୨୮ରେ ସଂଯୁକ୍ତ କୃଷକ ସଙ୍ଗଠନର ଆନ୍ଦୋଳନ
ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ):ବିଦ୍ୟୁତ୍ ସମସ୍ୟାକୁ ନେଇ ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ଆନ୍ଦୋଳନମୁହାଁ ହୋଇଛି। କୃଷିକ୍ଷେତ୍ରରେ ବ୍ୟବହୃତ ବିଦ୍ୟୁତ୍ ଏବଂ ଘରୋଇ ବିଦ୍ୟୁତ୍ ବିଲ୍କୁ ନେଇ ସଙ୍ଗଠନ ଉଦ୍ବେଗ ପ୍ରକାଶ କରି ଏହାର ସମାଧାନ ପାଇଁ ବାରମ୍ବାର ସରକାର ତଥା ବିଭାଗୀୟ…
ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା:ଆନ୍ଦୋଳନ ପାଇଁ ବିରୋଧୀଙ୍କ ସଜବାଜ
ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଆନ୍ଦୋଳନ ତେଜି ଉଠିଛି। ଗୁରୁବାର ସ୍ଥାନୀୟ କୋଶଲ ଛାତ୍ର ୟୁନିୟନ ଉକ୍ତ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ…
ହତ୍ୟା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କଲେ ପୁଅ
ବାରିପଦା,୨୪।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଶନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା…
ଆକାଶିଆ ଜଙ୍ଗଲରେ ନିଆଁ ଲଗାଇ ଦେଲେ
ପାଟଣା,୨୩ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ରାସ୍ତା ପାର୍ଶ୍ୱ ହନୁମାନ ଛକ ନିକଟ ଖୁଣ୍ଟାପଡା ଗ୍ରାମ ନିକଟରେ ଥିବା ଏକର ଏକର ପରିମିତ ୟୁକାଲିପଟାସ ଓ ଆକାଶିଆ ଜଙ୍ଗଲରେ ଗୁରୁବାର ଅପରାହ୍ନରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ।…
କ୍ଷେତରେ ଧାନ ରୋଇଲେ ଛାତ୍ରୀଛାତ୍ର
ବରଗଡ଼,୨୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଗ୍ରୁପ ଅଧୀନ ବିକାଶ ଆବାସିକ ବିଦ୍ୟାଳୟର ଦ୍ୱିତୀୟରୁ ପଞ୍ଚମ ଶ୍ରେଣୀ ଛାତ୍ରୀଛାତ୍ର ଜାତୀୟ ଶିକ୍ଷାନୀତି(ଏନଇପି)-୨୦୨୦କୁ ଅନୁଧ୍ୟାନ କରି ଗୁରୁବାର ଏକ ନିଆରା କାର୍ଯ୍ୟକ୍ରମ କରିଛନ୍ତି। ବିଦ୍ୟାଳୟର ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…
ମାଘରେ ବଢୁଛି ତାତି: ପାରଳାଖେମୁଣ୍ଡିରେ ସର୍ବାଧିକ ୩୪.୨ ଡିଗ୍ରୀ
ଭୁବନେଶ୍ୱର,୨୩ା୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, କଟକ,…
କ୍ଲାସ୍ରୁମ୍ରେ ଛାତ୍ରୀଙ୍କ ବଳାତ୍କାର ଉଦ୍ୟମ ମାମଲା: ଅଧ୍ୟକ୍ଷ, ଅଧ୍ୟାପକ ନିଲମ୍ବିତ
ଯାଜପୁର,୨୩।୧(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ବରୀ ଥାନା ଅଧୀନ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ କଲେଜର ଜଣେ ଛାତ୍ରୀଙ୍କୁ କ୍ଲାସ୍ରୁମ୍ରେ ବଳାତ୍କାର ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଥିଲା ା ଏହି ଘଟଣାକୁ ନେଇ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଥିଲା ା ପରିସ୍ଥିତି…
ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ: ରବି ଋତୁରେ ୨୦୦୦ ହେକ୍ଟର ଜମିକୁ ଯିବ ପାଣି
ବରଗଡ଼ ,୨୩।୧: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ସମ୍ବଲପୁର ଓ ବରଗଡ଼ ଜିଲା ଗସ୍ତ କରି ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାର…
ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ତାଗିଦ୍
ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରାଯାଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଛତ୍ରପୁର ବ୍ଲକର ୪, ଗଞ୍ଜାମ ବ୍ଳକର ୪ ଓ ପୁରୁଷୋତ୍ତମପୁର ବ୍ଲକର ୩ ଜଣ…
ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ ଉଦ୍ଧାର ହେଲା ଫିସିଂ କ୍ୟାଟ୍
ବାରିପଦା,୨୩।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧିନ ଦେଉଳି ରେଞ୍ଜ କୁଳିଅଣା ସେକ୍ସନ କନିଆଁଲୁକା ଗ୍ରାମର ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ ଜଙ୍ଗଲ ବିଲେଇ ବା ଫିସିଂ କ୍ୟାଟ୍କୁ ବନବିଭାଗର କର୍ମଚାରୀମାନେ ଗୁରୁବାର ଅପରାହ୍ନ ୩ଟାରେ ଉଦ୍ଧାର…
ମିଶନ ଶକ୍ତି ଭବନ ଉଦ୍ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୩।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ନିକଟରେ ପ୍ରାୟ ୩୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ମିଶନ ଶକ୍ତି ଭବନକୁ ଗୁରୁବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦ୍ଘାଟନ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି…
ସରପଞ୍ଚଙ୍କ ମଧ୍ୟସ୍ଥତାରେ ବିବାହ ବନ୍ଧନରେ ବାନ୍ଧି ହେଲେ ପ୍ରେମୀଯୁଗଳ
ନାକଟିଦେଉଳ,୨୪ା୧(ବୈକୁଣ୍ଠନାଥ ସାହୁ): ଦୀର୍ଘ ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ହେଲେ ଉଭୟଙ୍କ ବାହା ଘରେ ବାଧକ ସାଜିଥିଲେ ଉଭୟଙ୍କ ପରିବାର ଲୋକେ। ତେବେ ସ୍ଥାନୀୟ ସରପଞ୍ଚଙ୍କ ଉଦ୍ୟମକ୍ରମେ ଶିବ ମନ୍ଦିରରେ ପ୍ରେମୀ ଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ଘଟଣା…

