ଆମ ଜିଲା ଖବର

ଅ, ଆ ରେ ରହିଯାଇଛନ୍ତି ମୁଖ୍ୟମନ୍ତ୍ରୀ: କାହିଁକି ଏମିତି କହିଲେ ଅରୁଣ ସାହୁ

କଟକ,୪ା୧(ଶିଳ୍ପା ପ୍ରିୟଦର୍ଶିନୀ):ଭୁବନେଶ୍ୱରରେ ଆୟୋଜିତ କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା କେବଳ ଓଡ଼ିଆ ବର୍ଣ୍ଣବୋଧର ଅ, ଆ ରହିଯାଇଛନ୍ତି। ତାହାଠୁ କେବେ ଆଗକୁ ଯାଉନାହାନ୍ତି। ଏଭଳି କିଛି ଢଙ୍ଗରେ ବିଧାୟକ ତଥା ବିଜେଡି…

୧୧ରୁ ଶୀତ ମହୋତ୍ସବ: ଯୋଗଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲା କମିଟି

ଦାରିଙ୍ଗବାଡି,୪।୧(ଅରୁଣ ସାହୁ):ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦାରିଙ୍ଗବାଡି ଶୀତ ମହୋତ୍ସବ କମିଟି ଭେଟିଛନ୍ତି। କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ…

ବାଣ ଭିଡ଼ୁଥିବାବେଳେ ବିସ୍ଫୋରଣ: ୨ ମୃତ, ୨ ଆହତ

ରଘୁନାଥ ଘୁନାଥପୁର,୩୧ (ରାଜେନ୍ଦ୍ର ନାରା ନାରାୟଣ ସିଂହ):ଥାନା ଅନ୍ତର୍ଗତ ଜଗତ୍‌ସିଂହପୁର ଥାନ ବଡ଼ବାଗ ଗ୍ରାମର ସୁଶୀଲ ଦାସଙ୍କ ଘରେ ଶୁକ୍ରବାର ରାତି ୧୦ଟାରେ ବାଣ ବିସ୍ଫୋରଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ଏହି ଅଘଟଣ ଘଟିଛି। ଏଥିରେ ଜଣେ ମହିଳାଙ୍କ ସମେତ…

ପ୍ରତିଶ୍ରୁତି ମିଳିଲା, ଧାରଣା ଉଠିଲା

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ଉଠାଣକୁ ଦେଢ଼ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଧାନବିକ୍ରିରେ ଜିଲାର ଚାଷୀମାନେ ନାନା ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି। କଟନୀଛଟନୀ, ମିଲର୍ସଙ୍କ ଟ୍ୟାଗ ନ ଥିବା ଆଦି ଆଳ ଦେଖାଇ ବିଭିନ୍ନ…

ଭବାନୀପାଟଣାରେ ମାଙ୍କଡ଼ ଆତଙ୍କ ଜାରି

ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୁଣି ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ସହରର ଗୋଦାମପଡ଼ାରେ ଗୋଟିଏ ମାଙ୍କଡ଼ ପ୍ରାୟ ୧୫ ଜଣଙ୍କୁ ଆକ୍ରମଣ କରିଥିଲା। ଏଥିରେ ସମସ୍ତ ଆହତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।…

ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍‌. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଗୁରୁବାର ଅପରାହ୍ନ ପ୍ରାୟ ସାଢେ ୨ ଟାରେ ହତ୍ୟା ଉଦ୍ୟମ କରାଯାଇଥିଲା। ସହଦେବ ଏନେଇ…

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମହୋତ୍ସବକୁ ଉଦଘାଟନ କରିଥିଲେ।…

ଐଶ୍ୱାନେଶ୍ୱର ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି, ଠାକୁରଙ୍କ ଉତ୍ସବ ପାଳନ ପାଇଁ ଆର୍ଥିକ ସଙ୍କଟ ଆଶଙ୍କା

ନିରାକାରପୁର, ୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଭୂଷଣ୍ଡପୁର ଅଞ୍ଚଳର ଇଷ୍ଟଦେବ ଶ୍ରୀ ଐଶ୍ୱାନେଶ୍ୱର ଦେବଙ୍କ ମନ୍ଦିର ହୁଣ୍ଡି ଭାଙ୍ଗି କେହି ଦୁର୍ବୁତ୍ତ ଚୋରି କରିଥିବା ଜଣାପଡିଛି। ଏନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଥାନୀୟ ଭୂଷଣ୍ଡପୁର ଫାଣ୍ଡିରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ମଣ୍ଡିରେ ଚାଷୀ ଠକେଇର ଶିକାର ହେଲେ ହେବ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୩ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଦୁଲିପଲ୍ଲୀ ମଣ୍ଡିରେ ଶୁକ୍ରବାର ଧାନକିଣା ଶୁଭାରମ୍ଭ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଥିଲେ ଯେ, ଆମ…

ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ

ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା…

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ ଭାଇଚାରା, ଶାନ୍ତି ସଦ୍‌ଭାବନା ପାଇଁ ନିଆରା ପ୍ରୟାସ

ଦାରିଙ୍ଗବାଡି,୩।୧ (ଅରୁଣ ସାହୁ ): କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ନୂତନ ବର୍ଷରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗୁରୁବାର ସାଂସ୍କୃତିକ କାର୍ଯ୍ୟକ୍ରମ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକ୍ରମକରେ ସରପଞ୍ଚ…

ରାଜକୋଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା/ରିଷିଡ଼ା,୩।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କାମଧନ୍ଦା ନ ପାଇ ରାଜକୋଟକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ଅଭିଯୋଗ ହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜାହାଲ ପଞ୍ଚାୟତ ଗଜାହାଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?