ଭାଜପା ଏମ୍ପିଙ୍କୁ ହାଇକୋର୍ଟଙ୍କ ନୋଟିସ୍
କଟକ,୨୮ା୮ (କାର୍ତ୍ତିକ ସାହୁ):ଯାଜପୁର ଏମ୍ପି ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ହାଇକୋର୍ଟ ମଙ୍ଗଳବାର ନୋଟିସ ଜାରି କରିଛନ୍ତି। ତାଙ୍କ ବିରୋଧରେ ଆଗତ ନିର୍ବାଚନୀ ଅନିୟମିତତା ମାମଲାକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର…
ଭାଜପାର ସଦସ୍ୟତା କର୍ମଶାଳାରେ ମାରପିଟ: ପୁରୁଣାଙ୍କୁ ବାଡ଼େଇଲେ ନୂଆ
ରାଜନଗର, ୨୮ା୮(ଭାସ୍କର ରାଉତରାୟ):ନିର୍ବାଚନ ସରିବାର ଅଢ଼େଇ ମାସ ପରେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଭାଜପାରେ ଗଣ୍ଡଗୋଳ ଆରମ୍ଭ ହୋଇଛି। ନିର୍ବାଚନ ପରଠାରୁ ବିଭିନ୍ନ କାର୍ଯ୍ୟକ୍ରମ ସମାନ୍ତରାଳ ଭାବେ ଚାଲୁଥିବା ବେଳେ ମଙ୍ଗଳବାର ମାରପିଟ୍ ହୋଇଛି। ପୁରୁଣା କାର୍ଯ୍ୟକର୍ତ୍ତାଙ୍କୁ କାହିଁକି ସଦସ୍ୟତା…
ବରଗଡ଼ରେ ନୂଆଁଖାଇ ଲଗ୍ନ ନିର୍ଦ୍ଧାରଣ
ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ)ବରଗଡର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ୱରୀ ମନ୍ଦିରରେ ମଙ୍ଗଳବାର ନୂଆଁଖାଇ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ଆସନ୍ତା ସେପ୍ଟେମ୍ବର ୭ତାରିଖ ନିଶାର୍ଦ୍ଧ ପରେ ଏବଂ ସେପ୍ଟେମ୍ବର ୮ତାରିଖ ରବିବାର ପାହାନ୍ତିଆ ପୂର୍ବରୁ ମାଁ ସମଲେଶ୍ୱରୀଙ୍କ ପୀଠରେ ନବାନ୍ନ ଭୋଗ ସମ୍ପାଦନ କରାଯିବ…
ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର
ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ…
କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ: ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ
ଭବାନୀପାଟଣା,୨୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍ ଦେଇଥିଲେ ବୋଲି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ ପ୍ରକାଶ କରିଛନ୍ତି। ତେବେ ଧାର୍ଯ୍ୟ…
ଥୁଆମୁଳ ରାମପୁରରେ ନୂଆ ତହସିଲଦାରଙ୍କ ଯୋଗଦାନ
ଥୁଆମୂଳ ରାମପୁର,୨୭।୦୮(ଦୁର୍ଗା କୀର୍ତ୍ତି): ଗତ ୧୭ଅଗଷ୍ଟରେ ରାଜ୍ୟର ଓଏଏସ ସ୍ତରରେ ବଡ଼ ଅଦଳବଦଳ ହୋଇଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ କାର୍ଯ୍ୟାଳୟରେ ମଙ୍ଗଳବାର ନୂଆ ତହସିଲଦାର ଭାବେ ନିରୋଜ କୁମାର ଭତ୍ରା ଯୋଗଦେଇଛନ୍ତି। ପୁର୍ବରୁ ସେ କଳାହାଣ୍ଡି ଜିଲାରେ…
ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟଣା: ୩ ଗିରଫ
ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ମୁକୁନ୍ଦପ୍ରସାଦର ମହମ୍ମଦ ସାଜିବ ଓରଫ ସାଜୁ ହତ୍ୟାାକାଣ୍ଡରେ ଶିଳ୍ପାଞ୍ଚଳ ପୋଲିସ ୩ ଅଭିଯୁକ୍ତଙ୍କ ଗିରଫ କରିଥିବା ଏସପି ଅବିନାଶ କୁମାର ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ମୁକୁନ୍ଦପ୍ରସାଦ ପୋଡାସାହିର ବିଶ୍ବଜିତ ମହାରଣା(୧୯) ଓରଫ ମିକିନା, ମୁକେଶ ସେଠୀ…
ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ
ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ…
ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା
ଗଞ୍ଜାମ,୨୭।୮(ବିଦ୍ୟାଧର ସାହୁ): ଗତ କିଛି ଦିନ ତଳେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟିଆ ଗଡ଼ ସ୍ଥିତ ବଟେଶ୍ୱର ମନ୍ଦିର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଇ ଥିଲେ ଦୁର୍ବୃତ୍ତ l ଉକ୍ତ ଘଟଣାରେ ପୋଲିସ କାହାରିକୁ ଧରି ପାରି ନ ଥିବା…
ଭାଜପା ଛାଡ଼ି ପୁଣି ବିଜେଡିକୁ ଫେରିଲେ ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି
ଭୁବନେଶ୍ୱର,୨୭।୮: ଘର ବାହୁଡା କରିଛନ୍ତି ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି। କିଛିଦିନ ତଳେ ସେ ବିଜେଡି ଚଡି ଭାଜପାରେ ଯୋଗ ଦେଇଥିଲେ। ଯାହାପରେ ବରୀ ରାଜନୀତି ସରଗରମ ହୋଇଉଠିଥିଲା। ସ୍ଥାନୀୟ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ଅଶୋକ ଗେଡିଙ୍କୁ ଦଳକୁ ଫେରାଇ…
ହଷ୍ଟେଲ ଛାତ୍ର ମୃତ୍ୟୁ ଘଟଣାରେ ଭିନ୍ନମୋଡ: ସମ୍ପର୍କୀୟ ଭାଇ ବିଷ ଦେଇ ମାରିଥିବା ଅଭିଯୋଗ
ଗଞ୍ଜାମ,୨୭।୮(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ କଳାଯମୁନା ସାଇ ସରସ୍ବତୀ ଶିଶୁ ମନ୍ଦିର ହଷ୍ଟେଲରେ ଗତ ଶନିବାର ପଞ୍ଚମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟିଥିଲା। ମୃତ କିରଣଙ୍କ ଘର ଛତ୍ରପୁର ବ୍ଲକ ଭିକାରି ପଲ୍ଲୀ ପଞ୍ଚାୟତ କମାପଲ୍ଲୀ l…
ଜୀବନ ଦେବୁ ପଛେ, ଇଞ୍ଚେ ଜମି ଦେବୁନାହିଁ: ପ୍ରକଳ୍ପକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଲେ ଲୋକେ
କେନ୍ଦୁଝର,୨୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବ୍ଲକ କରଦାଙ୍ଗି ପଞ୍ଚାୟତ ଅନ୍ତର୍ଗତ ଚକଦରଠାରେ ସମାକୋଇ ନଦୀରେ ପ୍ରସ୍ତାବିତ ସମାକୋଇ-ଚକଦର ଜଳ୍ସେଚନ ପ୍ରକଳ୍ପକୁ ବିରୋଧ କରି ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା ଦିଆଯାଇଛି। ସମାକୋଇ-ଚକଦର ପ୍ରକଳ୍ପ ସମନ୍ବୟ କମିଟି…
Archives


