ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ, କରେଣ୍ଟ ଲାଗି ଟଳିପଡ଼ିଲେ ଦମ୍ପତ୍ତି
କୋରାପୁଟ,୨୧।୧(ଅମିତାଭ ବେହେରା): ସୋମବାର ବିଳମ୍ବିତ ରାତିରେ ନନ୍ଦପୁର ବ୍ଲକର ଗେରୁପୁଟ ଗ୍ରାମ ନିକଟ ଜଙ୍ଗଲରେ ବିଦ୍ୟୁତ ସ୍ପର୍ଶରେ ଏକ ଦମ୍ପତିଙ୍କ ମୃତ୍ୟୁୁ ହୋଇଥିବା ନନ୍ଦପୁର ଥାନା ପକ୍ଷରୁ ଜଣାଯାଇଛି। ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବାବେଳେ ଅଘଟଣ, ବବିଦ୍ୟୁତ ତାର ସଂସ୍ପର୍ଶରେ ଆସି…
ଘରକୁ ମାଡ଼ିଗଲା ହାଇଓ୍ବା: ବର୍ତ୍ତିଗଲେ ପରିବାର
ଆସିକା,୨୧।୧(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଏନ୍ଏସିର ସୁନାମ୍ବ ରଥ ଦାଣ୍ଡସାହି ନୃସିଂହ ମନ୍ଦିର ନିକଟରେ ମଙ୍ଗଳବାର ଭୋର ୫ଟା ସମୟରେ ଏକ ବାଲି ବୋଝେଇ ହାଇୱା ରାସ୍ତାକଡରେ ଥିବା ଏକ ଘର ଉପରକୁ ମାଡି ଯାଇଛି। ତେବେ ଏହି…
ଗାଡ଼ି ଚାଳକଙ୍କୁ କୋର୍ଟ ଚାଲାଣ
ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ସୋମବାର ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ମେଣ୍ଡରାଜପୁର ଗ୍ରାମର ଗାଡ଼ି ଚାଳକ କବିସୂର୍ଯ୍ୟ ପାତ୍ର ଓରଫ କବିଙ୍କୁ ସୋମବାର ଦିଗପହଣ୍ଡି ପୋଲିସ ଗିରଫ କରି ଥାନା ମାମଲା ନଂ.୩୧/୨୫ ଅନୁଯାୟୀ କୋର୍ଟ ଚାଲାଣ କରିଛି।…
ଅସହ୍ୟ ଜାଡ଼,କମୁନି ତୁଷାରପାତ: ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡି, ୨୧।୧ (ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଜାଡ଼ ଜାରି ରହିଛି। ତାପମାପକ ଯନ୍ତ୍ରରେ ତାପମାତ୍ରା ବୃଦ୍ଧି ହୋଇଥିବା ରେକର୍ଡ ସଂଗ୍ରହ କରାଯାଇଛି। ମଙ୍ଗଳବାର ସକାଳ ସମୟରେ ୧୧.୫ ରହିଥିବା ବ୍ଲକ ପ୍ରଶାସନ ସୂତ୍ର ରୁ ଜଣାପଡିଛି ଯାହାକି…
ଆଜି ବରଗଡ଼ରେ ୧୨ଘଣ୍ଟିଆ ବନ୍ଦ ପାଳନ: ପୀଡ଼ିତାଙ୍କୁ ନ୍ୟାୟ ଦାବି
ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ୪୮ ଘଣ୍ଟା ପରେ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପୀଡ଼ିତା ଏବେ ମଧ୍ୟ ଭୀମସାର୍, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।ଏହି ଘଟଣାର ପ୍ରତିବାଦରେ ଆଜି ୧୨…
ଡିଇଓଙ୍କ ଅଫିସ ଆଗରେ ପଢ଼ିଲେ ଛାତ୍ରୀଛାତ୍ର
ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେତେବେଳେ ଜିଲାରେ ନକଲୀ ଶିକ୍ଷକକୁ ନେଇ ଚର୍ଚ୍ଚା ଜୋର୍ ଧରି ଥିବାବେଳେ ଆଉକେବେ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଅନୁପାତରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଅଭାବ ନେଇ ଅସନ୍ତୋଷ ଦେଖାଯାଇଛି। ଏଭଳି ଅସନ୍ତୋଷ ଆନ୍ଦୋଳନ ରୂପ…
୨୧ରେ ବରଗଡ଼ ବନ୍ଦ, ବଢୁଛି ସମର୍ଥନ
ବରଗଡ଼୨୦।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୯ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ…
ବେଆଇନ ବାଲି ଚୋରାଚାଲଣ ବେଳେ ଧରପଗଡ: ୫ ଲକ୍ଷ ୩୦ ହଜାର ଟଙ୍କା ଫାଇନ ଆଦାୟ
ଭବାନୀପାଟଣା,୨୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ତହସିଲରେ ବେଆଇନ ଭାବେ ବାଲି ଓ ପଥର ଚୋରାଚାଲାଣ ରୋକିବା ପାଇଁ ଜିଲା ମାଇନିଂ(ଖଣି) ବିଭାଗ ଅଣ୍ଟା ଭିଡିଛି। ଜିଲାରେ ଏସବୁ ରୋକିବା ପାଇଁ ଆକ୍ସନ ମୁଡକୁ ଓହ୍ଲାଇଛି ଖଣି ବିଭାଗ। ଏଥିପାଇଁ…
ଧନୁଯାତ୍ରାରୁ ନିଖୋଜ ଯୁବତୀଙ୍କୁ ବଳାତ୍କାର ମାମଲା: ଭାଜପା କହିଲା, ଫେରାର ମୁଖ୍ୟ ଅଭିଯୁକ୍ତ ବିଜେଡ଼ି ନେତାଙ୍କ…
ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ସମୟରେ ନିଖୋଜ ଯୁବତୀଙ୍କୁ ଅପହରଣ, ବଳତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଉକ୍ତ ମାମଲାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ବରଗଡ଼ ବିଧାୟକ…
ଖବର ପ୍ରକାଶିତ ପରେ ଜଙ୍ଗଲ ବିଭାଗର ତତ୍ପରତା, ଧରା ହେଲା ଗୋଠ ଛଡା ଭାଲୁ
କୋକସରା,୨୦।୧: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘଦିନ ଧରି କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଶିଉନି ଗ୍ରାମ ଅଞ୍ଚଳରେ ଏକ ଗୋଠ ଛଡା ଭାଲୁ ଦିନ ଦ୍ବିପ୍ରହରରେ ଗାଁର ବିଭିନ୍ନ ସ୍ଥାନରେ ବୁଲୁଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ…
ଦୁର୍ଗମ ଅଞ୍ଚଳରେ କରୁଣ ଚିତ୍ର, ଇ – କେୱାଇସି ଅପଡେଟ୍ କରିବା ପାଇଁ ପାହାଡ଼ ଚଢୁଛନ୍ତି ଲୋକେ
ଥୁଆମୂଳ ରାମପୁର,୨୦।୧(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ଉପରେ ଯୋଜନା କରୁଥିଲେ ମଧ୍ୟ ଅପହଞ୍ଚ ଅଞ୍ଚଳରେ ନେଟୱର୍କ ସମସ୍ୟାର ସୁଧୁରି ପାରୁନାହିଁ l ଯେଉଁ ଯୋଜନାକୁ ସାଧାରଣ ଲୋକ ଅନଲାଇନ ମାଧ୍ୟମରେ କରିବାକୁ ପଡେ ତାହା ନେଟୱାର୍କ…
ସୀମାନ୍ତରେ ପୁଣି ଗୁଳି ବିନିମୟ: ୨ ମାଓବାଦୀ ନିହତ, ଜଣେ ଯବାନ ଆହତ
ନୂଆପଡ଼ା,୨୦ା୧(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ଛତିଶଗଡ-ନୂଆପଡ଼ା ଜିଲା ସୀମାନ୍ତରେ ପୁଣି ମାଓବାଦୀ ଓ ଯୁବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣେ ମାଓବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ନିହତ ମାଓବାଦୀ ଓ ଆହତ…

