ଆମ ଜିଲା ଖବର

ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍‌ : ବନ୍ଧୁକ ଦେଖାଇ ଭୟଭୀତ କଲେ ଅଫୁଟା ଗୁଳି, ମୋବାଇଲ୍‌ ଜବତ

ସୋନପୁର,୧୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ ଏହି ଘଟଣା ଘଟିଛି। ବୀରମହାରାଜପୁର ଥାନା ଲେହେଡିର ନୀଳାମ୍ବର ମହାପାତ୍ର ଧର୍ମଶାଳା ଛକରେ…

ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ନିରାକାରପୁର,୧୪ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ମକର ସଂକ୍ରାନ୍ତି ଅବସରରେ ସ୍ଥାନୀୟ ରତାମାଟି ଗ୍ରାମର ଇଷ୍ଟଦେବ ଶ୍ରୀଅନନ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଏକଦିବସୀୟ ମହାଯଜ୍ଞ ଉପଲକ୍ଷେ ଗ୍ରାମର ବହୁ ମହିଳା ପୁରୁଷ ବ୍ରତଧାରୀ ନିକଟ ଜଳାଶୟରୁ ଜଳଯାତ୍ରାକରି ଯଜ୍ଞ…

ବାଇକ୍‌କୁ ଧକ୍କା ଦେଲା ଅଟୋ,ପରେ…

ଦିଗପହଣ୍ଡି,୧୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନଙ୍ଗପୁର ନିକଟ ଲାଡିଗାଁ ଛକରେ ମଙ୍ଗଳବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଟୋ ବାଇକ (ନଂ.ଓଡି ୦୭ ଏ ଭି -୮୪୩୯)କୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏଟିଏମ୍‌ ତାଡ଼ି ନେଇଗଲେ ଲକ୍ଷାଧିକ ଟଙ୍କା

ବୌଦ୍ଧ,୧୫।୧: ବୌଦ୍ଧ ଥାନା ଅଧୀନ ବଢ଼ିଗାଁସ୍ଥିତ ଏସ୍‌ବିଆଇ୍‌ ଏଟିଏମ୍‌ କାଉଣ୍ଟରରୁ ଏକ ବଡ଼ ଧରଣର ଲୁଟ ହୋଇଛି। କେତେକ ଦୁର୍ବୃତ୍ତ ଏଟିଏମ୍‌ ତାଡ଼ି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି।…

୩ ଦିନ ହେଲା ଉପାସରେ ଲିଙ୍ଗରାଜ

ଭୁବନେଶ୍ବର,୧୫।୧: ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାରଠାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି।…

ଯାତ୍ରୀବାହୀ ବସ୍‌-ପାଇପ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା: ୪ ଆହତ

ପାପଡାହାଣ୍ଡି,୧୫।୧(ସ୍ବପ୍ନଜିତ ପଟ୍ଟନାୟକ) : ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଏକ ପାଇପ ବୋଝେଇ ଟ୍ରକ ଓ ବସ୍‌ ମଧ୍ୟରେ ଧକ୍କା ହୋଇ ୪ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପାପଡାହାଣ୍ଡି ଗୋଷ୍ଠୀ…

ଲଜ୍ଜା: ନାବାଳିକା ଝିଅ ଗର୍ଭବତୀ, ବାପା ଗିରଫ

ବେଲପଡ଼ା,୧୫ା୧(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି, ଯାହାକି ସଭ୍ୟ ସମାଜ ପାଇଁ କଳଙ୍କ ପାଲଟିଛି ା ଜଣେ ବ୍ୟକ୍ତି ନିଜ ଝିଅ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ଗର୍ଭବତୀ କରିବା…

ପ୍ରଚ୍ଛଦପଟରେ ଦୀପାଳି-ଟଙ୍କଧର ବିବାଦ

ଝାରସୁଗୁଡ଼ା,୧୫।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଚନା ଚାଲିଛି। କୃଷ୍ଣପ୍ରିୟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସକାଶେ ଜିଲା ପ୍ରଶାସନ ନ ଶୁଣିବାରୁ ସୁଲେଇ ପଞ୍ଚାୟତ ସମିତି…

ଗୁଡ଼ିସୂତାରେ କଟି ୨ ଜଣ ଆହତ

କଟକ,୧୪ା୧(କାର୍ତ୍ତିକ ସାହୁ) ମକରରେ ଗୁଡ଼ିଉଡ଼ାକୁ ନେଇ ପୁଣି ଘଟିଛି ଅଘଟଣ। ଗୁଡ଼ିସୂତା ଲାଗି ଦୁଇଜଣଙ୍କ ବେକ ଓ ନାକ କଟିଛି। କଟକ ନୂଆ ବଜାର ରେଲୱେ ଓଭରବ୍ରିଜ ଉପରେ ଘଟିଛି ଏହି ଅଘଟଣ। ଏହି ଓଭରବ୍ରିଜ୍‌ରେ ବାଇକ୍‌ରେ ଯାଉଥିବା ବେଳେ ପ୍ଲାଷ୍ଟିକ…

ରାଜ୍ୟ ପରିବହନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର,୧୪ା୧(ସିମାଞ୍ଚଳ ମିଶ୍ର): ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସନ୍ଧ୍ୟାରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୂତସରସିଙ୍ଗି ଗସ୍ତ କରିଛନ୍ତି। ଏହି ଅବସରରେ ଭୂତସରସିଙ୍ଗି ସରପଞ୍ଚ ମନୋଜ କୁମାର ଦାଶଙ୍କ ସଂଯୋଜନାରେ ଶହଶହ ସଂଖ୍ୟାରେ ମହିଳା, ପୁରୁଷ…

ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ  ହାରିଦେଲେ ଜୀବନ  

ବାଙ୍କୀ,୧୪ା୧ (ଶୁଭେନ୍ଦୁ ମହାପାତ୍ର): ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ। ପ୍ରେମିକଙ୍କ ଆତ୍ମହତ୍ୟା ଖବର ଶୁଣି ପ୍ରେମିକା ରଶିରେ ଝୁଲିପଡ଼ିଥିବା ଚର୍ଚ୍ଚା ହେଉଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ ଅଧୀନ…

ଶତୃତାକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୪ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅଧିନ ମେଘଝୋଳି ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ର କରି ଜାଗିଲି ନାୟକଙ୍କୁ ହ୍ଯଯା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପଡୋଶୀ ସୁଶାନ୍ତ ନାୟକଙ୍କ ମାଡରେ ଜାଗିଲିଙ୍କ ମୁଣ୍ଡରେ ଗଭୀର ଆଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?