରିଘାଟ ଡଙ୍ଗା ଚଳାଚଳକୁ ନେଇ ଉଭୟ ପଞ୍ଚାୟତ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ଏହି ଫେରିଘାଟ ଡଙ୍ଗା ୧୯୮୪ଠାରୁ ବତୀଘର ପଞ୍ଚାୟତ ନିୟନ୍ତ୍ରଣରେ ବ୍ଲକ ପ୍ରଶାସନ ପକ୍ଷରୁ ନିଲାମ…

ପୁରୀ ବିମାନବନ୍ଦର ଭାଗ୍ୟ ଡେଲୋଇଟ୍‌ ହାତରେ

ଭୁବନେଶ୍ୱର,୨୬ା୧(ସୁନିତ୍‌ ମିଶ୍ର): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ପୁରୀ ବିମାନବନ୍ଦର ନିର୍ମାଣଠାରୁ ଆରମ୍ଭକରି ବିମାନ ଚଳାଚଳ ପର୍ଯ୍ୟନ୍ତ ସବୁ ଦାୟିତ୍ୱ ନେବ। ଯେପରିକି ଭୁବନେଶ୍ୱର ଏବଂ ଝାରସୁଗୁଡ଼ା ବିମାନବନ୍ଦର ଦାୟିତ୍ୱ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ଚଲାଉଛି। ହେଲେ ଜୟପୁର, ରଙ୍ଗେଇଲୁଣ୍ଡା…

ମଦ ଠିକାକୁ ନେଇ ହତ୍ୟାକାଣ୍ଡ: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଗୁଦୁରାମୁଣ୍ଡାରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ବରପାଲି ଥାନା କନବାର ଗ୍ରାମର ମହେଶ୍ୱର ବେହେରାଙ୍କ ମୃତ୍ୟୁ ହୋଇଛି। ତାଙ୍କ ଭାଇ ଟିକେଶ୍ୱର ମଧ୍ୟ ଆହତ ହୋଇଛନ୍ତି। ପୋଲିସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୁଦୁରାମୁଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?