ଆମ ଜିଲା ଖବର

ଟ୍ରକ୍‌କୁ ଧକ୍କା ଦେଲା ବସ୍‌: ବାପା-ଝିଅଙ୍କ ଜୀବନ ଚାଲିଗଲା,୨୦ରୁ ଊର୍ଦ୍ଧ୍ୱ ଆହତ

ମାଲକାନଗିରି,୧୮ା୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରିରୁ ବିଶାଖାପାଟଣାସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ଟି ରାସ୍ତାରେ ଖରାପ ହୋଇ ଛିଡ଼ାହୋଇଥିବା ଏକ ଟ୍ରକ୍‌କୁ ଧକ୍କାଦେବା ଫଳରେ ଘଟଣାସ୍ଥଳରେ ବାପଝିଅଙ୍କର ମୃତ୍ୟୁ…

ଯୋଗାଣ ମନ୍ତ୍ରୀଙ୍କ ଗସ୍ତ ପରେ ବଢ଼ିଲା ଧାନ ସଂଗ୍ରହ ପରିମାଣ: ୪୪୭୯ ଚାଷୀଙ୍କଠାରୁ କିଣା ଗଲାଣି ୨୩୯୫୯.୬୩ କ୍ୱିଣ୍ଟାଲ ଧାନ

ଭଦ୍ରକ, ୧୮।୧(ସନାତନ ରାଉତ)- ସରକାରୀ ଦରରେ ଧାନ କ୍ରୟ ବ୍ୟବସ୍ଥା ତଦାରଖ ଓ ମଣ୍ଡି ପରିଦର୍ଶନ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଭଦ୍ରକ ଜିଲା ଗସ୍ତ ପରେ ମଣ୍ଡିରେ ଧାନ କିଣା ହାର ବୃଦ୍ଧି ହୋଇଛି l ଭଣ୍ଡାରି…

ବାରଖମା ପଞ୍ଚାୟତକୁ ନୂଆ ବ୍ଲକ ଗଠନ ଦାବି

ବାଲିଗୁଡ଼ା,୧୮ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମାକୁ ନୂତନ ବ୍ଲକ ଘୋଷଣା ଦାବିରେ ଶନିବାର ୧୫ ନମ୍ବର ଜିଲାପରିଷଦ ଜୋନ୍‌ର ୮ ପଞ୍ଚାୟତର ଶତାଧିକ ଲୋକ ନିଜ ନିଜ ପାରମ୍ପରିକ ବେଶଭୂଷା ସହ ଅସ୍ତ୍ରଶସ୍ତ୍ର ଧରି ବାଲିଗୁଡ଼ାରେ ଗର୍ଜନ…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡ଼ିତାଙ୍କ ପୋଷାକ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଏବେ ବରଗଡ଼ ସହର ଉଠୁଛି ଓ ପଡ଼ୁଛି। ଏଭଳି ସ୍ଥିତିରେ ଏହି ମାମଲାକୁ ନେଇ ଜିଲା କଂଗ୍ରେସ ଏକ ସଙ୍ଗୀନ…

ଚିଲିକାରେ କମିଲା ବିଦେଶୀ ପକ୍ଷୀ ସଂଖ୍ୟା

ଖୋର୍ଦ୍ଧା,୧୮ା୧: ଚଳିତବର୍ଷ ଚିଲିକାରେ କମିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ଚଳିତ ବର୍ଷ ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀଙ୍କ ସଂଖ୍ୟା ରହିଛି। ତେବେ ଗତବର୍ଷ ତୁଳନାରେ ୧୦ ହଜାର ୫୩୧ କମ୍‌ ବିଦେଶୀ ପକ୍ଷୀ ରହିଥିବା ଗଣନାରୁ ଜଣାପଡ଼ିଛି। ପକ୍ଷୀଙ୍କ…

ଯୋଡ଼ାବନ୍ଧ ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରିଡା ପ୍ରତିଯୋଗିତା ଉଦ୍‌ଯାପିତ

ଲାଞ୍ଜିଗଡ଼,୧୮।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଯୋଡ଼ାବନ୍ଧ ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗିତାରେ ଯୋଡ଼ାବନ୍ଧର ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ…

କୋରାପୁଟ ଡିଭିଜନ: ୬ ରେଞ୍ଜରେ ୫୪୧୩ ପକ୍ଷୀ ଚିହ୍ନଟ

କୋରାପୁଟ,୧୮ା୧(ଅମିତାଭ ବେହେରା)- କୋରାପୁଟ ବନଖଣ୍ଡ ଅଧିନରେ ଥିବା ୬ ରେଞ୍ଜରେ ବିଭାଗ ପକ୍ଷରୁ ଶନିବାର ପକ୍ଷୀ ଗଣନା କାର୍ଯ୍ୟ ଶେଷ ହୋଇଥିବା ବେଳେ ମୋଟ ୫୪୧୩ ପକ୍ଷୀ ଚିହ୍ନଟ କରାଯାଇଛି। କୋରାପୁଟ ରେଞ୍ଜରେ ୧୮ ପ୍ରକାରର ୨୦୧୨ ପକ୍ଷୀ, ବାଲଡା ରେଞ୍ଜରେ…

ଭାଜପା ଛାଡ଼ି ବିଜେଡିରେ ଯୋଗଦେଲେ ସରପଞ୍ଚ, ପଞ୍ଚାୟତ ପ୍ରତିନିଧି

ହିଞ୍ଜିଳିକାଟୁ,୧୮ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ଶନିବାର ବିଭିନ୍ନ ପଞ୍ଚାୟତ ଜନପ୍ରତିନିଧି ଓ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ଭାଜପା ଛାଡ଼ି ସେମାନେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି। ବୁରୁପଡ଼ା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ସମେତ ପଞ୍ଚାୟତ ପ୍ରତିନିଧି…

ବୁଗୁଡାର ନୂତନ ବିଡିଓ ଭାବେ ଯୋଗଦେଲେ ଦୂତିକୃଷ୍ଣ ପାତ୍ର

ବୁଗୁଡ଼ା,୧୮।୧(କାଳିଚରଣ ଦାଶ): ବୁଗୁଡ଼ା ବ୍ଲକରେ ନୂତନ ବିଡିଓ ଭାବେ ଦୂତିକୃଷ୍ଣ ପାତ୍ର ଯୋଗଦେଇଛନ୍ତି । ପାତ୍ର ପୂର୍ବରୁ କୋରାପୁଟ ମ୍ୟୁନିସିପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ସେ ବୁଗୁଡ଼ା ବିଡିଓ ଭାବେ ଯୋଗଦେବା ପରେ ବ୍ଲକ କର୍ମଚାରୀ ମାନେ ତାଙ୍କୁ…

ଲାଞ୍ଜିଗଡ଼ ବ୍ଲକ ଯନ୍ତ୍ରୀଙ୍କୁ ମାଡ଼ ମାରି ଗାଳିଗୁଲଜ କରିଥିଲେ, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ଲାଞ୍ଜିଗଡ, ୧୮।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ମାଡ ମାରିବା ଓ ଗାଳିଗୁଲଜ ଅଭିଯୋଗରେ ୩ ଜଣ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ବିଜେପୁର ପୋଲିସ I ସେମାନେ ହେଲେ ବେନଗାଁ ପଞ୍ଚାୟତ ପଦ୍ମଥୋପା ଗ୍ରାମର…

ବିବାହିତା ମହିଳାଙ୍କୁ ଜୋର୍‌ ଜବରଦସ୍ତ ଉଠାଇନେଲେ, ଥାନାରେ ପହଞ୍ଚିଲେ ଝିଅ

ଦିଗପହଣ୍ଡି,୧୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା ଗୁପ୍ତେଶ୍ୱର ଶୈବପୀଠ ନିକଟ ରସ୍‌ ଫ୍ୟାକ୍ଟ୍ରି ନିକଟରୁ ଜଣେ ବିବାହିତା ମହିଳାଙ୍କୁ ଜୋର୍‌ ଜବରଦସ୍ତ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ସେ ଫ୍ୟାକ୍ଟ୍ରି…

ପ୍ରେମିକଙ୍କ ଫଟୋ ଧରି ଆତ୍ମହତ୍ୟା କରିଥିଲେ ନାବାଳିକା, ବାପା ଆଣିଲେ ଏମିତି ସାଂଘାତିକ ଅଭିଯୋଗ ଜାଣିଲେ…

କେନ୍ଦୁଝର,୧୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମର ଉଦୟ ବଲ୍ଲଭ ବାରିକଙ୍କ ଝିଅ ରୂପଶ୍ରୀ (୧୬) ଗତ ୧୩ ତାରିଖ ରାତିରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?