ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ
ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା। ୩୦ଲକ୍ଷ ଟଙ୍କାର ଅଫିମ ଗଛ ନଷ୍ଟ କରିବା ସହ ଦୁଇଜଣ ବଳରାମ ମୁଣ୍ଡାରୀ(୩୨)…
ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା
ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ ଗୋବରୀ ନଦୀ କଂସାର ଗ୍ରାମ ସଂଲଗ୍ନ ପଥର ସ୍ପର ନିର୍ମାଣ କାର୍ଯ୍ୟ ହେଉଛି।…
ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ
ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ…
ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର
କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର ଚାଲିଛି। ସୋମବାର ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ଓହ୍ଲାଇ ପୂର୍ବାହ୍ନ…
ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ
ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଏକ ପ୍ରକାର ପ୍ରହସନରେ ପରିଣତ ହୋଇଛି। ସରକାରୀ ଯୋଜନାର ସୁଫଳ ଭିନ୍ନକ୍ଷମଙ୍କ…
ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ
ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ ଅଛନ୍ତି । ଗୋଟିଏ ହନୁ ମାଙ୍କଡ଼ ପାଗଳ ହୋଇ ଆଖପାଖ ଗ୍ରାମର ପ୍ରାୟ…
ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ
ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ ଛାତ୍ର ଶୁକ୍ରବାର ସଂନ୍ଧ୍ୟାରୁ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ଫଳରେ…
ହେଉଥିଲା ବଡ଼ ଡିଲ୍: ମାଡ଼ି ବସିଲା ପୋଲିସ
ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍ ସିରପ୍ ଜବତ୍ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼ ଜିଲା ବରପାଲି ଥାନା ସତଲମା ଗ୍ରାମର ଗୁଲସନ ସାହୁ(୨୪)ଙ୍କୁ ଗିରଫ କରାଯାଇଛି। ତେବେ…
ଜଳିଗଲା କାର୍
ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍ ଜଳିଯାଇଛି। କାର୍(ନଂ.ଏମ୍ଏଚ୍୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି ଉକ୍ତ ହୋଟେଲ ସମ୍ମୁଖରେ ଅଟକିଥିଲା। ସେତିକିବେଳେ ଶଟ୍ ସର୍କିଟ ଯୋଗୁ କାର୍ ଭିତରେ…
ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…
ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଛତ୍ରପୁର ବିଡିଓ ସମ୍ବିତ ସଂଗ୍ରାମଜିତ ସାହୁଙ୍କୁ ଏକ…
ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…
ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ ଦାବିରେ ଜାତୀୟ ଶ୍ରମିକ ସଂଗଠନ ଗୁଡ଼ିକ ପକ୍ଷରୁ ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟ ଡାକରାକୁ…
ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…
ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼. ଶଙ୍କର ନାରାୟଣ ବେଜ…
Archives


