ଆମ ଜିଲା ଖବର

‘ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଶିକ୍ଷଣ ଜରୁରୀ’

ପୁରୁଷୋତ୍ତମପୁର,୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ଆତ୍ମସୁରକ୍ଷା ଶିବିର ଅଧ୍ୟାପିକା ଶ୍ରାବଣୀ ଖଟେଇଙ୍କ ସଂଯୋଜନାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ କଲେଜର ଅଧ୍ୟକ୍ଷ ଡଃ ସୁରେନ୍ଦ୍ରନାଥ ପଣ୍ଡା ଉଦ୍‌ଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ସିଡିପିଓ…

ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ

ପାଇକମାଳ,୬ା୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳରୁ ୮କିଲୋମିଟର ଦୂର ଚୂହାପାଲିଠାରେ ସୋମବାର ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଧାନବସ୍ତା ଲୋଡିଂ ଟ୍ରକ୍‌ ବ୍ରିଜ୍‌ ଅତିକ୍ରମ କରି ଚୂହାପାଲିଠାରେ ଜଣେ ୧୮ ବର୍ଷର ଯୁବକଙ୍କୁ ଧକ୍କା ଦେଇ ପଳାଇଯାଉ ଥିବା ବେଳେ…

ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ତହସିଲଦାର ନମିତା ପ୍ରଧାନ, ଏମ୍‌ଭିଆଇ ପ୍ରଶାନ୍ତ କୁମାର ଦାସଙ୍କ…

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ। ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ…

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ।…

ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪ ମସିହାରୁ ମା’ଙ୍କ ମନ୍ଦିର ଟ୍ରଷ୍ଟି ଭାବେ ଜଣେ ବ୍ୟକ୍ତିଙ୍କୁ ଦାୟିତ୍ୱ ଦିଆଯାଇଥିଲା। ହେଲେ ପ୍ରତିବର୍ଷ…

କ୍ରିକେଟ୍‌ରେ ଇତିହାସ ରଚିଲେ ପାକିସ୍ତାନ ଯୋଡ଼ି: ଭାଙ୍ଗିଲା ୨୨ ବର୍ଷର ରେକର୍ଡ

କେପଟାଉନ,୬।୧: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପଟାଉନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ଶାନ ମାସୁଦ ଏବଂ ପୂର୍ବତନ ଅଧିନାୟକ ବାବର ଆଜାମ ଚମତ୍କାର ପ୍ରଦର୍ଶନ…

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଚାଲିଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ୩ଦିନିଆ ବାଲ୍‌…

ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡିର ଜୁନାଗଡ଼ ବ୍ଲକ ଭତ୍ରାଡ୍ୟାମ୍‌। ଏବେ ଉକ୍ତ ଡ୍ୟାମ୍‌ ପ୍ରାୟ…

ମୟୂରଭଞ୍ଜରେ ଜେଏମ୍‌ଏମ୍‌ର ସଭାପତି ଘୋଷଣା

ବାରିପଦା,୬।ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନୂତନ ମୟୂରଭଞ୍ଜ ଜିଲା କମିଟି ଘୋଷିତ ହୋଇଛି। ସ୍ଥାନୀୟ ରଘୁନାଥପୁରସ୍ଥିତ ମଣ୍ଡପରେ ରାଜ୍ୟ ସଭାନେତ୍ରୀ ଅଞ୍ଜନୀ ସୋରେନଙ୍କ ପୌରହିତ୍ୟରେ କର୍ମକର୍ତ୍ତାଙ୍କ ବୈଠକ ଅନୁଷ୍ଠିତ ହୋଇ ନାମ ଘୋଷଣା କରାଯାଇଛି। ଜିଲା ସଭାପତି ଭାବେ…

ପୁରୀରେ ଚାଲିଲା ଡବଲ୍‌ ଡେକର୍‌ ବସ୍‌

ପୁରୀ,୬।୧(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୮ ତାରିଖରୁ ୩ ଦିନ ବ୍ୟାପୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟଙ୍କ ପରିଭ୍ରମଣ ପାଇଁ ସରକାରଙ୍କ ପକ୍ଷରୁ ଡବଲ୍‌ ଡେକର୍‌ ବସ୍‌ର ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରଠାରେ ସମ୍ମିଳନୀ ଆୟୋଜିତ…

ଓଡ଼ିଶା ଚାଷୀଙ୍କ ଧାନ କିଣୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୬ା୧(ଗିରିଧାରୀ ପରିଛା): ଓଡ଼ିଶା ସରକାର ବାହାର ରାଜ୍ୟକୁ ଧାନ ଚାଲାଣ ଓ ଅସାଧୁ ବ୍ୟବସାୟ ରୋକିବା ପାଇଁ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇ ନାକା ପଏଣ୍ଟରେ କଡାକଡି ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଗଜପତି ଜିଲାରେ ଏହାର ବ୍ୟତିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?