ଆମ ଜିଲା ଖବର

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଧୂଷୁରୀ,୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ହସନାବାଦ ପଞ୍ଚାୟତ ବନବାଗ ଗ୍ରାମରେ ଶୁକ୍ରବାର ଏକ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଭରତ ଦାସ ଏବଂ ଶରତ ଦାସଙ୍କ ୪ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଘରର ସମସ୍ତ…

ଧନୁଯାତ୍ରାକୁ ସ୍ବାଗତ ପାଇଁ ସାଂସ୍କୃତିକ ଶୋଭାଯାତ୍ରା ଆରମ୍ଭ, ଦୁଲୁକିଲା ବରଗଡ

ବରଗଡ, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟାରେ ଉଦ୍‌ଘାଟିତ ହେବ। ତେବେ ବିଶ୍ୱ ପ୍ରସିଦ୍ଧ ଏହି ମହୋତ୍ସବକୁ ସ୍ବାଗତ କରିବା ପାଇଁ ଦିନ ପ୍ରାୟ ୩ଟାରୁ ଆରମ୍ଭ ହୋଇଛି ସାଂସ୍କୃତିକ ଶୋଭାଯାତ୍ରା। ବରଗଡ…

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୩ ମାଓବାଦୀ

ଭୁବନେଶ୍ୱର,୩।୧: ଛତିଶଗଡ଼ ଗରିଆବନ୍ଧ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ଘଟିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ସିଆର୍‌ପିଏଫ୍‌ ଏବଂ ଡିଆର୍‌ଜି ଯବାନ…

ହତ୍ୟାକାରୀ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର , ୩।୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୩ରେ ଘଟିଥିବା ଏକ ଜଘନ୍ୟ ହତ୍ୟାକାଣ୍ଡ ମାମଲାରେ ଗଞ୍ଜାମ ଜିଲା ଦୌରା ଜଜ୍‌ ରୂପଶ୍ରୀ ଚୌଧୁରୀ ରାୟ ଦେଇଛନ୍ତି। ସାନ ଭାଇଙ୍କୁ ହତ୍ୟା କରିଥିବା ମଝିଆ ଭାଇ ପୂର୍ଣ ବେହେରା(୩୭)ଙ୍କୁ ଦୋଷୀ ସାବ୍ୟସ୍ତ କରିବା…

ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ…

କେମିତି ମଣ୍ଡିରେ ଦେବେ ଧାନ, ସୂଚନା ଦେଲେ ମନ୍ତ୍ରୀ

ଗୋପାଳପୁର,୩।୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ଦାସପୁର ସେବା ସମବାୟ ସମିତିର କୋଳଥି ଗାଁରେ ଶୁକ୍ରବାର ଜିଲାସ୍ତରୀୟ ଧାନମଣ୍ଡି ଶୁଭ ଆରମ୍ଭ ହୋଇଛି l ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ଖଣି ଇସ୍ପାତ ଓ…

ହାଇୱା-ବାଇକ ମୁହାଁମୁହିଁ ଧକ୍କା: ୨ ଗୁରୁତର

ଲୋଇସିଂହା,୩।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ପଦ୍ମପୁର ରାସ୍ତା ପତ୍ରାପାଳି ରାଇସ ମିଲ ନିକଟରେ ଏକ ହାଇୱା ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇଜଣ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ସଦାନନ୍ଦ ମହାନନ୍ଦ ଓ ଶୁଭମ…

ପାଣିପାଗରେ ହେବ ବଡ଼ ପରିବର୍ତ୍ତନ: ୫ ଦିନ ପରେ…

ଭୁବନେଶ୍ୱର,୩ା୧: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏପରିକି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ କିମ୍ବା ଏହାଠାରୁ କମ୍‌ ରହୁଥିବା ରେକର୍ଡ କରାଯାଇଛି। ଏଭଳି ସ୍ଥିତିରେ ୫ ତାରିଖ ପରେ ରାଜ୍ୟରେ ଶୀତ କମିବା ସମ୍ଭାବନା ରହିଛି।…

ଉଠାଦୋକାନୀଙ୍କ ସମସ୍ୟା ସମାଧାନ ଲାଗି ଜିଲାପାଳଙ୍କୁ ନିବେଦନ

ଛତ୍ରପୁର,୩ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଇପୁର ଓ ଗୋବିନ୍ଦପୁର ଗ୍ରାମର ପ୍ରାୟ ୯୫ ପ୍ରତିଶତ ଲୋକ ଗରିବ ତଥା ଦିନ ମଜୁରିଆ ଭାବେ ଅତି ଦୟନୀୟ ଅବସ୍ଥାରେ ଜୀବନ ଅତିବାହିତ କରୁଛନ୍ତି। ମା’ ତାରାତାରିଣୀଙ୍କ ପାଦଦେଶରେ ଦୋକାନ କରି…

ଚାଷୀଙ୍କୁ ଅଣଦେଖା ନେଇ ଅସନ୍ତୋଷ ପ୍ରକାଶ କଲେ ୩ ବିଧାୟକ

କୋରାପୁଟ,୩ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ସ୍ଥାନୀୟ ଦକ୍ଷତା ବିକାଶ ତାଲିମ କେନ୍ଦ୍ରଠାରେ ଜଳ ସମ୍ପଦ ବିଭାଗ ଓଡ଼ିଶା ତରଫରୁ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା। ଜିଲା ଉଠାଜଳସେଚନ ବିଭାଗର ନିର୍ବାହୀଯନ୍ତ୍ରୀ ଯୁଗଳକିଶୋର ଟାକ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ସମ୍ବଲପୁରରେ ବଡ଼ଧରଣର ଲୁଟ୍‌

ସମ୍ବଲପୁର,୩।୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ବୁଢ଼ାରଜା ଛକସ୍ଥିତ ମଣପୁରମ୍‌ ଗୋଲ୍ଡ ଲୋନ ସଂସ୍ଥାରୁ ଶୁକ୍ରବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମଣପୁରମ୍‌ ସଂସ୍ଥା କାର୍ଯ୍ୟାଳୟରେ ପଶି କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀଙ୍କୁ ବନ୍ଧୁକ ଦେଖାଇ ବିପୁଳ ପରିମାଣର ସୁନା…

ଶ୍ରମିକଙ୍କୁ ଅପହରଣ ପରେ ନିସ୍ତୁକ ମାଡ଼ ଅଭିଯୋଗ ମାମଲା : ଚା’ ଖଟିରେ ସର୍ଦ୍ଦାର ସହ ଥାନାଧିକାରୀଙ୍କ ଫଟୋ ଭାଇରାଲ

ପାଟଣାଗଡ଼,୩ା୧(ସଚ୍ଚିଦାନନ୍ଦ ମହାକୁର): ଲୋକଙ୍କ ସାମ୍ନାରେ ରାଜରାସ୍ତା ଉପରୁ ଶ୍ରମିକଙ୍କୁ ଅପହରଣ କରାଗଲା। ଦାଦନ ଶ୍ରମିକଙ୍କ ପରିବାରକୁ ଫୋନ୍‌ କରି ଟଙ୍କା ମାଗିବା ସହ ଜଙ୍ଗଲ ଭିତରେ ରଖି ଅକଥନୀୟ ନିର୍ଯାତନା ଦିଆଗଲା। ପରେ ତାଙ୍କୁ ରାସ୍ତାକଡ଼ରେ ଫିଙ୍ଗିଦେଇ ଅଭିଯୁକ୍ତ ସର୍ଦ୍ଦାର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?