ଆମ ଜିଲା ଖବର

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ ସୃଷ୍ଟି କରିଛି । ରାତି ପ୍ରାୟ ୧ଟାରୁ ପ୍ରାୟ ୪ ଘଣ୍ଟା ଧରି…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ ଅନୁସୂଚିତ ଜନଜାତି ଓ ଜାତି, ପଛୁଆ ବର୍ଗର ଜନ ବସତି ରହିଛି ।…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ ପୂଜା ପେଣ୍ଡାଲ ସହ ସମସ୍ତ ଡେକୋରେସନ ପୋଡି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ଆସିବା ପରେ ଚିନ୍ତାରେ ପଡ଼ିଛନ୍ତି ସେମାନେ। କେନ୍ଦୁଝର…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ଏଥିପାଇଁ ସିମନବାଡ଼ି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶୁଭ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ ତଥା ୪୮ ପାଟର ଇଷ୍ଟଦେବୀ ମା’ ପାଟଣେଶ୍ୱରୀଙ୍କ ମନ୍ଦିରରେ ନୂଆଁଖାଇ ପାଇଁ ନୂଆ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ ଜଣାଇଛନ୍ତି। ‘ଯୁବ ଖେଳାଳିମାନେ ପ୍ରେରଣା ଲାଗି ଉଦାହରଣ ସୃଷ୍ଟି କରୁଥିବା ଦେଖିବା ଆନନ୍ଦଦାୟକ।…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ ଆନନ୍ଦଉଲ୍ଲାସର ସହ ବିଘ୍ନବିନାଶକଙ୍କ ପୂଜାତ୍ସବ ପାଳିତ ହେଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଆଡ଼େ ଉତ୍ସବର ମାହୋଲ ସୃଷ୍ଟି ହୋଇଛି। ଆକର୍ଷଣୀୟ ଗଣେଶ ମୂର୍ତ୍ତି ସାଙ୍ଗକୁ ବିଭିନ୍ନ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ ଅବସ୍ଥାନ କରୁଥିଲେ ଓ ରାତି ହେଲେ ଗାଁ ମୁହାଁ ହେଉଥିଲେ। ଶୁକ୍ରବାର ରାତିରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ଓ କାର୍‌ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?