ଆମ ଜିଲା ଖବର

ଲାଞ୍ଜିଗଡ଼ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ: ସମ୍ବଲପୁରୀ ନୃତ୍ୟରେ ଦୁଲକିଲା କାର୍ଜୀ ମାଝୀ ମଞ୍ଚ

ଲାଞ୍ଜିଗଡ,୧୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ସ୍ଥିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ କାର୍ଜି ମାଝୀ ମଞ୍ଚଠାରେ ୨୭ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପୂର୍ବାହ୍ନରେ ବିଶ୍ୱନାଥପୁର ଭୈରବ ପୀଠରୁ…

କଳାହାଣ୍ଡି ଉତ୍ସବ ଘୁମୁରା: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ସହର

କେସିଙ୍ଗା,୧୧ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସହରର ବୁଢ଼ାଡଙ୍ଗର ମନ୍ଦିରରେ ପୂଜାର୍ଚ୍ଚନା ପରେ ମଶାଲ ଶୋଭାଯାତ୍ରା ବାହାରି ସରକାରୀ ଉଚ୍ଚ ବିଦ୍ୟାଳୟସ୍ଥିତ ଖେଳପଡ଼ିଆରେ ନିର୍ମିତ ବୁଢ଼ାରାଜା ମଞ୍ଚରେ ସ୍ଥାପନ କରାଯାଇଥିଲା। ପରେ…

ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର ଲଗାଯାଇଥିବା ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରାକର ସହାୟତାରେ ଚିଳିକାକୁ ଆସୁଥିବା ବିଦେଶୀ ପକ୍ଷୀଙ୍କ…

ସମାଜ ପାଇଁ କ’ଣ ରହିଛି ଗଣମାଧ୍ୟମର ଭୂମିକା: ମତ ରଖିଲେ ଅତିଥି…

କର୍ଲାମୁଣ୍ଡା/ରିଷିଡା:୧୧।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଜଗନ୍ନାଥ ଡିଗ୍ରୀ କଲେଜରେ କର୍ଲାମୁଣ୍ଡା ପ୍ରେସ କ୍ଳବର ୨୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ପ୍ରେସ କ୍ଲବ ସଭାପତି ନରୋତ୍ତମ ସେଲମାଙ୍କ ସଭାପତିତ୍ୱରେ ମୁଖ୍ୟ…

‘ସୁଭଦ୍ରା’ରେ ପୁନଃସାମିଲ ହେଲେ ୮ହଜାରରୁ ଅଧିକ ଆବେଦନକାରୀ

ଭୁବନେଶ୍ୱର,୧୦ା୧: ସୁଭଦ୍ରା ଯୋଜନାରେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଥିବା ଆବେଦନକାରୀ ପୁନଃସାମିଲ ହୋଇଛନ୍ତି। ଶନିବାର ସୁଦ୍ଧା ସୁଭଦ୍ରା ଯୋଜନାରେ ପୁଣି ୮ ହଜାରରୁ ଅଧିକ ଆବେଦନକାରୀ ପୁନଃସାମିଲ ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଏବେ ବି’ ୨ ଲକ୍ଷରୁ ଅଧିକ ଆବେଦନକାରୀ…

ସକାଳୁ ସକାଳୁ କେନ୍ଦୁଝରରେ ଘନ କୁହୁଡ଼ି: ଯାତାୟାତ ବ୍ୟାହତ

କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶନିବାର ଘନ କୁହୁଡ଼ି ଦେଖାଯାଇଛି। ଘନ କୁହୁଡ଼ି ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଯାତାୟାତ ବ୍ୟାହତ ହୋଇଥିଲା। ସକାଳ ପ୍ରାୟ ୫ ଟାରୁ କୁହୁଡି ଚାରିଆଡ଼େ ବ୍ୟାପିଥିଲା। ଫଳରେ କେନ୍ଦୁଝର ମୁଖ୍ୟାଳୟ…

ଆକ୍ରମଣ ମହଙ୍ଗା ପଡିଲା: ଆଜିଠୁ ଏନିମଲ୍ ରୋବୋଟିକ୍ ଶୋ ବନ୍ଦ

ମଥୁରାନଗରୀ, ୧୧।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ ବିଭିନ୍ନ ଷ୍ଟଲ ଚାଲିଛି। ତେବେ ପଡିଆର କେନ୍ଦ୍ରଭାଗରେ ଚାଲିଥିବା ଏନିମଲ୍ ରୋବୋଟିକ୍ ଶୋରେ ଦର୍ଶକଙ୍କୁ…

ଛେଳି ଚରାଇବାକୁ ଯାଇଥିବାବେଳେ ହାତୀ ହାବୁଡରେ ପଡିଗଲେ ମହିଳା

କେନ୍ଦୁଝର,୧୧।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ଗୟଳ ମୁଣ୍ଡା ଗ୍ରାମରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ହେଉଛନ୍ତି ସୁକୁରି ଜୁଆଙ୍ଗ(୫୩)। ସେ ଗତକାଲି ଅପରାହ୍ନରେ ବାରବାଙ୍କ ସଂରକ୍ଷିତ ଜଙ୍ଗଲରେ ଛେଳି…

ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଆରମ୍ଭ, ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୨ ଦିନ କର୍ଫ୍ୟୁ

ବାଲେଶ୍ୱର,୧୧।୧(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଶନିବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି । ବାଲେଶ୍ବର ସହରର ନୂଆବଜାର, ଯାଦବପୁର, ଗୋଳାପୋଲ ରେଲୱେ ଜମି ଜବରଦଖଲ ଉଚ୍ଛେଦ କରାଯାଉଛି l ବାଲେଶ୍ବରରେ ତୃତୀୟ ରେଳ ଲାଇନ…

ରାଇକିଆରେ ହେବ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା :ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ନେଇ ବସିଲା…

ରାଇକିଆ,୧୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ସତ୍ୟବାନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହରବାସୀଙ୍କ ଉପସ୍ଥିତିରେ ଏହାର ଆୟୋଜନ ନେଇ ଆଲୋଚନା କରଯାଇଥିଲା ।…

କାମକୁ ଯାଉଥିବାବେଳେ ଫାର୍ମାସିଷ୍ଟଙ୍କୁ ଚାପିଦେଲା ଟ୍ରକ

କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ୧୦୮ ଆମ୍ବୁଲାନ୍ସରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟରତ ଥିବା ରାଜେଶଙ୍କ ଶନିବାର ଏକ ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ସେ ଆଜି ସକାଳୁ ବାଂଶପାଳକୁ ବାଇକରେ ଡିୟୁଟି ଯାଉଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କୁ…

ଶୀତରେ ଥରୁଛି ଜି. ଉଦୟଗିରି: ସର୍ବନିମ୍ନ ତାପମାତ୍ରା ୪. ୮ ଡିଗ୍ରୀ

ଜି ଉଦୟଗିରି,୧୧।୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତର ଲହରୀ ଜାରି ରହିଛି । ଶନିବାର ସର୍ବନିମ୍ନ ତାପମାତ୍ରା ୪. ୮ ରେକର୍ଡ କରାଯାଇଛି। ଗତ କିଛି ଦିନ ଧରି ରାଜ୍ୟର ସବୁଠାରୁ ଥଣ୍ଡା ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?