ଆମ ଜିଲା ଖବର

ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦାବି: କିଷାନ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୧୧।୧(ଦିଲ୍ଲୀପ ସାମଲ): କୃଷି ଋଣ ଛାଡ଼ କରିବା, ମଣ୍ଡି ଖୋଲି ସମସ୍ତ ଚାଷୀଙ୍କ ଧାନ କ୍ରୟ କରିବା ସହିତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ଗଞ୍ଜାମ ଜିଲା କିଷାନ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ଖଳା ନିକଟରୁ ବୋମା ଭର୍ତ୍ତି ବ୍ୟାଗ ଜବତ: ସହରରେ ଗୋଷ୍ଠୀ ସଂଘର୍ଷ ଏଡାଇବାକୁ ପୋଲିସର ପ୍ରୟାସ

ବ୍ରହ୍ମପୁର, ୧୧।୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହର ଏବେ ଧୀରେ ଧୀରେ ପୁଣିଥରେ ଅଶାନ୍ତ ଆଡକୁ ଗତି କରୁଛି। ନୂତନ ଭାବେ ଯୁବଗୋଷ୍ଠୀ ଅପରାଧ ଦୁନିଆରେ ପାଦ ଥାପୁଥିବାର ଦେଖିବାକୁ ମିଳିଛି। ଅପରାଧୀ ଗୋଷ୍ଠୀଙ୍କୁ ପୋଲିସ ଧରିବାକୁ ଚଢ଼ାଉବେଳେ ପୋଲିସ ହାତରେ…

ସ୍ତ୍ରୀଙ୍କୁ ବିଭତ୍ସ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ମାଲକାନଗିରି,୧୧।୧(ଦୁର୍ଯ୍ୟୋଧନ ପାତ୍ର): ମାଳକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀଙ୍କୁ ଅତି ବିଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ବେକକୁ କାଟି ହତ୍ୟା କରିଛନ୍ତି ସ୍ବାମୀ। ସ୍ତ୍ରୀ ଶ୍ରୀତି ବିଶ୍ୱାସଙ୍କ…

ଢେମସା, ବଜାସାଲରେ ଦୁଲୁକିଲା ମଞ୍ଚ

କୋକସରା,୧୧ା୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବର ଦ୍ବିତୀୟ ସାରେ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଅଧ୍ୟକ୍ଷତା କରିଥିଲେ। ନର୍ଲା ବିଧାୟିକା ମନୋରମା ମହାନ୍ତି ମୁଖ୍ୟ ଅତିଥି, ଡ. ଉମେଶ ଚନ୍ଦ୍ର ଶତପଥି ମୁଖ୍ୟ ବକ୍ତା ଓ…

ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼

କଟକ,୧୧।୧: ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି। ଏଭଳି ଘଟଣା କଟକ ସଦର ଥାନା ସୁଭଦ୍ରାପୁରରେ ଘଟିଛି। ବୋମାମାଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର…

ଶ୍ରୀକୃଷ୍ଣ, ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଅଷ୍ଟମ ଦିବସରେ ଉଭୟ ମଥୁରା ନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିଲା। ଶୁକ୍ରବାରଠାରୁ ହାଟପଦାସ୍ଥିତ ରାଜଦରବାର ରଙ୍ଗମହଲ ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକ ମଣ୍ଡପ ପଡ଼ିଆ…

ନବ ଦାସଙ୍କ ପୁଅଙ୍କୁ ନେଇ ତେଜିଲା ରାଜନୀତି

ଝାରସୁଗୁଡ଼ା,୧୧।୧(ଆଶିଷ ରଞ୍ଜନ ଦାଶ)”ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ନେଇ ସ୍ଥାନୀୟ ରାଜନୀତି ଜୋର ଧରିଛି। ଜିଲାର କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟକୁ ନେଇ ୧୪ ସରପଞ୍ଚ…

ହାତୀ ଉପଦ୍ରବରେ ୭୦ଭାଗ ଲୋକଙ୍କ ଚାଷ ନଷ୍ଟ: ବନ ବିଭାଗ ଦୃଷ୍ଟି ଦେବାକୁ ଚାଷୀଙ୍କ ଦାବି

କେସିଙ୍ଗା,୧୧।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ଅଧିନସ୍ଥ ସୌରାପଦର ଗ୍ରାମରେ ହାତୀ ଉପଦ୍ରବରେ ବହୁ ଚାଷୀଙ୍କ ଚାଷ ନଷ୍ଟ ହୋଇଥିବାର ଅଭିଯୋଗ ହୋଇଛି। ୪୪ ଟିକିଆ ହାତୀପଲ ଦୀର୍ଘ ୬ ମାସ ଧରି ଏହି ଅଞ୍ଚଳରେ ରହୁ ଥିବାରୁ ଚାଷୀଙ୍କ…

ଦାରିଙ୍ଗବାଡିରେ ପ୍ରବଳ ତୁଷାରପାତ: ମଜାନେଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୧।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶନିବାର ପ୍ରବଳ ଜାଡ଼ ଅନୁଭୂତ ହେବା ସହ ଠାଏ ଠାଏ ତୁଷାରପାତ ହୋଇଛି। ପ୍ରତିବର୍ଷ ୯ରୁ ୧୫ ପର୍ଯ୍ୟନ୍ତ ଏହି ସମୟରେ ଅଞ୍ଚଳରେ ତୁଷାରପାତ ହେବା ନଜିର ରହିଥିବା ବେଳେ ସେହି ସମାନ ପ୍ରକ୍ରିୟା…

ବହୁପ୍ରତୀକ୍ଷିତ ଶୀତମହୋତ୍ସବ ଉଦ୍‌ଘାଟନ ଆଜି: ସତ୍ୟଜିତ, ମଣ୍ଟୁ ଛୁରିଆ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ):ଦାରିଙ୍ଗବାଡ଼ିରେ ଶନିବାର ଶୀତ ମହୋତ୍ସବର ଉଦ୍‌ଘାଟନୀ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନର ଉଦ୍ୟମରେ ଶୀତ ମହୋତ୍ସବ ଚଳିତ ଥର ପାଳନ କରାଯାଉଛି। ଏଥିପାଇଁ ଜିଲା…

ଧନୁଯାତ୍ରାରେ ବାଲିଯାତ୍ରା ଟିକେଟ୍: ବିରୋଧ କରିବାରୁ ସଂଘବଦ୍ଧ ଆକ୍ରମଣ

ମଥୁରାନଗରୀ, ୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ ବିଭିନ୍ନ ଷ୍ଟଲ ଚାଲିଛି। ତେବେ ପଡିଆର କେନ୍ଦ୍ରଭାଗରେ ଚାଲିଥିବା ଏକ ଟିକେଟ୍ ଶୋରେ ଦର୍ଶକଙ୍କୁ ଯେଉଁ…

ଚାଷୀଙ୍କ ସମସ୍ୟା ସମାଧାନ ପାଇଁ କିଷାନ ମୋର୍ଚ୍ଚାର…

ଛତ୍ରପୁର,୧୦।୧(ଦିଲ୍ଲୀପ ସାମଲ):ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଚାଷୀମାନଙ୍କ ସମସ୍ୟାର ସମାଧାନ କରିବା ସମେତ ୬ଦଫା ଦାବି ନେଇ ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଉଦ୍ଦେଶ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?