ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର
ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍ଏସ୍ଓ କ୍ଷେତୀଶ ପ୍ରିୟଦର୍ଶୀ ସାହୁ ପୂର୍ବ ବର୍ଷର ବିବରଣୀ ପଠନ କରିଥିଲେ। ଚଳିତଥର ଏହି ଜାତୀୟ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା
ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ…
ମଣ୍ଡିରେ ଧାନକିଣାରେ ଅବ୍ୟବସ୍ଥା: ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ
ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ଗୁରୁବାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସରକାର ଖୋଲିଥିବା ମଣ୍ଡିରୁ ତୁରନ୍ତ ଧାନକୁ କିଣି ନେବା ପାଇଁ ଦାବି କରି ରାସ୍ତା ଉପରେ ଧାନବସ୍ତାମାନ ରଖି…
ଧନୁଯାତ୍ରା ଦେଖିବାକୁ ଆସି ବଳାତ୍କାରର ଶିକାର ହେଲେ ଯୁବତୀ: ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ
ବରଗଡ଼,୧୬ା୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବାବେଳେ ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ…
୧୮ରୁ ଚିଲିକାରେ ପକ୍ଷୀଗଣନା
ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍, ପ୍ରତି ଟିମ୍ରେ…
ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଫରେଷ୍ଟ କର୍ମଚାରୀ ଗୁରୁତର
ଦେବଗଡ଼,୧୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ସଙ୍ଘାପସି ଗ୍ରାମରେ ହାତୀ ଆତଙ୍କ। ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଫରେଷ୍ଟ ସ୍କ୍ବାଡ୍ କର୍ମଚାରୀ ଗୁରୁତର ହୋଇଛନ୍ତି। କୁରଡ଼ପୋସି ଗ୍ରାମର ନାରାୟଣ ସାହୁ ହାତୀ ଘଉଡାଇବା ପାଇଁ ନିୟୋଜିତ ହୋଇଥିବା ବେଳେ…
ପଞ୍ଚାୟତର ବିକାଶ ଲାଗି କାର୍ଯ୍ୟ କରିବାକୁ ସଂକଳ୍ପ
ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପୂର୍ବତନ ସରପଞ୍ଚ ସଂଘ ସଭାପତି ଓ ପୂର୍ବତନ ପଞ୍ଚାୟତ ଜନପ୍ରତିନିଧିମାନଙ୍କ ବୌଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଗୁରୁବାର ସଭାପତି ରାଜେନ୍ଦ୍ର ପ୍ରସାଦ ଶତପଥୀ ସଂଯୋଜନାରେ ହିଣ୍ଡୁଳାଗ୍ରାମଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଜନପ୍ରତିନିଧିମାନଙ୍କ…
ବିଦ୍ୟାଳୟ ବାର୍ଷିକୋତ୍ସବରେ ଗୀତ ଗାଇଲେ ପ୍ରକଳ୍ପ ପ୍ରଶାସକ: ପାଠ ପଢ଼ିବା ପାଇଁ ଛାତ୍ରୀଙ୍କୁ ଦେଲେ ପରାମର୍ଶ
ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନ ଉତ୍ସବକୁ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ଉଦ୍ଘାଟନ କରିଥିଲେ। ତାଙ୍କୁ ବିଦ୍ୟାଳୟ…
ଠିକାସଂସ୍ଥାରେ ନିଆଁ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ପାଉଁଶ
ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଶ୍ରାନିକେତା ପଞ୍ଚାୟତ ଦଣ୍ଡିମାହାଠାରେ ଥିବା ଏକ ଠିକାସଂସ୍ଥା ପ୍ଲାଣ୍ଟ୍ରେ ଗୁରୁବାର ସକାଳେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ପାଉଁଶ ହୋଇଯାଇଛି। ତେବେ ସଂସ୍ଥାର କର୍ମଚାରୀଙ୍କ ଉପସ୍ଥିତି ବୁଦ୍ଧି ପାଇଁ ବଡ଼…
ନବ ଦାସ ହତ୍ୟା ଘଟଣାକୁ ନେଇ ବଡ଼କଥା କହିଦେଲେ ଦୀପାଳି
ଝାରସୁଗୁଡ଼ା,୧୬।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ…
ଧନୁଯାତ୍ରା ଦେଖିବାକୁ ଯାଇ ଗଣବଳାତ୍କାର! ସାମ୍ନାକୁ ଆସିଲା ଫୋନ କଲ୍ ଅଡିଓ
ବରଗଡ଼,୧୬।୧(ପ୍ରେମାନନ୍ଦ ଖମାରୀ) ବରଗଡ଼ ଧନୁଯାତ୍ରା ସରିବା ପରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ରବିବାର ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ହୋଇଥିବା ଜଣେ ଯୁବତୀ(୨୪)ଙ୍କୁ ମଙ୍ଗଳବାର ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲା କୁର୍ଲା ଗ୍ରାମ ନିକଟ…
କଲେଜ କ୍ଲାସ୍ରୁମ୍ରେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ
ଯାଜପୁର/ବରୀ (ହର୍ଷବର୍ଦ୍ଧନ ବେହେରା/ ମହେନ୍ଦ୍ର ସ୍ବାଇଁ), ୧୬ା୧: ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏକ ପ୍ରତିଷ୍ଠିତ କଲେଜର ଯୁକ୍ତ ୩ ଶେଷ ବର୍ଷର ଜଣେ ଛାତ୍ରୀଙ୍କୁ ଅଧ୍ୟାପକ ଯୌନ ନିର୍ଯାତନା ଦେବା ସହ କ୍ଳାସ୍ରୁମ୍ରେ ବଳାତ୍କାର ଉଦ୍ୟମ କରିଥିବା ଥାନାରେ…

