ଆମ ଜିଲା ଖବର

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି । ସରକାରୀ ପ୍ରାଥମିକ ବିଦ୍ୟାଳୟ କୌଣସି ଛୁଟି ନଥାଇ ସୋମବାର ବନ୍ଦ ରହିଥିଲା ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର ସେ ପାରଳାଖେମୁଣ୍ଡି ଏସଡିଜେଏମ୍ ଅଦାଲତରେ ଆତ୍ମସମର୍ପଣ କରିବା ପରେ ଦାଖଲ କରିଥିବା ଜାମିନ…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ ସାଥି’ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଏହି…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଆଣ୍ଡାମାନ ନିକୋବର ରାଜ୍ୟ ସନ୍ତରଣ ସଂଘ ଓ ଆଣ୍ଡମାନ ନିକୋବର ରାଜ୍ୟ ଅଲିମ୍ପିକ…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର ରାଜ୍ୟକୁ ଯାଇଥିଲେ ଛାତ୍ର । ହେଲେ ଫେରିଲାନି ତାଙ୍କ ସ୍ୱପ୍ନ, ଫେରିଲା କେବଳ…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ଉପଖଣ୍ଡସ୍ତରୀୟ ପ୍ରସ୍ତୁତି ବୈଠକ ସୋମବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ ଟଙ୍କା ଲୁଟ ଅଭିଯୋଗରେ କେସିଙ୍ଗା ପୋଲିସ ଦୀପୁ ନାୟକ ନାମକ ଜଣେ ଯୁବକଙ୍କୁ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି ପଡିଛି । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ ରେ ଏକ ଧାନ…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା ବୁଲାଇଛନ୍ତି ଦୁର୍ବୃତ୍ତ। ଘରର ତାଲା ଭାଙ୍ଗି ପ୍ରାୟ ୭୦ ଭରି ସୁନା ଅଳଙ୍କାର…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସୋମବାର ଉକ୍ତ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର ଛକ ନିକଟସ୍ଥ ପଣସଗୁଡା ରାସ୍ତା ପାର୍ଶ୍ୱରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଯାଇ…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ ମରାମତି ହୋଇ ନାହିଁ । ଏନେଇ ପଞ୍ଚାୟତ ଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?