ଆମ ଜିଲା ଖବର

ଦୋଳିରୁ ଖସି ଛାତ୍ରଙ୍କ ଜୀବନ ଗଲା

କଳିଙ୍ଗନଗର,୧୮ା୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଟମକା ଥାନା ନୟା ବଗପାଟିଆ ପ୍ରାଇମେରୀ ସ୍କୁଲରେ ଶନିବାର ଏକ ଅଘଟଣ ଘଟିଛି। ଦୋଳି ଖେଳୁଥିବା ବେଳେ ଦୋଳିରୁ ପଡ଼ି ୪ର୍ଥ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ସମ୍ପର୍କୀୟଙ୍କ ଦ୍ୱାରା ସ୍କୁଲ ଶିକ୍ଷକ ଅଟକ…

୩ ଦିନ ହେବ ଘରକୁ ଫେରି ନ ଥିଲେ, ଆଜି ବୈତରଣୀରୁ ମିଳିଲା ମୃତଦେହ

ଆନନ୍ଦପୁର,୧୮ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ଅମାରଙ୍ଗ ବୈତରଣୀ ନଦୀ ଘାଟରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସୂଚନାରୁ ଜଣାପଡ଼ିଛି, ଧକୋଠା ଅମାରଙ୍ଗ ଗ୍ରାମର ଚିନ୍ତାମଣି ପଲେଇ (୫୨)ତିନି ଦିନ ହେବ ନିଖୋଜ ଥିଲେ। ପରିବାର…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡିତାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନକୁ ଓହ୍ଲାଇବାକୁ ବିଜେଡିର ଚେତାବନୀ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏ ପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ…

ହୋ ସମ୍ପ୍ରଦାୟର ମକରରେ ନିଆରା ହେସାରାଘା ପର୍ବ: ନୃତ୍ୟ ଗୀତର ତାଳେତାଳେ ନାଚିଲେ…

ପାଟଣା,୧୮।୧(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗ୍ରାମରେ ଶୁକ୍ରବାର ସାରେରେ ହୋ ସମ୍ପ୍ରଦାୟର ହେଶା ରେଗା ମାର୍ଶାଲ ଯୁବକ ସଂଘ ପକ୍ଷରୁ ମକର ମହୋତ୍ସବରେ ହେସା ରାଘା ପର୍ବ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭାରେ ଭାଜପା ପୂର୍ବତନ ପାଟଣା…

ପାଟଣା ରେଞ୍ଜରେ ପକ୍ଷୀଗଣନା ଆରମ୍ଭ : ଗତବର୍ଷ ତୁଳନାରେ…

ପାଟଣା,୧୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଶନିବାର ଠାରୁ ପକ୍ଷୀଗଣନା ଆରମ୍ଭ ହୋଇଛି। ରେଞ୍ଜର ଖିରେଇଟାଙ୍ଗିରି ସେକ୍ସନର ବଡ଼ବନ୍ଧ ଏବଂ ରାଜନଗର ନିକଟ ବୈତରଣୀ ନଦୀର ଚଢେଇକୁଦୁର ଘାଟରେ ପକ୍ଷୀ ଗଣନା କାର୍ଯ୍ୟରେ ୨ଟି ଟିମ୍‌ରେ ୧୦ ଜଣ କର୍ମଚାରୀ…

ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ଅଚାନକ ପହଞ୍ଚତ୍ଥିଲେ। ପୂର୍ତ୍ତ ବିଭାଗ ବଙ୍ଗଳାରେ କିଛି ସମୟ ରହିବା ପରେ ମନ୍ତ୍ରୀ ନାୟକ…

ଦୀଘା ମୁହାଣରେ ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭୋଗରାଇ, ୧୮।୧ ( ପ୍ରଦୀପ ଦାସ ): ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ଏକ ମାଛଧରା ଟ୍ରଲର ବଡିଯାଇଛି। ମାଛ ମାରି କୂଳକୁ ଫେରୁଥିବା ବେଳେ ଯାନ୍ତ୍ରିକ ତ୍ରୁଟି ଓ ଅଧିକ ଓଜନର ମାଛ ବୋଝେଇ ଯୋଗୁ ସମୁଦ୍ରରେ…

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଘଟୁଥିବା ସୂଚନା ମିଳିଛି। ଶନିବାର ବରଗଡ଼…

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ ନିକଟରେ ହୋଇଛି। ଏହି ଦୁର୍ଘଟଣାରେ ମାଲକାନଗିରି ଜିଲା ପଡ଼ିଆ ବ୍ଲକର ଏମଭି ୫୮ ଗ୍ରାମର…

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା ନଂ.୩୯/୨୫ ଅନୁଯାୟୀ ବ୍ରହ୍ମପୁର ସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରିଥିଲେ। ଜାମିନ ନାମଞ୍ଜୁର…

ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀର ବୟସ ୧୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ହାତୀର…

ମାମୁ-ଭାଣିଜୀଙ୍କୁ ଧକ୍କାଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ…

ଆନନ୍ଦପୁର,୧୮।୧(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜଲା ଆନନ୍ଦପୁର ଥାନା ବିରିଡିହା ଛକ ନିକଟରେ ପିକପଭ୍ୟାନ ଧକ୍କାରେ ମାମୁ ଭାଣିଜୀ ଗୁରୁତର ହୋଇଛନ୍ତି। ଶନିବାର ସକାଳୁ ବିରିଡିହା ରଣାସାହି ଗ୍ରାମର ରବୀନ୍ଦ୍ର ରଣା (୫୬)ତାଙ୍କ ଭାଣିଜୀକୁ ବାଇକରେ ଧରି ବିରିଡିହା ବଜାରକୁ ଯାଇଥିଲେ l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?