ଆମ ଜିଲା ଖବର

ଥରାଉଛି ଶୀତ: ସନ୍ଧ୍ୟା ହେଲେ ଘରୁ ବାହାରିବା ହେଉଛି ମୁସ୍କିଲ

ରାଇକିଆ,୯।୨(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେ ଶୀତର ପ୍ରଭାବ ଦେଖାଇବା ଆରମ୍ଭ କରିଛି । ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା ବେଳେ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଡିସେମ୍ବରରେ ଆକାଶ ମେଘୁଆ ରହିବା ସହିତ…

ଜଳିଗଲା ଯାତ୍ରୀବାହୀ ବସ୍‌

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତି ପ୍ରାୟ ୯ଟାରେ ଏକ ଘରୋଇ ବସ୍‌ରେ ନିଆଁ ଲାଗି ଜଳି ଯାଇଛି। ଶଟ୍‌ସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ସ୍ଥାନୀୟ…

୫ ବର୍ଷ ପରେ ଆସିଲା ନାବାଳିକ ବଳାତ୍କାର ମାମଲାର ରାୟ

ଭବାନୀପାଟଣା,୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୧୯ରେ ହୋଇଥିବା ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତିଲେଖା ବାରିକ ମାମଲାର ୧୬ଜଣଙ୍କ…

ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ, ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ

ନିଶ୍ଚିନ୍ତକୋଇଲି,୯।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପ୍ରେମିକାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ସାମାଜିକ ଗଣ ମାଧ୍ୟମରେ ପ୍ରଘଟ କରିବା ଘଟଣାକୁ ନେଇ ପ୍ରେମିକା ମାନସିକ ସ୍ତରରେ ଆଘାତ ପାଇ ଶେଷରେ…

ନିଜକୁ ନିଜେ ଗୁଳି କଲେ ଯବାନ

ରାଉରକେଲା,୯।୧: ରାଉରକେଲାରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରିଛନ୍ତି ଜଣେ ସିଆଇଏସ୍‌ଏଫ୍‌ ଯବାନ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଇଜିଏଚ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…

ନୂଆ ଆଶା ଦେଖାଇଛି ଲେମନ ଗ୍ରାସ ଚାଷ

ରାଇକିଆ,୯।୧(ପ୍ରଦୀପ ବେହେରା): ଲେମନ ଗ୍ରାସ ଚାଷ ପ୍ରତି ବଢୁଛି ଆଗ୍ରହ। ଦୀର୍ଘ ବର୍ଷ ଧରି ରାସାୟନିକ ସାର ଦେଇ ପାରମ୍ପରିକ ଭାବେ ଫୁଲକୋବି ଚାଷ କରିଆସୁଥିବା ଚାଷୀମାନେ ପ୍ରଥମ ଥର ପାଇଁ ଏହି ଚାଷ କରିଛନ୍ତି । ରାଇକିଆ ବ୍ଲକ ର…

ପିକଅପ ଭ୍ୟାନ ଧକ୍କାରେ ବାଇକ୍ ଚାଳକ ମୃତ 

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପୋଲିସ ଥାନା ନିକଟରେ ଗୁରୁବାର ମଧ୍ୟାହ୍ନରେ ପିକଅପ ଭ୍ଯାନ (ନଂ. ଓଡ଼ି୦୭ ଆର – ୦୧୨୮) ଏକ ବାଇକ (ନଂ. ଓଡ଼ି ୦୭ ଏଡ଼ବ୍ଲ୍ୟୁ -୨୨୨୧) କୁ ସମ୍ମୁଖ ଭାଗରୁ…

ଜନବସତିରେ ପଶିଲା ଭାଲୁ: ଲୋକେ ଛାନିଆ

କୋକସରା,୯।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଅଧୀନ ଶିଉନି ଗ୍ରାମରେ ଏକ ଭାଲୁ ଜନବସତି ମଧ୍ୟରେ ବୁଲୁଥିବା ଦେଖିବାକୁ ମିଳୁଛି। ଭାଲୁଟି ଗାଁ ନିକଟସ୍ଥ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ପ୍ରତଦିନ ଚାଲି ଆସି କେତେବେଳେ ରାସ୍ତା…

ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଥାନାରେ ମାମଲା

ହିଞ୍ଜିଳିକାଟୁ, ୯।୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ନନ୍ଦିକ ଗ୍ରାମ ପଞ୍ଚାୟତର ସରପଞ୍ଚ କୃଷ୍ଣଚନ୍ଦ୍ର ଭଉଳଙ୍କୁ ବୁଧବାର ରାତିରେ ଦୁର୍ବ୍ୟବହାର ସହ ଧମକ ହୋଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ବିଜେଡି ନେତା ତଥା ହିଞ୍ଜିଳିକାଟୁ ବ୍ଳକ ସରପଞ୍ଚ…

ପୁଣି କଣମଣା ମଣ୍ଡଳର ସଭାପତି ହେଲେ ଏନ. ଦୀନବନ୍ଧୁ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର ,ଦିଲ୍ଲୀପ ସାମଲ ୯ା୧: ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ, ମତ୍ସ୍ୟଜୀବୀ ଏବଂ ଭାରତୀୟ ଜନତା ପାର୍ଟିର ନେତା ଏନ. ଦୀନବନ୍ଧୁ ପୁଣି ଥରେ କଣମଣା ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ…

ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ: ସ୍ଥାନୀୟ କଳାକାରଙ୍କ ନାଚରେ ଦୁଲୁକିଲା ମଞ୍ଚ

କର୍ଲାମୁଣ୍ଡା:୯।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପରେଡ଼ ପଡ଼ିଆରେ ୨୭ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇଙ୍କ ନେତୃବରେ କର୍ଲାମୁଣ୍ଡା ବସ୍ତି ସ୍ଥିତ ଜଗନ୍ନାଥ ମନ୍ଦିରଠାରୁ ଘୁମୁରା ତାଳେତାଳେ ମଶାଲ…

ନାଗାବାଳୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ରାୟଗଡ଼ା,୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଝୁଲାପୋଲରେ ଗୁରୁବାର ପୁଣି ଏକ ଅଘଟଣ ଘଟିଛି ା ଝୁଲାପୋଲରେ ତଳେ ଥିବା ନାଗାବଳୀ ନଦୀରେ ବୁଡ଼ି ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ରାଣୀଗୁଡାର ସି.ଏଚ. ଭାର୍ଗବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?