ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ
ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ ଅବସ୍ଥିତ। ନେଟଓ୍ବାର୍କ ସମସ୍ୟା ଯୋଗୁ ଛାତ୍ରୀଛାତ୍ରୀଙ୍କ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଥିବା ବେଳେ…
ସ୍କୁଲରେ ପଶିଲା ସାପ, ଆଉ ତା’ପରେ…
ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି। ସୂଚନା ଅନୁଯାୟୀ, ସ୍କୁଲର ଏକ କୋଠରୀରେ ଚାଉଳ, କାଠ ଆଦି ଜିନିଷ ରଖାଯାଇଥିଲା।…
ସେବା ପାଇଁ ଉତ୍ସର୍ଗୀକୃତ ଭଞ୍ଜନଗର ରୋଟାରୀ କ୍ଲବ: ବିଭିନ୍ନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା
ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଳବର ୧୯ ତମ ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ଜଗନ୍ନାଥ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥିମାନେ ଯୋଗଦେଇ ରୋଟାରୀ କ୍ଳବ ସର୍ବଦା ସେବା ପାଇଁ ଉତ୍ସର୍ଗୀକୃତ ବୋଲି କହିଥିଲେ। ମୁଖ୍ୟ ଅତିଥି…
ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ
ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ ଯୁବକଙ୍କୁ ଅଭିନନ୍ଦନ ଜଣାଇ ସୋମବାର ଜିଲା ସଭାପତି ଶ୍ରୀହର୍ଷ ରଥଙ୍କ ସଭାପତିତ୍ୱରେ ଛତ୍ରପୁର…
ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା
ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ଦାନ ମାଝୀଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ଫିଲ୍ମ…
ରେଳ ଟ୍ରାକ୍ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍
ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍ ଉପରେ ପ୍ରାୟ ଦୁଇ ଫୁଟ ବର୍ଷା ପାଣି ଜମିଯିବାରୁ କୋରାପୁଟ–ବିଶାଖାପାଟଣମ୍ ଯାତ୍ରୀବାହୀ ଟ୍ରେନ୍…
ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…
ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍ପି ଧର୍ମେନ୍ଦ୍ର ପ୍ରଭାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଧର୍ମେନ୍ଦ୍ର ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ…
ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ
ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ ଏବଂ ଗୋଟିଏ କାଂସ୍ୟ ପଦକ ହାସଲ କରିଛନ୍ତି । କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ…
ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…
କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ ଶହ ଶହ ଖାଲ ଢିପ ହୋଇଥିବାରୁ ବର୍ଷା ଦିନରେ ଲୋକମାନେ ଯାତାୟାତ ସମସ୍ୟାର…
କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….
କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଉତ୍ତରକୂଳ ଗ୍ରାମର ସବିତା ଜେନା ନାମ୍ନୀ ଜଣେ ମହିଳା…
ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍ ରହିଲେ…
ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯାଇଛି। ଏହି ଅବସରରେ ମହାବିଦ୍ୟାଳୟରେ ପାଦ…
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ
ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି। ଅଦାଲତଙ୍କ ପକ୍ଷରୁ ଜାରି ହୋଇଥିବା ଗିରଫ ପରୱାନା ପରେ ସେ ନିଜ ଓକିଲଙ୍କ…

