ପ୍ରେମ ପ୍ରତାରଣାରୁ ୩୦ଫୁଟ ତଳକୁ ଡେଇଁଲେ ଯୁବକ:ଆଉ ତା’ପରେ…
ପାଟଣା,୭ା୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀ ପୋଲ ଉପରୁ ୩୦ଫୁଟ ତଳକୁ ଡେଇଁ ଜଣେ କଲେଜ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପାଣିରେ ପଡ଼ିବାରୁ ଆସନ୍ନ ବିପତ୍ତିରୁ ବର୍ତ୍ତି ଯାଇଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।…
ଓଡ଼ିଶାରେ ଜମିଲାଣି ଏନ୍ଆର୍ଆଇଙ୍କ ଭିଡ଼: ପ୍ରାକୃତିକ ସୌନ୍ଦର୍ଯ୍ୟର ନେଉଛନ୍ତି ମଜା
ଭୁବନେଶ୍ୱର,୭।୧: କାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍ଆର୍ଆଇଙ୍କ ଭିଡ଼ । ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଏପରିକି ବିଦେଶରୁ ଆସିଥିବା…
କୋରାପୁଟ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ: ୮,୯୪୬ ନୂତନ ଭୋଟର
କୋରାପୁଟ,୭/୧(ଅମିତାଭ ବେହେରା)- କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୫କୁ ନେଇ ଏକ ଖବରଦାତା ସମ୍ମିଳନୀ କରାଯାଇ ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯାଇଛି। କୋରାପୁଟ ଜିଲାପାଳ ଭି.କୀର୍ତ୍ତିଭାସନ ଅଧ୍ୟକ୍ଷତା କରି ଚଳିତ ବର୍ଷ ଜାନୁଆରୀ ୫…
ଶୁଲିଆ ଯାତ୍ରା ଆରମ୍ଭ: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ
ବଲାଙ୍ଗୀର, ୭।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଳକ ଖଇରଗୁଡା ବଡଖଳାରେ ଶୁଲିଆ ଯାତ୍ରା ମଙ୍ଗଳବାର ଆରମ୍ଭ ହୋଇଛି। ମୁଖ୍ୟ ଦେହେରିଆ ପାରମ୍ପରିକ ଶୁଲିଆ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି । ସକାଳୁ ମୁଖ୍ୟ ଦେହୁରୀ ଓ ସହଯୋଗୀମାନେ ବାଜା…
କୋଣାର୍କ ବୁଲିଲେ ଏସ୍ ଜୟଶଙ୍କର: ଇକୋରିଟ୍ରିଟରେ କଲେ ରାତ୍ରିଯାପନ
ଭୁବନେଶ୍ୱର,୭ା୧: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ…
‘ଭୁବନେଶ୍ୱର ଚାଲ’ରୁ ଦୂରେଇ ରହିଲେ ପାରାଦୀପ ନଗର ସଭାପତି
ପାରାଦୀପ,୭।୧(ଶରତ ରାଉତ):ଜଗତ୍ସିଂହପୁର ଜିଲା ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ରାଜନୀତି କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ୨୦୧୯ରୁ ଚାଲି ଆସିଥିବା ବିବାଦ ୨୦୨୪ ନିର୍ବାଚନ ପରେ ଅଧିକ ହେଲାଣି ବୋଲି ଆଲୋଚନା ହେଉଛି। ସୋମବାର ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ବିଜେଡି ଡାକରା…
ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରୁପାଶଙ୍ଖ ଦାନ କଲେ ନଳିନୀପ୍ରଭା: ଓଜନ ଜାଣିଲେ…
ପୁରୀ,୭ା୧(ଅଜିତ୍ କୁମାର ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ବଲପୁର ନନ୍ଦପଡ଼ାର ନଳିନୀପ୍ରଭା ଦାସ ଓ ତାଙ୍କ ପରିବାରବର୍ଗ ରୁପାଶଙ୍ଖ ଦାନ କରିଛନ୍ତି। ରୁପା ଶଙ୍ଖଟିର ଓଜନ ୧ କିଲୋ ୬୧୯ ଗ୍ରାମ୍ ରହିଛି। କୌଣସି ମାନସିକ ନ ଥିଲେ ମଧ୍ୟ…
ପୁରୀରେ ଜମୁଛି ପ୍ରବାସୀ ଭାରତୀୟଙ୍କ ଭିଡ଼: ମହାପ୍ରଭୁଙ୍କୁ ଦର୍ଶନ କଲେ, ବେଳାଭୂମି ବୁଲିଲେ ପ୍ରବାସୀ ଭାରତୀୟ
ପୁରୀ,୭ା୧(ଅଜିତ୍ କୁମାର ମହାନ୍ତି):ଚଳିତ ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମହାପ୍ରଭୁଙ୍କ ଦର୍ଶନ ସହ ଓ ପୁରୀ ଜିଲାର ଅପରୂପ ପର୍ଯ୍ୟଟନସ୍ଥଳର ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ…
ଆଦିବାସୀ ମେଳାରେ ଲୋକଙ୍କ ମନ ଜିଣୁଛି କନ୍ଧମାଳ ସାମଗ୍ରୀ: ଆକର୍ଷଣ ପାଲଟିଛି କୁଟିଆ କନ୍ଧଙ୍କ ଘର
ଦାରିଙ୍ଗବାଡି,୭।୧(ଅରୁଣ ସାହୁ): ରାଜ୍ୟ ଆଦିବାସୀ ମେଳାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ପାରମ୍ପରିକ ସାମଗ୍ରୀ ବିକ୍ରୀ ହେଉଛି। ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ୫ଟି ଷ୍ଟଲ ଆଦିବାସୀ ମେଳାରେ ସ୍ଥାନ ପାଇଥିବାବେଳେ ଦାରିଙ୍ଗବାଡି ବ୍ଲକରୁ ୩ଟି ଷ୍ଟଲ ସ୍ଥାନ…
ସମ୍ବଲପୁର ଡବଲ ମର୍ଡର: ୩ ଦିନିଆ ରିମାଣ୍ଡରେ ଗଲେ ଅଭିଯୁକ୍ତ
ସମ୍ବଲପୁର,୭ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଆ.କଟାପାଲିରେ ଗତ ଶନିବାର ବିଳମ୍ବିତ ରାତିରେ ଟ୍ରକ୍ ମଡ଼ାଇ ୨ ବରିଷ୍ଠ ଭାଜପା ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ସୋମବାର ପୋଲିସ ଅଭିଯୁକ୍ତ ହାଇୱା ଚାଳକ ପ୍ରସନ୍ନ କୁମାର ଜେନାମଣି(୩୦)ଙ୍କୁ କୋର୍ଟ ଚାଲାଣ…
ଦେଶ ଖୁବ୍ଶୀଘ୍ର ବୁଲେଟ୍ ଟ୍ରେନ ଦେଖିବ: ମୋଦି
ରାୟଗଡ଼ା,୭ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର ସଂକଳ୍ପ ନେଇ ଆମେ କାର୍ଯ୍ୟ କରୁଛୁ। ୨୦୧୪ ରେ ଅନେକ ସ୍ବପ୍ନ ଦେଖି…
୯୦ ବାଂଲାଦେଶୀ ଗଲେ, ୯୫ ଭାରତୀୟ ମତ୍ସ୍ୟଜୀବୀ ଫେରିଲେ
ପାରାଦୀପ,୭।୧(ଶରତ ରାଉତ):ପାରାଦୀପରେ ଡିସେମ୍ବର ୧୦ରୁ ଅଟକ ଥିବା ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ୨ ବୋଟ ସୋମବାର ପ୍ରତ୍ୟୁଷରେ ସ୍ବଦେଶ ଫେରିଯାଇଛନ୍ତି। ସେମାନଙ୍କ ସହ ପୂର୍ବରୁ କୋଲକାତାରେ ଅଟକ ଥିବା ୧୨ ମତ୍ସ୍ୟଜୀବୀଙ୍କୁ ମଧ୍ୟ ପଠାଇ ଦିଆଯାଇଛି। ଜବାବରେ ବାଂଲାଦେଶରେ ଅଟକ…

