ଗଞ୍ଜେଇ ଚାଷରେ ସମ୍ପୃକ୍ତ ୨ ଜେଲ ଗଲେ
ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର)-ବେଆଇନ ଗଞ୍ଜେଇ ଚାଷରେ ସମ୍ପୃକ୍ତ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ କାଳିବୋରେଇ ଗାଁର ଇଣ୍ଡମ ବଡ଼ ରଇତ ଏବଂ କେଶବ ଶବରଙ୍କୁ ପାଟପୁର ପୋଲିସ ମଙ୍ଗଳବାର ବ୍ରହ୍ମପୁର ଜିଲା ଦୌରା ଜଜ୍ କୋର୍ଟକୁ ଚାଲାଣ କରିଛି।…
୩ ଧାନମଣ୍ଡି ଉଦ୍ଘାଟିତ
ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡଡୁମୁଳା ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ମଙ୍ଗଳବାର ଧାନ ମଣ୍ଡି ଉଦ୍ଘାଟିତ ହୋଇଛି। ସମବାୟ ସମ୍ପାଦକ ଶେଷକାନ୍ତ ଜାନିଙ୍କ ତତ୍ତ୍ୱାବଧାନରେ ହୋଇଥିବା ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବଡଡୁମୁଳା ସରପଞ୍ଚ ଗୀତାଞ୍ଜଳି ଜାନି ମୁଖ୍ୟ ଅତିଥି…
କଣାସ ବ୍ଲକରେ ଫଳକଭଙ୍ଗା ରାଜନୀତି
କଣାସ,୮ା୧(ବିଭୁତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ବ୍ଲକର ନୂଆଜଗନ୍ନାଥ ସଡ଼କ ବାଦୁରାବର ଠାରୁ ବଡ଼ାଲ, ଗୋପୀନାଥପୁର ଦେଇ କରମଳାକୁ ସଂଯୋଗ କରୁଥିବା ରାସ୍ତାର ଶିଳାନ୍ୟାସ ଜାନୁଆରୀ ୪ ତାରିଖରେ ପୁରୀ ଏମ୍ପି ସମ୍ବିତ ପାତ୍ର ଓ ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ…
ଭାଜପାର ମିଶ୍ରଣ ପର୍ବ:ଶତାଧିକ ବିଜେଡି ନେତା, କର୍ମୀ ଭାଜପାରେ ସାମିଲ
ବରୀ, ୮ା୧(ମହେନ୍ଦ୍ର ସ୍ବାଇଁ):ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀର ଏରବାଙ୍କ ପଞ୍ଚାୟତ ରଘୁନାଥପୁର ପଡ଼ିଆରେ ମଙ୍ଗଳବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନମଣ୍ଡଳୀର ଭାଜପା ନେତା ଉମେଶ ଜେନାଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ଜିଲା ଭାଜପା କାର୍ଯ୍ୟକାରୀ…
ଡିଜିଟାଲ ଆର୍ଟରେ ଶୀତ ମହୋତ୍ସବ ପୋଷ୍ଟର କରି ପ୍ରଂଶସା ସାଉଁଟିଲେ ନିହାର
ଦାରିଙ୍ଗବାଡି,୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରେ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ୧୧ ରୁ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାକୁ ରହିଥିବା ବେଳେ ଏହାର ପ୍ରସ୍ତୁତି ଜୋରଦାର ଚାଲିଛି । ଏହି ମହୋତ୍ସବକୁ ଭଲ ପାଉଥିବା ଦାରିଙ୍ଗବାଡି…
ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍ଫୋର୍ସମେଣ୍ଟ କମିଟିର ଚଢ଼ାଉ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅତର୍କିତ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବିଡ଼ିଓ ବି. ଡୁଙ୍ଗଡୁଙ୍ଗଙ୍କ ଉପସ୍ଥିତି…
କଂସ ଅଭିନୟରୁ ବିରତି ନେବେ ଭୁବନେଶ୍ୱର
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତଥର ବରଗଡ଼ ବ୍ଲକ ଅନ୍ତର୍ଗତ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ କଂସ ଅଭିନୟ କରୁଛନ୍ତି। ଏହାପୂର୍ବରୁ ମଧ୍ୟ ସେ ବରଗଡ଼ ସମେତ ଅନେକ ସ୍ଥାନରେ କଂସ ଭୂମିକାରେ ଚିତ୍ତାକର୍ଷକ ଅଭିନୟ କରି ନିଜ ଦକ୍ଷତା ପ୍ରତିପାଦନ…
ବିନା ଟେଣ୍ଡରରେ ଜାଗା ଆବଣ୍ଟନ:ବଡ଼ ଡିଲ୍ ଅଭିଯୋଗ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବିଶ୍ୱପ୍ରସିଦ୍ଧ ଭାବେ ପରିଗଣିତ। ଏହି ମହୋତ୍ସବକୁ ମିଳୁଥିବା ସରକାରୀ ଅନୁଦାନକୁ ଏଥର ନୂଆ ଭାଜପା ସରକାର ୧୦ଲକ୍ଷ ଟଙ୍କାରୁ ୧କୋଟିକୁ ବୃଦ୍ଧି କରିଛନ୍ତି। କେବଳ ସେତିକି ନୁହେଁ, ଅନ୍ୟ ବର୍ଷ ଅପେକ୍ଷା…
ରାକ୍ଷସୀ, ରାକ୍ଷସ ନିଧନରେ କଂସ ମର୍ମାହତ
ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ପଞ୍ଚମ ଦିବସରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ମଥୁରାନଗରୀରେ ମଥୁରାଧିପତି କଂସଙ୍କ ଦୃଶ୍ୟାଭିନୟ ବେଶ୍ ଚିତ୍ତାକର୍ଷକ ଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ବାହାରି ମଥୁରା ପରିଭ୍ରମଣ କରିଥିଲେ।…
ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ
ବରଗଡ଼,୭।୧: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ ଅଧିକ ମାସକର ଅଧିକ ଚାଉଳ ଯୋଗାଇ ଦେବା ସହିତ ଆଳୁ ଚାଷକୁ ପ୍ରୋତ୍ସାହନ ଓ…
୨୭ତମ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ “ଘୁମୁରା” ୨୦୨୫ ଅନୁଷ୍ଠିତ
ଥୁଆମୂଳ ରାମପୁର,୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ବାବା ଖଣ୍ଡୁଆଳ ପଡିଆ ଠାରେ ମଙ୍ଗଳବାର କଳାହାଣ୍ଡି ଜିଲାର ଗର୍ବ ଓ ଗୌରବ, କଳା ସାଂସ୍କୃତି, ଐତିହ ଓ ବିକାଶ ଧାରାର ବାର୍ତ୍ତାବହ ବ୍ଲକ୍ ସ୍ତରୀୟ ୨୭ ତମ…
କାହିଁକି ଆଶାକର୍ମୀ ଡାଳିମ୍ବ ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ
ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ ପଡୁଥିଲେ। ଯାହା ତାଙ୍କୁ ଖୁବ୍ ବ୍ୟଥିତ କରୁଥିଲା ଯେଉଁଥିପାଇଁ ନିଜ କର୍ତ୍ତବ୍ୟ ସଠିକ ଢଙ୍ଗରେ…

