ଜିଲା ମୁଖ୍ୟ ଚିକିତ୍ସାଳୟରେ ହଠାତ୍ ପହଞ୍ଚିଲେ ବିଧାୟକ, ଦେଲେ ବଡ଼ ପ୍ରତିଶ୍ରୁତି
ପାରଳାଖେମୁଣ୍ଡି(ଗିରିଧାରୀ ପରିଛା)୯।୧: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବୁଧବାର ବିଳମ୍ବିତ ରାତିରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଅଚାନକ ଗସ୍ତ କରିଛନ୍ତି। ଗସ୍ତ କରି ଚିକିତ୍ସାଳୟ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ବୁଝି…
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି
ଭୁବନେଶ୍ୱର,୯।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ ବାହାରି ରାଜଭବନ ଯାଇଥିଲା।…
ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଦୁଇ ଯନ୍ତ୍ରୀ, ଚାକିରିରୁ ହେଲେ ନିଲମ୍ବନ
ବଲାଙ୍ଗୀର, ୯।୧: (ସୁନିଲ କୁମାର ମହାନ୍ତି): ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ ଚାକିରିରୁ…
ମହାନଦୀ ପଠାରେ ପିକ୍ନିକ୍ ମନା, ଜାଣନ୍ତୁ କଟକର କେଉଁ ସ୍ଥାନ ପର୍ଯ୍ୟନ୍ତ ଲାଗିଲା କଟକଣା
କଟକ,୯ା୧: ମହାନଦୀ ପଠାରେ ପିକ୍ନିକ୍ ଆୟୋଜନ ଉପରେ କଡ଼ା କଟକଣା ଲଗାଇଛି କଟକ ମହାନଗର ନିଗମ। ତେବେ ଏହି କଟକଣା ବୋଟିଂ କ୍ଲବଠାରୁ କଟକ-ଇନ୍-କଟକ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଏଥିସହିତ ତଳ ବାଲିଯାତ୍ରା ପଡ଼ିଆରୁ ଚହଟା ଛକ ଯାଏ ମଧ୍ୟ କଟକଣା…
ସନ୍ତୋଷପୁର ମଣ୍ଡଳ ସଭାପତି ହେଲେ ଟୁକୁନା ସାହୁ, କହିଲେ ଦଳୀୟ ସଂଗଠନକୁ…
ଗଞ୍ଜାମ,୯ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କୁଶପଲି ଭାଜପା ଯୁବନେତା ଟୁକୁନା ସାହୁ ସନ୍ତୋଷପୁର ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବ୍ରହ୍ମପୁର ଏମ୍ପି ପ୍ରଦୀପ କୁମାର ପାଣିଗ୍ରାହୀ ଓ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…
ଗଙ୍ଗାସାଗର ମେଳା ଶୁଭାରମ୍ଭ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ବନ୍ଦ ରହିବ ଫେରିଘାଟ
ଭୋଗରାଇ,୯ା୧(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ହେବାକୁ ଯାଉଥିବା ପ୍ରସିଦ୍ଧ ଗଙ୍ଗାସାଗର ମେଳାକୁ ଗୁରୁବାରଠାରୁ ସରକାରୀ ଭାବେ ଶୁଭାରମ୍ଭ ହେଉଛି। ଏଥି ନିମନ୍ତେ ମେଳାର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗଙ୍ଗାସାଗର…
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଯୁବକଙ୍କ ଜୀବନ
ତୁମୁଡ଼ିବନ୍ଧ,୯ା୧(ଦୀପକ ପାରାସେଟ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କୁର୍ତମଗଡ଼ ପଞ୍ଚାୟତସ୍ଥିତ ଟୋଲ ଗେଟ୍ ସାମ୍ନାରେ ଘଟିଛି ଏକ ସଡ଼କ ଦୁର୍ଘଟଣା। ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ଆର୍ ୧୫ ଓଡି ୦୮ ଏନ୍ ୨୭୮୫ ନମ୍ବର ବିଶିଷ୍ଟ ଏକ…
ଶୀତ ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ଗୁରୁତ୍ୱ: ମନୋନୀତ ପାଇଁ ସ୍କ୍ରିନିଂ
ଦାରିଙ୍ଗବାଡି, ୯।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଶନିବାର ଠାରୁ ସୋମବାର ୩ ଦିନ ଧରି ଶୀତ ମହୋତ୍ସବ ପାଳନ କରାଯିବ ଏଥିପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତୀ ଜୋରଦାର କରାଯାଇଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ…
ଶୌଚ ପାଇଁ ଯାଇଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ପରେ ଛୁରାମାଡ଼ କଲେ ଯୌନ ପିପାସୁ
କୋରାପୁଟ,୯ା୧: କୋରାପୁଟ ଜିଲା ନନ୍ଦପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯିବା ପରେ ଏଥିରେ ବିଫଳ ହେବାରୁ ଛୁରାମାଡ଼ କରିଛନ୍ତି ଯୌନ ପିପାସୁ ଜଣକ।…
ପ୍ରବଳ ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି,୯ା୧(ଶିଶିର ପଟ୍ଟନାୟକ): ରାଜ୍ୟର ଶୀତଳ ସହର ଜି.ଉଦୟଗିରି ସହରରେ ୧୫ ଦିନ ହେବ ଶୀତର ପକୋପ ଜାରି ରହିଛି । ଗୁରୁବାର ସର୍ବନିମ୍ନ ତାପମାତ୍ରା ୫. ୨ ଡିଗ୍ରୀ ରହିଛି । ରାଜ୍ୟର ସବୁଠାରୁ ଶୀତର ସହର ଭାବେ ଆଜି ମଧ୍ୟ…
ଧ୍ରୁବ ଚରଣ ପଲାଇ ହୁମ୍ମା ମଣ୍ଡଳ ସଭାପତି
ଗଞ୍ଜାମ,୯।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ଯୁବ ଭାଜାପା ନେତା ତଥା ହୁମ୍ମା ଗ୍ରାମ ପଞ୍ଚାୟତର ସମିତିସଭ୍ୟ ଧ୍ରୁବ ଚରଣ ପଲାଇ ଦ୍ୱିତୀୟଥର ପାଇଁ ହୁମ୍ମା ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି l ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…
ଜଗନ୍ନାଥଙ୍କୁ ବାଉଁଶ ବାଡ଼ି ସାହାରା
ମହାକାଳପଡ଼ା, ୯ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଭିନ୍ନକ୍ଷମମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଗ୍ରାମାଞ୍ଚଳର ତୃଣମୂଳସ୍ତରରେ ଏହି ଯୋଜନା ଅପହଞ୍ଚ ହୋଇଛି। ଜନଜାତିଙ୍କ ବିକାଶ ଓ ସମାଜର ମୁଖ୍ୟସ୍ରୋତରେ ଏମାନଙ୍କୁ ସାମିଲ କରିବାକୁ…

