ଆମ ଜିଲା ଖବର

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମଧ୍ୟ ପହଞ୍ଚିଥିଲେ।…

ଆତ୍ମରକ୍ଷା କୌଶଳ ଜାଣିଲେ ଛାତ୍ରୀ

ବ୍ରାହ୍ମଣୀଗାଁ,୮ା୧(ମନୋରଞ୍ଜନ ରଣା) : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ଥିବା ଋଷିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦେବରାଜ ବଳିଆରସିଂଙ୍କ ଅଧ୍ୟକ୍ଷତାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟନ ହୋଇଯାଇଛି। ଯୁକ୍ତ ଦୁଇ ପ୍ରଥମ ବର୍ଷର ୧୬୧ ଜଣ ଛାତ୍ରୀଙ୍କୁ ନେଇ ଏହି ଶିବିର…

ଧାନଗଦାରେ ଲାଗିଲା ନିଆଁ, ସବୁ ପୋଡ଼ି ଛାରଖାର

ଛତ୍ରପୁର,୮ା୧(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷାରେ ଚାଷୀର ମେରୁଦଣ୍ଡ ଭାଙ୍ଗି ଯାଇଥିବା ବେଳେ ପୁଣି ଧାନଗଦାରେ ନିଆଁ ଲାଗି ଚାଷୀ ସର୍ବସ୍ବାନ୍ତ ହୋଇପଡ଼ିଛି। ଏପରି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମରେ। ବୁଧବାର ଅପରାହ୍ନରେ ହଠାତ୍‌…

ଜଳିଗଲା ଗୁହାଳ, ଜିଅନ୍ତା ଜଳିଗଲେ ୩ ଗାଈ

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବଡ଼ସାହିରେ ଅଗ୍ନିକାଣ୍ଡ ଘଟି ସନ୍ତୋଷ ସାହୁ, ସଦାନନ୍ଦ ସାହୁ ଏବଂ କାଳୁ ସାହୁଙ୍କ ଗାଈ ଗୁହାଳ ସମ୍ପୂର୍ଣ୍ଣ ଜଳିଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ସନ୍ତୋଷଙ୍କ…

ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୮ା୧(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିବା ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି ହେଉଛି ସ୍ଥାନୀୟ ଲୋକଙ୍କ ପିକ୍‌ନିକ୍‌ ସ୍ଥାନ। ବର୍ଷ ତମାମ ଏଠାରେ ଭୋଜିଭାତର ଆସର ଜମିଥାଏ।…

ଠକେଇ ମାମଲାରେ ଦୋଷମୁକ୍ତ ପରେ ବର୍ଷିଲେ ପ୍ରଦୀପ ପାଣିଗ୍ରାହୀ, ମୋତେ…

ଭୁବନେଶ୍ୱର,୮।୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ ମିଛ ମାମଲା ଏବଂ ତାଙ୍କର ଗିରଫଦାରୀକୁ ନେଇ ଜଣେ ଆଇପିଏସ ଅଫିସରଙ୍କୁ ମଧ୍ୟ ଟାର୍ଗେଟ…

୨ ଖଣି ଅଧିକାରୀଙ୍କ କ୍ୱାର୍ଟର୍ସରେ ସିବିଆଇର ବଡ଼ଧରଣର ଚଢ଼ାଉ

ସୁନ୍ଦରଗଡ଼,୮ା୧(ଜୟନାରାୟଣ ମେଣ୍ଡୁଳି): ଆଇରନ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ ବୁଧବାର ସିବିଆଇ ବଡ଼ଧରଣର ଚଢ଼ାଉ କରିଛି। ବରସୁଆଁ ସେଲ୍‌ ଆଇରନ ମାଇନ୍ସର ୨ ଉଚ୍ଚପଦସ୍ଥ ଅଧିକାରୀ ସରୋଜ ପଟ୍ଟନାୟକ ଏବଂ ସୁନନ୍ଦ ପରିଡ଼ାଙ୍କ କ୍ବାର୍ଟର୍ସରେ ଏହି ଚଢ଼ାଉ ଚାଲିଛି। ଉଚ୍ଚମାନର…

ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ଛାତ୍ରୀଛାତ୍ର

ରାଇକିଆ,୮।୧(ପ୍ରଦୀପ ବେହେରା): ପ୍ରବାସୀ ଭାରତୀୟ ଦିବସ ଅବସରରେ ଭୁବନେଶ୍ୱରରେ ଆଜିଠାରୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ବିଶ୍ୱର କୋଣଅନୁକୋଣରୁ ପ୍ରବାସୀ ଭାରତୀୟ ଆସୁଛନ୍ତି । ସେମାନଙ୍କୁ ‘ଅତିଥି ଦେବୋ ଭବୋ’ ସଂସ୍କୃତି ଆଧାରରେ ସ୍ବାଗତ…

ବଢୁଛି ଶୀତ, ମହୋତ୍ସବକୁ ନେଇ ଉତ୍ସାହ: ତଦାରଖ କଲେ ବିଡ଼ିଓ

ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଦିନକୁ ଦିନ ଶୀତ ଯେମିତି ବୃଦ୍ଧି ପାଉଛି ସେମିତି ଶୀତ ମହୋତ୍ସବକୁ ନେଇ ଉତ୍ସାହ ବଢିବାରେ ଲଗାଛି। ଆସନ୍ତା ଶନିବାର ଠାରୁ ଏହି ମହୋତ୍ସବର ଶୁଭାରମ୍ଭ ହୋଇ ସୋମବାର ଉଦଯାପିତ…

ଲୋକଙ୍କୁ ହଇରାଣ କରୁଛି ପୋଲିସ; ପଦକ୍ଷେପ ନେବାକୁ …

କଟକ,୮୧(କାର୍ତ୍ତିକ ସାହୁ): କେତେଜଣ ପୋଲିସ ଅଧିକାରୀ ଯଥେଷ୍ଟ କାରଣ ନ ଥାଇ ଅଥବା ନିଜ ସ୍ବାର୍ଥ ସାଧନ ପାଇଁ ସାଧାରଣ ଲୋକଙ୍କୁ ହଇରାଣ କରୁଛନ୍ତି। ଏପରିକି ଗିରଫ କରିବାର ଭୟ ମଧ୍ୟ ଦେଖାଉଛନ୍ତି। ଏଭଳି ଏକ ମାମଲାର ଶୁଣାଣି କରି ହାଇକୋର୍ଟ…

ରାସ୍ତା କାମ ନ କରି ୮ଲକ୍ଷ ଟଙ୍କା ଉଠାଇନେଇଥିଲେ: ୭ଜଣଙ୍କ ନାଁରେ ଭିଜିଲାନ୍ସରେ ମାମଲା

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ଆରିକମା ପଞ୍ଚାୟତ ଅଧୀନ ବେଗୁନିଆମୂଳ ଗ୍ରାମର ଶ୍ମଶାନକୁ ଯିବା ପାଇଁ ରାସ୍ତାର ଉନ୍ନତ୍ତୀକରଣ ପାଇଁ ଆସିଥିବା ୮ଲକ୍ଷ ଟଙ୍କା ହରିଲୁଟ କରାଯାଇଥିବା ଅଭିଯୋଗକ୍ରମେ ଭିଜିଲାନ୍ସ ଏହାର ତଦନ୍ତ କରି ଗତ ଡିସେମ୍ବର ୩୧ରେ ଭୁବନେଶ୍ୱର ଦୁର୍ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?