ଜମି ବିବାଦରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା
କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ନେଇ ଲକ୍ଷ୍ମୀପୁରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ…
ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର
ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…
ଭୟଙ୍କର ଅଗ୍ନିକାଣ୍ଡ: ୨ ପରିବାରର ଘର ଜଳି ପୋଡ଼ି ଛାରଖାର
କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ଶ୍ରୀ ବଳଦେବଜୀଉ ମନ୍ଦିର ନିକଟରେ ଅଗ୍ନିକାଣ୍ଡ ଘଟି ଦୁଇଟି ପରିବାରର ୭/୮ ଟି ଘର ଜଳି ପୋଡ଼ି ଛାରଖାର ହୋଇଯାଇଛି। ସା ପ୍ରାୟ ୭.୩୦ରେ ପ୍ରଥମେ ଗଣେଶ୍ୱର ମହାରଣାଙ୍କ ଘରେ କେହି…
ସବୁଠି ଚାଲିଛି ମିଲର୍ଙ୍କ ରାଜୁତି, ମିଲର୍ଙ୍କ ମନମାନିକୁ ନେଇ ଜିଲା ଯୋଗାଣ ବିଭାଗ ନିକଟରେ ଦ୍ୱାରସ୍ଥ ହେଲେ ଚାଷୀ
ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଏବେ ସବୁଠି ମିଲର୍ଙ୍କ ମନମାନିକୁ ନେଇ ଚାଷୀଙ୍କ ଅଭିଯୋଗ। କେଉଁଠି ମିଲର ୭୫ କେଜି ଧାନ ବସ୍ତାରେ ୭୯ କେଜି ମାଗୁଛନ୍ତି ତ କେଉଁଠି ୭୮ କେଜି ମାଗୁଛନ୍ତି ନଚେତ ଧାନ ଉଠିବ ନାହିଁ ବୋଲି ଚାଷୀଙ୍କୁ କହୁଛନ୍ତି…
ଧନୁଯାତ୍ରା ଦେଖିବାକୁ ଯାଇ ଗଣବଳାତ୍କାରର ଶିକାର! ଏଯାଏ ଧରାପଡିନାହାନ୍ତି ଅଭିଯୁକ୍ତ, ଉଦ୍ବେଗ ପ୍ରକାଶ କଲେ ମହିଳା ସମିତି
ବରଗଡ଼,୧୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କ ଉଦ୍ଧାର ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ତେବେ…
ଜଙ୍ଗଲ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ
ପାପଡ଼ାହାଣ୍ଡି,୧୬।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଫୋରେଷ୍ଟ ଅଧୀନ ବତାସର ପ୍ରସ୍ତାବିତ ଜଙ୍ଗଲରେ ଗୁରୁବାର ଜଙ୍ଗଲ ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜଙ୍ଗଲ ସୁରକ୍ଷା ନେଇ ଆଲୋଚନା ହୋଇଥିଲା। ନୂତନ ଭାବେ ନବୀକରଣ…
ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ, କଳାବାଘ ହତ୍ୟା ପରେ ତପ୍ତର ପ୍ରଶାସନ
ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ ମିଶି ପାଟ୍ରୋଲିଂ କରିବା ସହିତ ଫୋର୍ସ ରେଡ୍ କରିବେ ବୋଲି ସୂଚନା ଦେଇଛନ୍ତି ମୟୂରଭଞ୍ଜ…
ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…
ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି ଥିବା ଏକ ହଣ୍ଡାରେ ପଡ଼ି ଜଣେ ୨ ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ହୋଇଛି।…
ବାଇକରେ ଗଞ୍ଜେଇ ନେଇ ଯାଉଥିଲେ ନାବାଳକ, ଧରିଲା ପୋଲିସ
ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଗୁରୁବାର ସାରେ ବାଇକ ସହ ଗଞ୍ଜେଇ ଜବତ କରିଛି। ପୋଲିସ ଟିମ ୩୨୬ ନଂ ଜାତୀୟ ରାଜପଥ ପୋଡାମାରି – ତପ୍ତପାଣି ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଗଜପତି ଜିଲା ମୋହନାରୁ…
ଦିନ ଦ୍ବିପହରରେ ଏସ୍ପି ଅଫିସ ପାଖେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍
କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କ ବେକରୁ ସୁନା ଚେନ୍ ଟାଣିନେଲେ ଲୁଟେରା। ଏହି ଘଟଣା ବୁଧବାର ଘଟିଥିବା ଜଣାପଡିଛି। ତେବେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ଜଣେ ଦୋକାନୀ ପାଖରୁ ସିସିଟିଭି ଫୁଟେଜ ନେଇଛି। ଠିକ୍…
ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା
ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ(୩୭) । ମିଳିଥିବା ସୂଚନା…
ଗାଁ ପାହାଡ଼ରୁ ପଥର ଖୋଳୁଥିବାବେଳେ ଅଘଟଣ, ମାଟି ଅତଡ଼ା ଖସି ଶ୍ରମିକ ମୃତ
ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଆମ୍ବ ଗାଁ ନିକଟ କାଙ୍କରା ପାହାଡ଼ରୁ ମାଟି ଅତଡ଼ା ଖସି ଜଣେ ଶ୍ରମିକ ଗୁରୁବାର ମୃତ୍ୟୁବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମ ମିଲ ସାହିର ଏ.ପଞ୍ଚୁ…

