ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା
ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ ତତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ ପୋଲିସ ଓ ସେବାୟତଙ୍କ ଉପସ୍ଥିତରେ…
ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…
ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ । ସୂଚନା ପ୍ରକାରେ ଶନିବାର ସକାଳ ସମୟରେ ଅଡବା ପୋଲିସ୍ ପେଟ୍ରୋଲିଂ କରିବା ସମୟରେ…
ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ
ଟେନ୍ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ସୂଚନାଯୋଗ୍ୟ, କୋଇଡ଼ା ଥାନା ଅନ୍ତର୍ଗତ ଗତ ପୁଣ୍ଢି ପୋଖରୀ ଜଙ୍ଗଲ ଅଞ୍ଚଳରେ ଗଛ…
୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….
ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା ଅଳଙ୍କାର ଜବତ କରିଛି । ଗିରଫ ୩ଜଣ ହେଲେ ଗଜପତି ଜିଲା ସେରଙ୍ଗ…
ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ
କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ ଚାଷୀଙ୍କ ୯ ହଜାର ୫୨୦ କ୍ୱିଣ୍ଟାଲ ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ…
ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…
ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି ଆତଙ୍କ ଖେଳାଇଛନ୍ତି । ତେବେ ଉକ୍ତ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡର ଭିଡ଼ିଓ ସୋସିଆଲ…
ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…
ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍ଏନ୍ଏଲ୍ର ୪-ଜି ଟାୱାର ଲୋକାର୍ପଣ କରିବା ପରେ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଏଣିକି…
ଆତ୍ମସମର୍ପଣ କଲେ ଟପ୍ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…
ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ଏନେଇ…
ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ
ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଦଣ୍ଡପାଣି ପାତ୍ର କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା…
ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ
ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍ଏସ୍ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମା’ ମାଣିକେଶ୍ୱରୀ…
ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍ ଟିମ୍କୁ ହରାଇ କରଞ୍ଜିଆ ଚମ୍ପିୟାନ
ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ ଭଲିବଲ ଟୁର୍ଣ୍ଣାମେଣ୍ଟ ସାମପାଲା ପଡିଆ ସମରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୬ଟି…
ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ
ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି ରହିଛି। ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ହାଟପଦାରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଭୁଜାଲି ମାଡ଼ରେ…
Archives


