ଆମ ଜିଲା ଖବର

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ସ୍ବାମୀଙ୍କ ପରେ ଶାଶୁ,ଶ୍ୱଶୁର ଗଲେ ଜେଲ

ଦିଗପହଣ୍ଡି,୧୪।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌. ଗୋପାଳପୁର ଗ୍ରାମରେ ଗତ ଡ଼ିସେମ୍ବର ୨୪ ତାରିଖ ରାତିରେ ଜଣେ ନବବଧୂଙ୍କ ସନ୍ଦେହଜନକ ମତ୍ୟୁଘଟିଥିଲା। ଗ୍ରାମର ବିକ୍ରମ ବରାଡଙ୍କ ସ୍ତ୍ରୀ ନିଶା ପ୍ରଧାନଙ୍କ ମୃତ୍ୟୁପରେ ନିଶାଙ୍କ ମା’…

ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା ଗ୍ରାମର ଆକାଶ ଛତ୍ରିଆ (୨୬)ଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି…

ବେଆଇନ ବାଲି ପରିବହନ କରୁଥିବା ଟ୍ରକକୁ ଅଟକାଇଲେ ମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ଚେତାବନୀ

ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଅଟକାଇଛନ୍ତି। ରିପୋର୍ଟ ଅନୁଯାୟୀ, ବେଆଇନ ବାଲି ପରିବହନ କରୁଥିବା ଏକ…

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…

ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି…

ଧନୁଯାତ୍ରା ଦେଖିବାକୁ ଆସି ନିଖୋଯ ଥିଲେ ଯୁବତୀ: ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଙ୍ଗଲରୁ ଉଦ୍ଧାର, ଗଣ ବଳାତ୍କାର ସନ୍ଦେହ

ବରଗଡ଼ ୧୪।୧(ପ୍ରେମାନନ୍ଦ ଖମାରୀ):ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଛି। ତେବେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ। ଯାହା ସବୁଆଡ଼େ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଧନୁଯାତ୍ରା ମହୋତ୍ସବ ଦେଖିବା ପାଇଁ ଯାଇ ଜଣେ ଯୁବତୀ…

ଠେଲିପେଲି ପକାଉଛନ୍ତି ବିଧାୟକ: ଭାଇରାଲ ହେଉଛି ଭିଡିଓ

ନିଶ୍ଚିନ୍ତକୋଇଲି,୧୩।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୀଠରେ ପୁଷ୍ୟାଭିଷେକ ଉତ୍ସବ ଓ ପୀଠର ଉନ୍ନତିକରଣ ନିମନ୍ତେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ସାରଦା ପ୍ରଧାନଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ…

ପରକିଆ ପ୍ରୀତି: ରାତିରେ ଘରୁ ଆସିଥିଲେ ସକାଳୁ ମିଳିଲା ଟାଙ୍ଗିଆରେ ହଣା ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ

କେନ୍ଦୁଝର,୧।୧୪:(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପାଣୁପଶି ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ହତ୍ୟା କରାଯାଇଛି। ମୃତକହେଲେ ପାଣୁପଶି ଗ୍ରାମର ସୁବ୍ରତ ମହାକୁଡ। ଘଟଣାସ୍ଥଳରେ ଘଟଗାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ…

ବୈତରଣୀରେ ୭ଥର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି…

ବାବା ଆଖଣ୍ଡଳମଣିଙ୍କୁ ମକର ପୋଡପିଠା ସମର୍ପଣ

ଧୂଷୁରୀ, ୧୪।୧, (ଦୀପ୍ତି ରଞ୍ଜନ ନାୟକ) : ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ଧାମ ଆରଡି । ଭୋର ୪ ଟାରେ ପ୍ରଭୁଙ୍କ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳ…

ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ଦେବଗଡ଼,୧୪।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଫରେଷ୍ଟ ରେଞ୍ଜ ଚଢେଇମରା ପଞ୍ଚାୟତ ଅନ୍ତର୍ଗତ ବନାଞ୍ଚଳ ସଙ୍ଘାପସି ଗ୍ରାମରେ ହାତୀ ଉପଦ୍ରବ। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁନୀ ବେହେରା। ବିଳମ୍ବିତ ରାତି…

ମକର ମେଳା: କାଳିଜାଇ ପୀଠ ଭକ୍ତମୟ

କୃଷ୍ଣପ୍ରସାଦ,୧୪।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଲିଯାଇଙ୍କ ପୀଠରେ ମକର ମେଳା ଆରମ୍ଭ ହୋଇଛି। ଆଜି ଭୋରରୁ କୃଷ୍ଣପ୍ରସାଦ ଜେଟି, ସାତପଡା, ରମ୍ଭା, ବଡକୁଳ, ବାଲୁଗାଁ, ସୋରଣ, ଆଦି ଚିଲିକା କୂଳରୁ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ସୁଅ ଚୁଟିଛି।…

ସାମ୍ପଲ ଔଷଧର କଳା ବଜାରକୁ ନେଇ ଚଢ଼ାଉ

ପାରଳାଖେମୁଣ୍ଡି,୧୪।୧(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରିପଡାଠାରେ ଥିବା ଶଶି ଔଷଧ ଦୋକାନ ଉପରେ ଡ୍ରଗ ନିରୀକ୍ଷକଙ୍କ ଅଚାନକ ଚଢ଼ାଉ ହୋଇଛି । ଆଜି ସକାଳେ ଗଜପତି ଜିଲାର ଡ୍ରଗ ନିରୀକ୍ଷକ ପ୍ରସନ୍ନ କୁମାର ମଲ୍ଲିକ କୌଣସି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?